• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଷ୍ଟାର୍ଟଅପ୍ ଓଡିଶାର ଫ୍ଲାଗ୍‌ସିପ୍ ଅଭିଯାନ ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
September 9, 2023
in ଓଡ଼ିଶା, ଦେଶ, ହୋମ୍
0
ଷ୍ଟାର୍ଟଅପ୍ ଓଡିଶାର ଫ୍ଲାଗ୍‌ସିପ୍ ଅଭିଯାନ ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୁଭାରମ୍ଭ
Share on FacebookShare on TwitterWhatsapp

୯ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଓଡିଶା :- ଏହା ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ଔଦ୍ୟୋଗିକତାକୁ ବିକଶିତ କରିବା ଏବଂ ଓଡିଶାର ବିଦ୍ୟାଳୟ, କଲେଜ ଛାତ୍ରଛାତ୍ରୀ, ଓ ଉଦ୍ଭାବକମାନଙ୍କଠାରୁ ନୂଆ ବିଚାରଧାରାଗୁଡିକୁ ଏକତ୍ରିତ କରିବାକୁ ଲକ୍ଷ୍ୟ ରଖିଛି । ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୫ ସୁଦ୍ଧା ୫୦୦୦ ଷ୍ଟାର୍ଟଅପ୍ ବିକଶିତ କରିବା ନେଇ ଓଡିଶାର ଲକ୍ଷ୍ୟକୁ ସୁଦୃଢ କରି ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଉଦ୍‌ଘାଟନ କରିବେ । ଭୁବନେଶ୍ୱର : ଓଡିଶା ସରକାରଙ୍ ଏମ୍‌ଏସ୍‌ଏମ୍‌ଇ ବିଭାଗର ଏକ ପଦକ୍ଷେପ ଷ୍ଟାର୍ଟଅପ୍ ଓଡିଶା ପକ୍ଷରୁ ଏହାର ଫ୍ଲାଗ୍‌ସିପ୍ ଅଭିଯାନଗୁଡିକର ନୂତନ ସଂସ୍କରଣ ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି । ଏହି ଅଭିଯାନକୁ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ଉଦ୍‌ଘାଟନ କରିବେ । ଯୁବ ପ୍ରତିଭାମାନଙ୍କୁ ତୃଣମୂଳ ସ୍ତରରେ ଉଦ୍ଭାବନ ଓ ଔଦ୍ୟୋଗିକତା କ୍ଷେତ୍ରରେ ମାର୍ଗଦର୍ଶନ ପ୍ରଦାନ କରିବା ଓ ସଶକ୍ତ କରିବା ପାଇଁ ଏକ ମୂଳ ଧ୍ୟାନ ସହିତ ଏହି ଅଭିଯାନ ସେମାନଙ୍କୁ ଷ୍ଟାର୍ଟଅପ୍ ଇକୋସିଷ୍ଟମ ମଧ୍ୟରେ ପର୍ଯ୍ୟାପ୍ତ ସୁଯୋଗଗୁଡିକୁ ଉପଯୋଗ କରିବା ଲାଗି ସୁସଜ୍ଜିତ କରିବାକୁ ଚାହୁଁଛି ।

ଅଭିନବ ବିଚାରଗୁଡିକୁ ଏକତ୍ରିତ କରିବା ପାଇଁ ଭ୍ୟାନ୍ କ୍ୟାମ୍ପ ଓ ବୁଟ୍ କ୍ୟାମ୍ପ୍‌ଗୁଡିକ ସମେତ ନିୟୋଜିତ ପଦକ୍ଷେପଗୁଡିକର ଏକ ଶୃଙ୍ଖଳା ମାଧ୍ୟମରେ ଷ୍ଟାର୍ଟଅପ୍ ଓଡିଶା, ଓଡିଶାର ୩୦ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନଗୁଡିକ ସହ ଜଡିତ ହେବ ଏବଂ ୨୦୦ରୁ ଅଧିକ କଲେଜ ଓ ୬୦ରୁ ଅଧିକ ବିଦ୍ୟାଳୟକୁ ସାମିଲ କରି ୨୫୦୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ପ୍ରଭାବିତ କରିବ । ଏହି ଅଭିଯାନର ଅଂଶ ଭାବେ ଷ୍ଟାର୍ଟଅପ୍ ଓଡିଶା କଲେଜ୍‌ଗୁଡିକରେ ୨୦୦ରୁ ଅଧିକ ଭ୍ୟାନ୍ କ୍ୟାମ୍ପ ଏବଂ ବିଭିନ୍ନ ସ୍କୁଲ୍‌ରେ ୬୦ଟି ଭ୍ୟାନ୍ କ୍ୟାମ୍ପ୍ ସମେତ ୧୨୦ରୁ ଅଧିକ ବୁଟ୍‌କ୍ୟାମ୍ପର ପରିଚାଳନା କରିବ ଯାହା ୩୫୦୦ରୁ ଅଧିକ ବିଚାରଧାରା ସୃଷ୍ଟି କରିବ । ଷ୍ଟାର୍ଟଅପ୍ ଓଡିଶା ଯାତ୍ରାର ପୂର୍ବ ସଂସ୍କରଣ ଉଲ୍ଲେଖନୀୟ ସଫଳତା ପ୍ରଦର୍ଶିତ କରିଥିଲା ଯାହାକି ୩୦ଟି ଜିଲ୍ଲାରେ ପରିବ୍ୟାପ୍ତ ଥିଲା, ୩୦ଟି ବୁଟକ୍ୟାମ୍ପର ପରିଚାଳନା କରିଥିଲା, ୧୧୪ଟି ଭ୍ୟାନ୍ କ୍ୟାମ୍ପର ଆୟୋଜନ କରିବା ସହିତ ୧୦୦ରୁ ଅଧିକ କଲେଜକୁ ନିୟୋଜିତ କରିଥିଲା ଯେଉଁଥିରେ ୧୦୨୭୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ଯୋଗଦାନ ଓ ୧୩୫୦ଟି ନୂଆ ବିଚାରଧାରା ଦେଖିବାକୁ ମିଳିଥିଲା । ଏହାମଧ୍ୟରୁ ଶୀର୍ଷ ୨୨ଟି ବିଚାରକୁ ଡେମୋ ଡେ’ରେ ଶେଷ ହୋଇଥିବା ଆକ୍‌ସିଲରେଶନ ପ୍ରୋଗ୍ରାମ ପାଇଁ ମନୋନିତ କରାଯାଇଥିଲା ଯେଉଁଠାରେ ୧୧ ଜଣ ଫାଇନାଲିଷ୍ଟଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଥିଲା ।

ଷ୍ଟାର୍ଟଅପ୍ ଯାତ୍ରାର ଆଗାମୀ ସଂସ୍କରଣ ଏହି ପ୍ରୟାସକୁ ନୂଆ ଉଚ୍ଚତାକୁ ନେବାକୁ ଲକ୍ଷ୍ୟ ରଖିଛି ଯେଉଁଠାରେ ସର୍ବନିମ୍ନ ୫୦ଟି ମନୋନିତ ବିଚାରଧାରାକୁ ଏକ ୩ ଦିନିଆ ଆକ୍‌ସିଲରେଶନ ପ୍ରୋଗ୍ରାମ ପାଇଁ ଆମନ୍ତ୍ରିତ କରାଯିବ । ଏହାପରେ ଶୀର୍ଷ ୨୫ଟି ବିଚାରଧାରାକୁ ଡେମୋ ଡେ’ ପାଇଁ ଓ-ହବ୍‌କୁ ଆମନ୍ତ୍ରିତ କରାଯିବ, ଯାହାମଧ୍ୟରୁ ୧୦ଟିକୁ ନିଜର ବିଚାରକୁ ମୂଲ୍ୟବାନ ଷ୍ଟାର୍ଟଅପ୍ ଭେଂଚର୍‌ରେ ବିକଶିତ କରିବା ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି ସହିତ ପୁରସ୍କୃତ କରାଯିବ । ଏକ ଉତ୍ସର୍ଗୀକୃତ ମୋବାଇଲ ଆପ୍ଲିକେଶନକୁ ଯୁବ ଉଦ୍ଭାବକଙ୍କଠାରୁ ଅଭିନବ ବିଚାରଗୁଡିକୁ ସଂଗ୍ରହ କରିବା ଲାଗି ବିକଶିତ କରାଯାଇଛି । ଏହାବ୍ୟତୀତ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୀର୍ଷ ୨୦ଟି ବିଚାରକୁ ଫାଇନାଲ୍ ପିଚିଙ୍ଗ୍ ପାଇଁ ଆମନ୍ତ୍ରିତ କରାଯିବ, ଯେଉଁଥିରୁ ୧୦ଟି ବିଚାରକୁ ଏହି ଯୁବ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କର ଔଦ୍ୟୋଗିକ ଉତ୍ସାହକୁ ନିର୍ମାଣ କରିବା ଲାଗି ୧୦,୦୦୦ ଟଙ୍କା ଲେଖାଏଁ ପୁରସ୍କାର ରାଶିରେ ସମ୍ମାନିତ କରାଯିବ । ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ର ମହତ୍ୱ ଉପରେ ମତପ୍ରକାଶ କରି ଶିଳ୍ପ, “ଏମ୍‌ଏସ୍‌ଏମ୍‌ଇ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ୍ କହିଛନ୍ତି, ‘ଓଡିଶା ୨୦୨୫ ସୁଦ୍ଧା ୫୦୦୦ ଷ୍ଟାର୍ଟଅପ୍‌ର ଏହାର ଲକ୍ଷ୍ୟ ଆଡକୁ ଅଗ୍ରସର ହେଉଥିବାରୁ ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ ଅଭିନବ ବିଚାରଗୁଡିକୁ ଆଗକୁ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ଔଦ୍ୟୋଗିକତା ବିକଶିତ କରିବା ଓ ମହିଳା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version