• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲଳିତକଳା ପୀଠର ୬୭ତମ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
September 4, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଲଳିତକଳା ପୀଠର ୬୭ତମ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଲଳିତକଳା ପୀଠର ୬୭ତମ ବାର୍ଷିକ ଉତ୍ସବ ଜୟଦେବ ଭାବନାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହୋଇଥିବା ଦିବସବ୍ୟାପୀ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ପୂର୍ବାହ୍ନରେ ନୃତ୍ୟ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ସନ୍ଧ୍ୟା ସମୟରେ ହୋଇଥିବା ପୁରସ୍କାର ବିତରନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗ ଦେଇ କହିଥିଲେ ଯେ ଆମ ସଂସ୍କୃତି ହେଇଛି ନିଆରା,ଯାହା ମହାପ୍ରଭୁ ଜଗନ୍ନାଥଙ୍କ ସହ ଜଡିତ।

ଲଳିତକଳା ପୀଠ ହେଉଛି ସର୍ବ ପୁରାତନ ଅନୁଷ୍ଠାନ ଏହି ଅନୁଷ୍ଠାନ ଆମ ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବା ଲାଗି କରୁଥିବା କାର୍ଯ୍ୟ ପ୍ରଶଂସନୀୟ। ଏହି ପୀଠର ଉନ୍ନତି ପାଇଁ ରାଜ୍ୟ ସରକାର ସହଯୋଗର ହାତ ବଢ଼ାଇବେ ବୋଲି ଏହି ଅବସରରେ ଅତିରକ୍ତ ମୁଖ୍ୟ ଶାସନ ସଚିବ ପ୍ରକାଶ କରିଥିଲେ । ଦିବସବ୍ୟାପୀ କାର୍ଯ୍ୟକ୍ରମରେ ପୂର୍ବାହ୍ନରେ ସର୍ବଭାରତୀୟ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ୫୦ରୁ ଉର୍ଦ୍ଧ ପ୍ରତିଯୋଗୀ ଅଂଶ ଗ୍ରହଣ କରି ନୃତ୍ୟ ପ୍ରଦର୍ଶନ କରିଥିଲେ।

ସନ୍ଧ୍ୟା ଉତ୍ସବରେ ବରିଷ୍ଠ,କନିଷ୍ଠ ଏବଂ ଉପ-କନିଷ୍ଠ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ଗୁରୁ ଦୁର୍ଗାଚରଣ ରଣବୀରଙ୍କୁ ଲଳିତକଳା ପୀଠ ସମ୍ମାନରେ ସମ୍ମାନିତ କରିଥିଲେ ମୁଖ୍ୟ ଅତିଥି। ଲଳିତକଳା ପୀଠର ସଭାପତି ଆଡ଼ଭୋକେଟ ଶୈଳେନ୍ଦ୍ର କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସୂଚନା ଆୟୋଗର ସଦସ୍ୟ ଦିଲ୍ଲୀପ ବିଶୋୟୀ, ସମ୍ପାଦକ ଚିତ୍ତ ରଞ୍ଜନ ପଟ୍ଟନାୟକ ଯୋଗଦେଇଥିଲେ କାର୍ଯ୍ୟକାରୀ ସଭାପତି ନିରଞ୍ଜନ ପ୍ରହରାଜ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version