• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତିଜିଲ୍ଲାସ୍ଵତନ୍ତ୍ର ଭୋଟର ତାଲିକା ସଂଶୋଧନ ଉପଲକ୍ଷେ “ମୁଁ ବି ମିତା” ସଚେତନତା ଅଭିଯାନ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
September 4, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତିଜିଲ୍ଲାସ୍ଵତନ୍ତ୍ର ଭୋଟର ତାଲିକା ସଂଶୋଧନ ଉପଲକ୍ଷେ “ମୁଁ ବି ମିତା” ସଚେତନତା ଅଭିଯାନ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୪ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :->  ମୁଖ୍ୟ ନିର୍ବାଚନ ଅଧିକାରୀ ଓଡିଶା ଙ୍କ ଆଦେଶ ପ୍ରକାରେ ଆଜି ଗଜପତି ଜିଲ୍ଲା ସଦରମହକୁମା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ” ମୁଁ ବି ମିତା ” ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ନୂତନ ଯୁବ ଭୋଟରମାନଙ୍କ ପଞ୍ଜୀକରଣ ତଥା ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଅଂଶଗ୍ରହଣ କରିବା ପାଇଁ “ମୁଁ ବି ମିତା ” ନାମରେ ସଚେତନତା ଅଭିଯାନ ମହାବିଦ୍ୟାଳୟର ଛାତ୍ରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି । ଶତ ପ୍ରତିଶତ ନୂତନ ଭୋଟର ଦାତା ମାନଙ୍କୁ ସାମିଲ କରିବାପାଇଁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଏହା ସହିତ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅୟୋଜନ କରି ଜାତୀୟ ଭୋଟର ଦିବସରେ ପୁରସ୍କୃତ କରାଯିବ ବୋଲି କହିଛନ୍ତି ।

ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ତାଲିକାରେ ନୂତନ ଭୋଟର ଯେଉଁମାନଙ୍କର ବୟସ ୧୮ ବର୍ଷ ଉର୍ଦ୍ଧ ହୋଇଛି ନୂତନ ଭୋଟର ତାଲିକାରେ ନାମ ପଞ୍ଜିକରଣ କରିପାରିବେ। ଘରେ ରହି କିଭଳି ଅନଲାଇନ ମାଧ୍ୟମରେ ନାମ ପଞ୍ଜିକରଣ କରିପାରିବେ ତାହା ମଧ୍ୟ ଶିକ୍ଷା ଦିଆଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ,ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ, ଡେପୁଟି କଲେକ୍ଟର (ନିର୍ବାଚନ) ଶ୍ରୀ କୁମୁନ୍ଧ ଦଳବେହେରା,ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସହାୟକ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ଭୁଆଁ ଓ ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଧକ୍ଷା,ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ବୈଠକରେ ସ୍ଵେଚ୍ଛାସେବୀ ଭାବରେ ଚୟନ କରାଯାଇଥିବା ବିଦ୍ୟାଳୟ ତଥା ମହାବିଦ୍ୟାଳୟର ଛାତ୍ରୀଙ୍କୁ “ମୁଁ ବି ମିତା ” ଅଭିଯାନରେ ଭୋଟର ସଚେତନତା ସୃଷ୍ଟି କରିବା, ଏକ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ ନିମିତ୍ତ ନୂତନ ଭୋଟରଙ୍କ ର ନାମ ଯୋଗ, ଅନ୍ୟ ଭୋଟର ନିଜର ନା କୁ ବାଦ ଦେବା, ଭୁଲ ତୃଟିକୁ ସଂଶୋଧନ, ଆଧାର ସହିତ ଭୋଟର ଆଇଡି କୁ ସଂଯୋଗ କରିବା ପାଇଁ ଅନଲାଇନ ମାଧ୍ୟମରେ www.nvsp.in କିମ୍ବା voter helpline app କୁ ବ୍ୟବହାର କରିପାରିବେ ଏବଂ ଅନ୍ୟାନ୍ୟ ସଂଶୋଧନ କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ସେହିପରି ନୂତନ ଭୋଟର ନିଜର ନାମ ପଞ୍ଜିକରଣ କରିବା ପାଇଁ “ମୁଁ ବି ମିତା ଅଭିଯାନରେ ନେତୃତ୍ବ ନେଇ ଅନ୍ୟାନ୍ୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ସ୍ଵୟଂ ସହାୟକ ଗୋଷ୍ଠୀ, ଜନ ସାଧାରଣ ଓ ଯୁବ ଭୋଟରମାନଙ୍କୁ ଏ ସମ୍ପର୍କରେ ସଚେତନ କରିବା ପାଇଁ ଜିଲ୍ଲାପାଳ ଗୁରୁତ୍ବ ଆରୋପ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅନିଲ କୁମାର ଏସ୍‌ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

Farewell Felicitation Held for Sr. Divisional Commercial Manager, Anil Kumar S, IRTS at Khurda Road Division

October 8, 2026

ଚାନ୍ଦପୁର ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଏମରଜେନ୍ସି ବେଡ଼ ଅପରିଷ୍କାର ଅବସ୍ଥା

ଚାନ୍ଦପୁର ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଏମରଜେନ୍ସି ବେଡ଼ ଅପରିଷ୍କାର ଅବସ୍ଥା

October 8, 2026
 ଟିବି ମୁକ୍ତ ନୟାଗଡ଼ ପାଇଁ ‘ଜୋସ୍’ (JOSH) ଟିମ୍ ଗଠନ : ଟିବି ମୁକ୍ତ ପଞ୍ଚାୟତକୁ ସମ୍ବର୍ଦ୍ଧନା 

 ଟିବି ମୁକ୍ତ ନୟାଗଡ଼ ପାଇଁ ‘ଜୋସ୍’ (JOSH) ଟିମ୍ ଗଠନ : ଟିବି ମୁକ୍ତ ପଞ୍ଚାୟତକୁ ସମ୍ବର୍ଦ୍ଧନା 

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅନିଲ କୁମାର ଏସ୍‌ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

Farewell Felicitation Held for Sr. Divisional Commercial Manager, Anil Kumar S, IRTS at Khurda Road Division

October 8, 2026
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅନିଲ କୁମାର ଏସ୍‌ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅନିଲ କୁମାର ଏସ୍‌ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version