• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ଅଧିବେସନରେ ବିଜେପି ଏହାର କଡାଗଣ୍ଡା ହିସାବ ମାଗିବ : କୁସୁମ ଟେଟେ

Proprietor Abhimanyu Maharana by Proprietor Abhimanyu Maharana
September 7, 2023
in ଓଡ଼ିଶା, ମହାନଗର, ହୋମ୍
0
ବିଧାନସଭା ଅଧିବେସନରେ ବିଜେପି ଏହାର କଡାଗଣ୍ଡା ହିସାବ ମାଗିବ : କୁସୁମ ଟେଟେ
Share on FacebookShare on TwitterWhatsapp

୫-ଟି ସଚିବଙ୍କର ଜିଲ୍ଲା ବୁଲା କାର୍ଯ୍ୟକ୍ରମରେ ପାଖାପାଖି ୫୦୦କୋଟି ଟଙ୍କା ଅର୍ଥ ବରବାଦ ପ୍ରସଙ୍ଗରେ ରାଜ୍ୟ ପରିବହନ ମନ୍ତ୍ରୀଙ୍କୁ ବିଜେପି ବିଧାୟିକାଙ୍କ ଚ୍ୟାଲେଂଜ

 “ସଚିବ ବଡ ନା ମନ୍ତ୍ରୀ ବଡ” ପ୍ରଶ୍ନର ଜବାବରେ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପ୍ରମାଣ କରିଛି ‘ସଚିବ ବଡ’

 ଦୁଇଟି ବିଭାଗର ମନ୍ତ୍ରୀ ଭାବରେ ଆପଣ କେତେଥର ସରକାରୀ ହେଲିକ୍ୟାପ୍ଟର ବ୍ୟବହାର କରିପାରିଛନ୍ତି ?

 ଜଣେ ସଚିବ ବାହାଘର ଭୋଜି ଖାଇବା ପାଇଁ, ପାରିବାରିକ ଉତ୍ସବରେ ଯୋଗ ଦେବା ପାଇଁ, ଆମୋଦ ପ୍ରମୋଦ ପାଇଁ ସରକାରୀ ହେଲିକ୍ୟାପ୍ଟର ବ୍ୟବହାର କରିପାରିବେ କି ?

 ୫-ଟି ସଚିବଙ୍କର ଜିଲ୍ଲାବୁଲା କାର୍ଯ୍ୟକ୍ରମରେ ଯେଉଁ ଭଳି ଭାବେ ପାଖାପାଖି ୫୦୦କୋଟି ଟଙ୍କା ଅର୍ଥ ବରବାଦ ହେଲା ଏହା ଜନବିରୋଧୀ ନୁହେଁ କି ?

 ଆପଣଙ୍କ ପାଇଁ ଏହି ୫୦୦କୋଟି ଟଙ୍କା କମ୍ ହୋଇପାରେ କିନ୍ତୁ ଓଡ଼ିଶାବାସୀଙ୍କ ପାଇଁ ଏହା ବହୁତ ମୂଲ୍ୟବାନ

୭ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ଜଣେ ଓଡ଼ିଆ ଭାବରେ ରାଜ୍ୟରେ ଯେଉଁଭଳି ଶାସନ ବ୍ୟବସ୍ଥା ଚାଲିଛି ତାହା ଆପଣଙ୍କୁ ବ୍ୟଥିତ କରୁନାହିଁ କି ? “ସଚିବ ବଡ ନା ମନ୍ତ୍ରୀ ବଡ”, ଓଡ଼ିଶାର ଜନମାନସରେ ଅନେକ ଦିନ ଧରି ଏହି କଥାଟି ଉଦ୍‌ବେଗର କାରଣ ସାଜିଛି । ଆଜି ଆପଣଙ୍କ ପ୍ରତିକ୍ରିୟା ପ୍ରମାଣ କଲା ଯେ, ‘ସଚିବ ବଡ’ । ଅଭିଯୋଗ ଆସିଥିଲା ସଚିବଙ୍କ ବିରୋଧରେ କିନ୍ତୁ ପ୍ରତିକ୍ରିୟା ଦେଲେ ଆପଣ, ଜଣେ ମନ୍ତ୍ରୀ । ଦୁଇଟି ବିଭାଗର ମନ୍ତ୍ରୀ ଭାବରେ ଆପଣ କେତେଥର ସରକାରୀ ହେଲିକ୍ୟାପ୍ଟର ବ୍ୟବହାର କରିପାରିଛନ୍ତି ବୋଲି ସୁନ୍ଦରଗଡ ବିଧାୟିକା ଶ୍ରୀମତୀ କୁସୁମ ଟେଟେ ଆଜି ଟ୍ୱିଟ୍ କରି ରାଜ୍ୟ ପରିବହନ ମନ୍ତ୍ରୀ ତଥା ବିଜେଡି ନେତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ।

ଗତକାଲି ଆମ ଦଳ ତରଫରୁ ଯେଉଁ ବୈଧାନିକ ପ୍ରଶ୍ନ କରାଯାଇଥିଲା ତାହାର ଉତର ଆପଣ କେବେ ଦେବେ ? ଜଣେ ସଚିବ ବାହାଘର ଭୋଜି ଖାଇବା ପାଇଁ, ପାରିବାରିକ ଉତ୍ସବରେ ଯୋଗ ଦେବା ପାଇଁ, ଆମୋଦ ପ୍ରମୋଦ ପାଇଁ ସରକାରୀ ହେଲିକ୍ୟାପ୍ଟର ବ୍ୟବହାର କରିପାରିବେ କି ? ୧୪ମେ ଓ ୨୮ଜୁନ୍‌ରେ କେଉଁ ସରକାରୀ କାର୍ଯ୍ୟକ୍ରମ ଥିଲା ଯେ, ମୁଖ୍ୟମନ୍ତ୍ରୀଙ୍କ ସଚିବ ସରକାରୀ ହେଲିକ୍ୟାପ୍ଟର ବ୍ୟବହାର କରିଥିଲେ ତାହା ଆପଣ ଆଜି ସ୍ପଷ୍ଟ କଲେ ଭଲ ହୁଅନ୍ତା ବୋଲି ଶ୍ରୀମତୀ ଟେଟେ ପ୍ରଶ୍ନ କରିଛନ୍ତି । ମାତ୍ର ୬ମାସ ଭିତରେ ୭୫ଥର ସରକାରୀ ଅର୍ଥରେ ହେଲିକ୍ୟାପ୍ଟର, ସ୍ୱତନ୍ତ୍ର ବିମାନ, ଅତ୍ୟାଧୁନିକ ବିଜ୍‌ନେସ୍ ଜେଟ୍ ବ୍ୟବହାର ହୋଇଛି ।

ଏହାଦ୍ୱାରା ସାଧାରଣ ଓଡ଼ିଶା ଲୋକଙ୍କର କଣ ଲାଭ ହୋଇଛି ? ଏହି ୭୫ଥର କେଉଁ କେଉଁମାନେ ହେଲିକ୍ୟାପ୍ଟରରେ ଯାତ୍ରା କରିଛନ୍ତି ତାହା ସ୍ପଷ୍ଟ କଲେ ଭଲ ହୁଅନ୍ତା । ଲୋକଙ୍କ ମନରେ ଏହାକୁ ନେଇ ସନ୍ଦେହ ହେଲାଣି । ୫-ଟି ସଚିବଙ୍କର ଜିଲ୍ଲାବୁଲା କାର୍ଯ୍ୟକ୍ରମରେ ଯେଉଁ ଭଳି ଭାବେ ପାଖାପାଖି ୫୦୦କୋଟି ଟଙ୍କା ଅର୍ଥ ବରବାଦ ହେଲା ଏହା ଜନବିରୋଧୀ ନୁହେଁ କି ? ଆପଣଙ୍କ ପାଇଁ ଏହି ୫୦୦କୋଟି ଟଙ୍କା କମ୍ ହୋଇପାରେ କିନ୍ତୁ ଓଡ଼ିଶାବାସୀଙ୍କ ପାଇଁ ଏହା ବହୁତ ମୂଲ୍ୟବାନ । ଆସନ୍ତା ବିଧାନସଭା ଅଧରବେସନରେ ବିଜେପି ଏହାର କଡାଗଣ୍ଡା ହିସାବ ମାଗିବ ବୋଲି ଶ୍ରୀମତୀ ଟେଟେ ସ୍ପଷ୍ଟ କରିଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version