ବିଭାଗୀୟ ସ୍ଥାୟୀ କମିଟି-୧ଙ୍କର ଦ୍ୱିତୀୟ ବୈଠକ
ଓଡିଶା ତାଜା ନ୍ୟୁଜ୍ ( ୦୩ ଜୁଲାଇ ଶୁକ୍ରବାର ) ଭୁବନେଶ୍ୱର :- ଭୁବନେଶ୍ୱର, ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୫ରେ ବିଭାଗୀୟ ସ୍ଥାୟୀ କମିଟି-୧ଙ୍କର ଦ୍ୱିତୀୟ ବୈଠକ ବିଧାୟକ ଶ୍ରୀ କିଶୋର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କମିଟିର ଭବିଷ୍ୟତ ଯୋଜନା ଓ କାର୍ଯ୍ମ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ କମିଟିର ସଦସ୍ୟ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତ ପଥୀଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉ ପସ୍ଥିତ ଥିଲେ ।