• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାରେ ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ଉଦଯାପିତ

Abhimanyu Maharana by Abhimanyu Maharana
September 13, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡାରେ ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ଉଦଯାପିତ
Share on FacebookShare on TwitterWhatsapp

୧୨ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ୧୧ ଓ ୧୨ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ୧୪ ରୁ ୧୭ ବର୍ଷ ବର୍ଗ ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ନିଜ ନିଜର ଖେଳ ପ୍ରଦର୍ଶନ କରିଥିଲେ। ଏଥିରେ ପ୍ରଥମ ଦିବସ ରେ ମୁଖ୍ୟ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ,

ସଭାପତି ଭାବେ ସ୍ଥାନୀୟ ଏବିଇଓ ବଂଶୀଧର ସାହୁ, ଏବଂ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ କ୍ରୀଡା ସଂସଦର ସମ୍ପାଦକ ତଥା ଆଦିବାସୀ ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଡଃ. ସୁଶାନ୍ତ କୁମାର ଦାସ ଉଦଘାଟନ ଉତ୍ସବ ରେ ଉପସ୍ଥିତ ରହି କ୍ରୀଡା ଶୁଭାରମ୍ଭ କରିଥିଲେ । ଦ୍ବିତୀୟ ଦିନ ତଥା ଉଦଯାପନୀ ଉତ୍ସବରେ ଅତିଥି ଭାବେ ସୁଦାମ କୁମାର ସ୍ବାଇଁ ଯୋଗ ଦେଇ ଥିଲେ ।

ଏହି ଦୁଇ ଦିନିଆ କ୍ରୀଡା ଚୟନ କାର୍ଯ୍ୟକ୍ରମରେ ବାଲିଗୁଡା ବ୍ଲକର ସମସ୍ତ ବିଦ୍ୟାଳୟରୁ ଆସିଥିବା ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ । ବାଲିଗୁଡା ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ବର ମାଝି ଏବଂ ବ୍ଲକ ସମୂହ କ୍ରୀଡା ସମ୍ପାଦକ ଗଙ୍ଗାଧର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କ୍ରୀଡା ପ୍ରତିଯୋଗିତା ସୂଚାରୁ ରୂପେ ସମ୍ପାଦନ ହୋଇଥିଲା । ଶେଷରେ ଶ୍ରୀ ସ୍ୱାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କ୍ରୀଡ଼ା ଉଦଯାପିତ କରାଯାଇଥିଲା ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

December 3, 2023
ଟନେଲରୁ ଉଦ୍ଧାର ରାଜୁ ନାୟକ ନାଏକ ନିଜ ଜନ୍ମ ମାଟି କୁଲଡିହା ଗାଁ ରେ ସ୍ବାଗତ ସମ୍ବର୍ଦ୍ଧନା

ଟନେଲରୁ ଉଦ୍ଧାର ରାଜୁ ନାୟକ ନାଏକ ନିଜ ଜନ୍ମ ମାଟି କୁଲଡିହା ଗାଁ ରେ ସ୍ବାଗତ ସମ୍ବର୍ଦ୍ଧନା

December 3, 2023
ବ୍ଲକ ସ୍ତରୀୟ ଶିଶୁ ଉତ୍ସବ

ବ୍ଲକ ସ୍ତରୀୟ ଶିଶୁ ଉତ୍ସବ

December 3, 2023
ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ : କର୍ଲାପଡା ଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ସ୍ଵମନିତ ଯୁବ ବିକାଶ କାର୍ଯ୍ୟକ୍ରମ

ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ : କର୍ଲାପଡା ଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ସ୍ଵମନିତ ଯୁବ ବିକାଶ କାର୍ଯ୍ୟକ୍ରମ

December 3, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

December 3, 2023
ଟନେଲରୁ ଉଦ୍ଧାର ରାଜୁ ନାୟକ ନାଏକ ନିଜ ଜନ୍ମ ମାଟି କୁଲଡିହା ଗାଁ ରେ ସ୍ବାଗତ ସମ୍ବର୍ଦ୍ଧନା

ଟନେଲରୁ ଉଦ୍ଧାର ରାଜୁ ନାୟକ ନାଏକ ନିଜ ଜନ୍ମ ମାଟି କୁଲଡିହା ଗାଁ ରେ ସ୍ବାଗତ ସମ୍ବର୍ଦ୍ଧନା

December 3, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.