• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବରିଷ୍ଠ ଆଇନଜୀବି ବଟକୃଷ୍ଣ ପାତ୍ର ଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

Proprietor Abhimanyu Maharana by Proprietor Abhimanyu Maharana
July 4, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବରିଷ୍ଠ ଆଇନଜୀବି ବଟକୃଷ୍ଣ ପାତ୍ର ଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୪ ଜୁଲାଇ ଶନିବାର ) ପାରଳଖେମୁଣ୍ଡି :- ବରିଷ୍ଠ ଆଇନଜୀବୀତଥା ସାରସ୍ୱତ ସାଧକ ବଟକୃଷ୍ଣ ପାତ୍ରଙ୍କ ଆଜି ସକାଳ ୧୧ଘଣ୍ଟା ସମୟରେ ବିୟୋଗ ଘଟିଛି । ପାରଳା ଖେମୁଣ୍ଡି ସହରର ବଡବ୍ରାହ୍ମଣ ସାହି ନିଜସ୍ୱ ବାସଭବନରେ ହୃଦ୍‌ଘାତ ଯୋଗୁଁ ତାଙ୍କର ବିୟୋଗ ଘଟିଛି । ଏହି ଖବର ପ୍ରଚାର ହେବା ପରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ସେ ଏକାଧାରାରେ ଜଣେ ଆଇନଜୀବୀ,ନାଟ୍ୟକାର,ନିର୍ଦ୍ଦେଶକ,ସାରସ୍ୱତ ଓ ସାଂସ୍କୃତିକ ସାଧକ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ । ସେ ଜଣେ ମିଷ୍ଟଭାଷୀ ଥଲେ । ସେ ପାରଳାଖେମୁଣ୍ଡି ସହରର ବହୁ ଅନୁଷ୍ଠାନ ସହ ଜଡିତ ଥିଲେ । ତାଙ୍କ ବିୟୋଗରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ , ଉତ୍କଳହିତୈସୁଣି ସମାଜର ସଭାପତି ପୁର୍ଣ୍ଣ ଚନ୍ଦ୍ର ମହାପାତ୍ର,ବରିଷ୍ଠ ସଦସ୍ୟ ଗୌର ଚନ୍ଦ୍ର ପଣ୍ଡା,ବିଚିତ୍ରା ନନ୍ଦ ବେବର୍ତ୍ତା ,,ବିନୋଦ ଚନ୍ଦ୍ର ଜେନା,ଆକାଂକ୍ଷା ମହିଳା ସଂଗଠନର ସଭାନେତ୍ରୀ ମୀନାକ୍ଷୀ ସାହୁ,ତନୁଜା ଶତପଥୀ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି ।

ସେହିପରି ପାରଳା ବିଧାୟ କେ.ନାରାୟଣ ରାଓ,ପୁର୍ବତନ ବିଧାୟକ କେ.ସୁରୀୟା ରାଓ,ପୁର୍ବତନ ନଗରପାଳ ପି.କ୍ରୀଷ୍ଣା,ନରସିଂହ ଚରଣ ପଟ୍ଟନାୟକ,ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ,ଗଜପତି ଜିଲ୍ଲା ଓକିଲ ସଂଘ ସଭାପତି ରାମନାଥ ମିଶ୍ର , ବରିଷ୍ଠ ଆଇନଜୀବୀ କୃଷ୍ଣ ମୋହନ ପନାୟକ, ଅରୁଣ ପରିଡ଼ା, ସ୍ୱରୂପ ପାଳ,ଏଲ.କେ. ଅଧିକାରୀ, ହରି କୃଷ୍ଣ ପାତ୍ର,ଭଗ୍ୟ ଲକ୍ଷ୍ନା ନାୟକ ସମେତସମସ୍ତ ଆଇନଜୀବୀ ଶୋକ ପ୍ରକାଶ କରିଛନ୍ତି । ଗଜପତି ଜିଲ୍ଲା ସାମ୍ବାଦିକ ସଂଘ (ଏସ ୟୁ ଜେ) ର ଜିଲ୍ଲା ସଭାପତି ଗରୁଡଧ୍ୱଜ ଚୌଧୁରୀ,ତାରିଣୀ ପ୍ରସାଦ ପଣ୍ଡା,ଗଣେଶ ରାଜୁ,ଦ୍ୱିଜେନ୍ଦ୍ର ପାଢୀ,ଦେବାଶିଷ ପାଢୀ,ରଶ୍ମିରଞ୍ଜନ ମିଶ୍ର,ଶିଶିର ଗୌଡ,ଜଗଦୀଶ ପଣ୍ଡା,ସରୋଜ କୁମାର ପାଣିଗ୍ରାହୀ,ବୀର କିଶୋର ପଟ୍ଟନାୟକ ପ୍ରମୁଖ ଶୋକ ବ୍ୟକ୍ତ କରିବା ସହ ସ୍ୱର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି । ( ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version