• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡାରୁ ଚୋରି ବୋଲେରୋ ବାଲିଗୁଡାରେ ଠାବ, ଜଣେ ଅଟକ : ଦୁଇ ଚମ୍ପଟ -ତଦନ୍ତ ଅବ୍ୟାହତ

Proprietor Abhimanyu Maharana by Proprietor Abhimanyu Maharana
September 14, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ରାୟଗଡାରୁ ଚୋରି ବୋଲେରୋ ବାଲିଗୁଡାରେ ଠାବ, ଜଣେ ଅଟକ : ଦୁଇ ଚମ୍ପଟ -ତଦନ୍ତ ଅବ୍ୟାହତ
Share on FacebookShare on TwitterWhatsapp

୧୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> ରାୟଗଡ଼ା ଜିଲ୍ଲା ତେଲେଙ୍ଗାପଦର ଗାଁ ରୁ ଚୋରି ବୋଲେରୋ ବାଲିଗୁଡ଼ା ବାଇପାସ୍ ରାସ୍ତାରୁ ଠାବ । ଗତକାଲି ମଙ୍ଗଳବାର ରାତିରେ ମୁନିଗୁଡ଼ା ଥାନା ଅନ୍ତର୍ଗତ ତେଲାଙ୍ଗାପଦର ଗାଁ ର ଲକ୍ଷ୍ମୀନାରାୟଣ ପାତ୍ରଙ୍କ ବୋଲେରୋ ତିନିଜଣ ଦୁର୍ବୃତ୍ତ ଚୋରି କରି ନେଇଥିଲେ । ବାଲିଗୁଡ଼ା ଥାନା ପୋଲିସ୍ ବାଲିଗୁଡ଼ା ବାଇପାସ୍ ରାସ୍ତାରୁ ବୋଲେରୋ ଠାବ କରିବା ସହ ଜଣକୁ ଅଟକ ରଖିଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଖୋଜୁଛି ।

ସୂଚନା ପ୍ରକାରେ ବୁଧବାର ଭୋର୍ ସମୟରେ ବୋଲେରୋ ଚୋରି ହୋଇଥିବା ନେଇ ଗାଡ଼ି ରଖିଥିବା ସ୍ଥାନର ସିସି ଟିଭି ଫୁଟେଜ୍ ଓ ଜିପିଏସ୍ ଟ୍ରାକ୍ କରିବା ପରେ ଲକ୍ଷ୍ମୀନାରାୟଣ ବାଲିଗୁଡ଼ା ସ୍ଥିତ ତାଙ୍କ ମାମୁଁ ସୂର୍ଯ୍ୟ ପାତ୍ରଙ୍କୁ ଜଣାଇଥିଲେ । ସୂର୍ଯ୍ୟ ପାତ୍ର ବାଲିଗୁଡ଼ା ପୋଲିସକୁ ଜଣାଇବା ସହ ଥାନାକୁ ମଧ୍ୟ ଆସି ଥାନା ସମ୍ମୁଖରେ ନାକା ଲଗାଇଥିଲେ । ଏହା ଦେଖି ଦୁର୍ବୃତ୍ତ ମାନେ ସେଠାରୁ ଗାଡ଼ି ବୁଲାଇ ସ୍ଥାନୀୟ କଲେଜ୍ ନିକଟସ୍ଥ ପଣଷପଡ଼ି ବାଇପାସ୍ ରାସ୍ତା ଦେଇ ଯିବା ବେଳେ ଏକ ଖାଲରେ ଫସି ଯିବାର ଫଳରେ ଗାଡ଼ି ଛାଡ଼ି ଚମ୍ପଟ ମାରିଥିଲେ ।

ହେଲେ ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫ୍ ତାଙ୍କ ଟିମ୍ ଓ ସ୍ଥାନୀୟ ଲୋକେ ପିଛା କରି ଜଣକୁ ଧରିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି । ସେପଟେ ବାଲିଗୁଡା ପୋଲିସ ତଦନ୍ତ ଅବ୍ୟାହତ ରଖି ଅନ୍ୟ ଦୁଇଜଣ ଦୁର୍ବୃତ୍ତଙ୍କୁ ନିକଟସ୍ଥ ଜଙ୍ଗଲରେ ଖୋଜୁଥିବା ବେଳେ ଅଧିକ ତଥ୍ୟ ହାସଲ ପାଇଁ । ଅଟକ ଥିବା ବ୍ୟକ୍ତି ଙ୍କୁ ପଚରା ଉଚୁରା ଜାରୀ ରଖିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version