• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଗୃହ ନିର୍ମାଣରେ ଶକ୍ତି ସଂରକ୍ଷଣ ବ୍ୟବସ୍ଥା ସମ୍ପର୍କିତ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 14, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଗୃହ ନିର୍ମାଣରେ ଶକ୍ତି ସଂରକ୍ଷଣ ବ୍ୟବସ୍ଥା ସମ୍ପର୍କିତ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ
Share on FacebookShare on TwitterWhatsapp

୧୪ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟର ଶକ୍ତି ଦକ୍ଷତା ବ୍ୟୁରୋ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ଡିଜାଇନ୍ ସମିତି ଆନୁକୁଲ୍ୟରେ ଇଆଇସି: ଇଲେକ୍ଟ୍ରିକାଲ ଏବଂ ପିସିଇଆଇ ଓଡ଼ିଶା ଆୟୋଜକରେ ଗୃହ ନିର୍ମାଣରେ ଶକ୍ତି ସଂରକ୍ଷଣ ବ୍ୟବସ୍ଥା ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଅନୁଷ୍ଠିତ ଉଦଘାଟନୀ ସଭା କାର୍ଯ୍ୟକ୍ରମରେ ବିଭାଗୀୟ ଉପଦେଷ୍ଟା ଇଁ: ଅଶୋକ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିରେନ୍ଦ୍ର କୁମାର ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସାଂପ୍ରତିକ ସ୍ଥିତିରେ ବିଭିନ୍ନ କଳ କାରଖାନା ଓ ବଡ଼ ବଡ଼ କୋଠା ଗଢି ଉଠିବା ସହ ଜଙ୍ଗଲ କ୍ଷୟ ସାଙ୍ଗକୁ ଗ୍ଲୋବାଲ ୱାର୍ମୀଙ୍ଗ ଅସହ୍ୟ ହୋଇ ପଡ଼ିଲାଣି ।

ତେଣୁ ଏଭଳି ସ୍ଥିତିରେ ବିଦ୍ୟୁତ୍ ଶକ୍ତି ଅପଚୟକୁ ରୋକିବା ସହ ତାର ସଂରକ୍ଷଣ କରାଯିବା ଅତ୍ୟନ୍ତ ଜରୁରୀ ।ତେଣୁ ଗୃହ ନିର୍ମାଣ ଓ ଏହାର ଡିଜାଇନ୍ କରିବା ସମୟରେ କିଭଳି ଅନେକ ବୈଷୟିକ ବ୍ୟବସ୍ଥା କରାଯାଇ ଶକ୍ତି ସଂରକ୍ଷଣ କରିହେବ ଏବଂ ତାର ଅପଚୟକୁ ରୋକି ହେବ , ସେ ଦିଗରେ ସମସ୍ତେ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଥିଲେ ।ବିଭାଗୀୟ ଉପଦେଷ୍ଟା ଇଂ ଅଶୋକ କୁମାର ନନ୍ଦ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ୍ ସୂଚନା ଦେଇଥିଲେ ଅନ୍ୟପକ୍ଷରେ ଆଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରି ନୂଆ ମେଥଡ୍ ପ୍ରକାରେ ଗୃହ ନିର୍ମାଣ କଲେ ଏ ଦିଗରେ ୩୦ ରୁ ୪୦ ପ୍ରତିଶତ ବିଦ୍ୟୁତ୍ ଶକ୍ତି ସଞ୍ଚୟ ହେବା ସହ ଅଧିକା ବିଦ୍ୟୁତ୍ ଅପଚୟକୁ ରୋକି ହେବ ।

ନୂଆ ମେଥଡ ଯାହାକି , ଇନସ୍ୟୁଲିନ୍ କଞ୍ଚାମାଲ ଓ ଏସି: ବ୍ଲକ୍ ବ୍ୟବହାର କରିବା ସହ ଗୃହର ଛାତ ଓ କାନ୍ଥ ରେ ଯେଉଁ ସବୁ ବିଦ୍ୟୁତ୍ ସାମଗ୍ରୀ ଲଗାଯିବ , ତାହା ଦ୍ଵାରା ଶକ୍ତି ସଞ୍ଚୟ ହେବା ଭଳି ଲଗାଯିବା ଆବଶ୍ୟକ ବୋଲି କହିଥିଲେ ଅନ୍ୟପକ୍ଷରେ ବୈଷୟିକ ଉପାୟରେ ଗୃହ ନିର୍ମାଣ କରିବା ବେଳେ ମୁଖ୍ୟତଃ ୨ ଟା କୋଡ଼ ରହିଛି ତାହା ହେଉଛି ବ୍ୟାବସାୟିକ ଗୃହ ଏବଂ ଆବାସିକ ଗୃହ ଏ ସମସ୍ତ ଉପରେ ଜିଲ୍ଲାବ୍ୟାପୀ ବିଭିନ୍ନ ବିଭାଗୀୟ କର୍ତ୍ତୃପକ୍ଷ ଏବଂ ଅଧିକାରୀଙ୍କ ସମେତ ଜନସାଧାରଣ ଅବଗତ ହେଲେହିଁ ସେମାନେ ମୂଳରୁ ଶେଷ ପର୍ଯ୍ୟନ୍ତ ଏ ଦିଗରେ ଯାଞ୍ଚ କରି ପାରିବେ ଏବଂ ଗୃହ କୋଠା ଟା ଉପଯୁକ୍ତ ଭାବେ ସୁନ୍ଦର ଡିଜାଇନ୍ ପ୍ରକାରେ ହୋଇପାରିବ ବୋଲି କହିଥିଲେ ବିଭାଗୀୟ ଉପଦେଷ୍ଟା ଇ: ଅଶୋକ କୁମାର ନନ୍ଦ ।

ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମ ରେ ଆର୍ଚିଟେକ୍ଟଶ୍ରୀ ତାର୍କେଶ ମିଶ୍ର ଉପସ୍ଥିତ ଥିଲେ ।ଏହି ପ୍ରଶିକ୍ଷଣ କର୍ମଶାଳା କାର୍ଯ୍ୟକ୍ରମରେ ମାଷ୍ଟର ଟ୍ରେନର ଭାବେ ଶ୍ରୀ ଜିତେନ୍ଦ୍ର କୁମାର ବ୍ୟାସ ଏବଂ କୁମାର ବିପ୍ଳବ ଯୋଗ ଦେଇ ଶକ୍ତି ସଂରକ୍ଷଣର ବିଭିନ୍ନ ଦିଗ ଉପରେ ଉପାଦେୟ ସୂଚନା ଦେଇ ଅବଗତ କରାଇଥିଲେ ।ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ ଜିଲ୍ଲାର ଟାଉନ ପ୍ଲାନିଂ , ଆରଡି ଏବଂ ପିଡବ୍ଲୁଡି ଶକ୍ତି ବିଭାଗ , ଟିପିଏସଓଡିଏଲ,ପୌର ପରିଷଦ , ଡିଆଇସି ଏବଂ କଲୋକ୍ଟରେଟର ପ୍ରମୁଖ ବିଭାଗ ଅଧିକାରୀ , ଇଞ୍ଜିନିୟର , କର୍ମଚାରୀ ବହୁ ସଂଖ୍ୟାରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

October 9, 2026
 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version