• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚଭୂତରେ ଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର : ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଅନ୍ତିମ ସଂସ୍କାର – ପୁଅ ବିପ୍ଳବ ପାତ୍ର ଦେଲେ ମୁଖାଗ୍ନୀ

Proprietor Abhimanyu Maharana by Proprietor Abhimanyu Maharana
September 4, 2023
in ଓଡ଼ିଶା, ଗଜପତି, ଗଞ୍ଜାମ, ମହାନଗର, ହୋମ୍
0
ପଞ୍ଚଭୂତରେ ଲୀନ ହେଲେ ସୂର୍ଯ୍ୟ ନାରାୟଣ ପାତ୍ର : ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଅନ୍ତିମ ସଂସ୍କାର – ପୁଅ ବିପ୍ଳବ ପାତ୍ର ଦେଲେ ମୁଖାଗ୍ନୀ
Share on FacebookShare on TwitterWhatsapp

ପୁଅ ବିପ୍ଳବ ପାତ୍ର ଦେଲେ ମୁଖାଗ୍ନୀ

୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ବର :-> ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଅନ୍ତିମ ସଂସ୍କାର, ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ ମନ୍ତ୍ରୀ ତଥା ବାଚସ୍ପତି ଓ ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର। ଦିଗପହଣ୍ଡିରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଅନ୍ତିମ ସଂସ୍କାର କରାଯାଇଛି। ଶହ ଶହ ଶୋକାକୁଳ ଜନତା ତାଙ୍କ ପ୍ରିୟ ନେତା ସୂର୍ଯ୍ୟ ପାତ୍ରଙ୍କୁ ଅନ୍ତିମ ବିଦାୟ ଜଣାଇଛନ୍ତି। ବାପା ସୂର୍ଯ୍ୟଙ୍କୁ ମୁଖାଗ୍ନି ଦେଇଛନ୍ତି ପୁଅ ବିପ୍ଲବ ପାତ୍ର। ଗାର୍ଡ ଅଫ ଅନର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି।

ଗତକାଲି ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ହୋଇଥିଲା। ଆଜି ସକାଳେ ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିଭିନ୍ନ ଦଳର ବିଧାୟକ, ବିଧାନସଭା କାର୍ଯ୍ୟାଳୟର କର୍ମଚାରୀ ତାଙ୍କୁ ଶ୍ରଦ୍ଧାସୁମନ ଦେଇଥିଲେ। ଶୋକାକୂଳ ପରିବେଶରେ ସମସ୍ତେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବିଧାନସଭା ପରିସରରୁ ବିଦାୟ ଦେଇଥିଲେ।

ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ବିଶାଳ ଶୋଭାଯାତ୍ରାରେ ନିଜର ଜନ୍ମମାଟି ଦିଗପହଣ୍ଡିକୁ ବିରାଟ ଶୋଭାଯାତ୍ରାରେ ନିଆଯାଇଥିଲା । ଏହି ଶୋଭାଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇ ପ୍ରିୟ ନେତାଙ୍କୁ ବିଦାୟ ଜଣାଇଥିଲେ । କପାମଣ୍ଡି ନିକଟ ପଢ଼ିଆରେ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଲାଗିଥିଲା । ଦିଗପହଣ୍ଡି ସ୍ଥିତ କପାମଣ୍ଡି ପାର୍ଶ୍ବରେ ଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପୈତୃକ ଜମି ପଡିଆରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା ।

ଗତକାଲି ୭୫ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଥିଲା । ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଥିଲେ । ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା। ଶଙ୍ଖ ଭବନରେ ନେତା, ମନ୍ତ୍ରୀ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେବା ପରେ ବିଧାନସଭା ପରିସରକୁ ମରଶରୀରକୁ ନିଆଯାଇଥିଲା । ସେଠାରେ ଗାର୍ଡଅଫ ଅନର ଦେବା ପରେ ଶେଷକୃତ୍ୟ ପାଇଁ ଦିଗପହଣ୍ଡିକୁ ନିଆଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

September 26, 2026
ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

September 26, 2026
ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

September 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

September 26, 2026
ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version