• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ା ଗାୟତ୍ରୀ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ପାଳନ

Proprietor Abhimanyu Maharana by Proprietor Abhimanyu Maharana
September 7, 2023
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡ଼ା ଗାୟତ୍ରୀ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ପାଳନ
Share on FacebookShare on TwitterWhatsapp

୬ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାୟଗଡ଼ା :-> ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପ୍ରାଙ୍ଗଣରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି ର କୋଷାଧ୍ୟକ୍ଷ ଶ୍ରୀ ସଂଜିବ କୁମାର ଦାଶଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ର ବିବିଧ କ୍ଷେତ୍ର ଭାରତୀୟ ମଜଦୁର ସଂଘର ରାଜ୍ଯ ସଂପାଦକ ଶ୍ରୀ ଯୋଗେଶ୍ଵର ଦାସ , ସମ୍ମାନୀୟ ଅତିଥି ଭାବେ ତଥା ଶିଶୁ ବିଦ୍ୟା ମନ୍ଦିର ପରିଚାଳନା ସମିତି ର ସଦସ୍ୟା ଶ୍ରୀମତୀ ପ୍ରଣିତା ନାୟକ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀ ଯୋଗେଶ୍ୱର ଦାସ ପ୍ରଦୀପ ପ୍ରଜ୍ବଳନ କରି ଉପସ୍ଥିତ ସମସ୍ତ ଶିଶୁ ଭାଇ ଭଉଣୀ ମାନଙ୍କୁ ଜନ୍ମାଷ୍ଟମୀ ଉତ୍ସବ ପାଳନ ର ମହତ୍ୱ ଉପରେ ମାର୍ଗଦର୍ଶନ କରିବା ସହିତ ଶିଶୁ ମାନଙ୍କ ମନରେ ଦେଶ ଭକ୍ତି ଭାବନାକୁ ଜୀବନ ର ଶ୍ରେୟ କରାଇବା ଏବଂ ଭଗବାନ ଶ୍ରୀକୃଷ୍ଣଙ୍କ ମୁଖାରବିନ୍ଦରୁ ସଞ୍ଚାରିତ ଅମୃତ ଧାରା ପରି ଏହି ଭବ୍ୟ କାର୍ଯ୍ୟକ୍ରମ କୁ ଆଗେଇ ନେଇଥିଲେ।

ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁଧିର କୁମାର ନେଗୀ ଉପସ୍ଥିତ ରହି ଅତିଥିମାନଙ୍କ ର ପରିଚୟ ପ୍ରଦାନ କରିଥିଲେ। ଉପସ୍ଥିତ ପରିଚାଳନା ସମିତି ର କାର୍ଯ୍ୟ କର୍ତ୍ତାମାନେ ନିଜ ବକ୍ତବ୍ୟରେ ଆଜିର ଉତ୍ସବ ର ମହତ୍ୱ ବିଷୟରେ ସମସ୍ତ ଶିଶୁ ଭାଇ ଭଉଣୀ ମାନଙ୍କୁ ଆଶିର୍ବଚନ ପ୍ରଦାନ କରିଥିଲେ। ଉତ୍ସବ ରେ ଶିଶୁ ପ୍ରାରମ୍ଭ ,ଶିଶୁ ବୋଧ ଓ ପ୍ରଥମ ଶ୍ରେଣୀର ଛାତ୍ର ଛାତ୍ରୀ ମାନେ କୃଷ୍ଣ ଵେଶରେ ଉପସ୍ଥିତ ରେ ଏକ ବର୍ଣ୍ଣାଢ୍ୟ ପରିବେଶ ସୃଷ୍ଟି ହୋଇଥିଲା। ପବିତ୍ର ବାତାବରଣ ମଧ୍ୟରେ ସମସ୍ତ କାର୍ଯ୍ୟ ସଂପାଦିତ ହୋଇଥିଲା ।

ଏହି ଉପଲକ୍ଷେ ବିଦ୍ୟାଳୟ ର ଛାତ୍ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଆୟୋଜିତ ବିଭିନ୍ନ ସାଂସ୍କୃତିକ ଏବଂ ଭଗବାନ ଶ୍ରୀକୃଷ୍ଣଙ୍କ ବେଶ ରେ ପ୍ରଦର୍ଶନ ରେ ଯୋଗଦାନ କରିଥିବା ଛାତ୍ର ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଉକ୍ତ ଉତ୍ସବ କାର୍ଯ୍ୟକ୍ରମରେ ଶିଶୁ ଭାଇ ଭଉଣୀ ମାନଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ , ଅଭିଭାବକ ଏବଂ ସମସ୍ତ ଗୁରୁଜୀ ଗୁରୁମା ମାନେ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଉପସ୍ଥିତ ସମସ୍ତ ଗୁରୁଜୀ ଗୁରୁମା ମାନେ ପରିଚାଳିତ କରିଥିଲେ ।ଶେଷରେ ବିଦ୍ୟାଳୟ ଗୁରୁଜୀ ଶ୍ରୀ ଶ୍ରୀକାନ୍ତ ରାଉତ ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀ, ଅତିଥି ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

April 26, 2026
ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

April 26, 2026
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version