• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶୁକ୍ରବାରଠାରୁ ଆରମ୍ଭ ହେବ ଷ୍ଟାର୍ଟଅପ୍ ଏକ୍ସପ୍ରେସ ୨୦୨୩

Proprietor Abhimanyu Maharana by Proprietor Abhimanyu Maharana
September 15, 2023
in ଓଡ଼ିଶା, ମହାନଗର, ହୋମ୍
0
ଶୁକ୍ରବାରଠାରୁ ଆରମ୍ଭ ହେବ ଷ୍ଟାର୍ଟଅପ୍ ଏକ୍ସପ୍ରେସ ୨୦୨୩
Share on FacebookShare on TwitterWhatsapp

ତିନି ଦିନରେ ଷ୍ଟାର୍ଟଅପ୍ ଯାତ୍ରା ୩୯ଟି ଶିକ୍ଷାନୁଷ୍ଠାନରରେ ପହଁଚି, ୩୬୦ଟି ନୂତନ ଷ୍ଟାର୍ଟଅପ୍ ଆଇଡ଼ିଆ ସଂଗ୍ରହ କରିଛି

୧୪ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁୁବନେଶ୍ୱର :-> ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଔଦ୍ୟୋଗିକତାର ଭାବନା ଉଦ୍ରେକ ନିମନ୍ତେ ଷ୍ଟାର୍ଟଅପ୍ ଏକ୍ସପ୍ରେସ ୨୦୨୩ ଶୁକ୍ରବାରଠାରୁ ଆରମ୍ଭ ହୋଇ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍କୁଲକୁ ଗସ୍ତ ଆରମ୍ଭ । ରାଜ୍ୟ ସରକାରଙ୍କ ଦ୍ୱାରା ଶୁଭାରମ୍ଭ ଏହି କାର୍ଯ୍ୟକ୍ରମ ଅର୍ନ୍ତଗତ ୪ଟି ଭ୍ୟାନ ୩୦ଟି ଜିଲ୍ଲାର ୬୦ରୁ ଉର୍ଦ୍ଧ୍ୱ ସ୍କୁଲରେ ପହଁଚିବ । ବର୍ତମାନସୁଦ୍ଧା  ଏହି ଅଭିଯାନର ଅନ୍ୟ ଏକ ଅଂଶ ଷ୍ଟାର୍ଟଅପ୍ ଯାତ୍ରା ଖୋର୍ଦ୍ଧା ଜିଲ୍ଲାର ୩୯ଟି ଶିକ୍ଷାନୁଷ୍ଠାନରୁ ୨୬୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିପାରିଛି ।

ଯାତ୍ରା ଏହାର ତୃତୀୟ ଦିନରେ ଭୁବନେଶ୍ୱର ଏବଂ ଖୋର୍ଦ୍ଧାର ୧୩ଟି  ଶିକ୍ଷାନୁଷ୍ଠାନ ଯେପରିକି, ସିଭି ରମନ୍ ଗ୍ଲୋବାଲ ୟୁନିଭର୍ସିଟି, ଗୀତା, ଗାନ୍ଧି ଇଞ୍ଜିନିୟରିଂ କଲେଜ୍‌, ର୍ବିଲା ଗ୍ଲୋବାଲ ୟୁନିଭର୍ସିଟି, ଏସଟିପିଆଇ. ଓୟୁଟିଆର ୟୁନିଭର୍ସିଟି, ଆଇଏମଆଇ ଭୁବନେଶ୍ୱର, ସିଟିଟିସି, ସିପେଟ୍‌, ଜିଆଇଇଟି ବଣିଆଟାଙ୍ଗି, ଏନଆଇଆଇଏସ, ଆଇଆଇଟିଟିଏମ ଏବଂ ଜିଆଇଇଟି ଗୋଠପାଟଣାରେ ପହଁଚି ୧୩୮୪ରୁ ଉର୍ଦ୍ଧ୍ୱ ପିଲାଙ୍କ ନିକଟରେ ପହଁଂଚିବା ସହିତ ୧୩୨ଟି ନୂତନ ଆଇଡିଆ ସଂଗ୍ରହ କରିଛି ।

ଆସନ୍ତାକାଲି ଷ୍ଟାର୍ଟଅପ୍ ଏକ୍ସପ୍ରେସର ଶୁଭାରମ୍ଭ ସହ ୧୦ଟି ସ୍କୁଲ ଗସ୍ତ କରିବ । ଯାହାମଧ୍ୟରେ ରହିଛନ୍ତି କେନ୍ଦ୍ରୀୟ ବିଦ୍ୟାଳୟ ଜଟଣୀ, ଡୁନ୍ ଇଂଟରନ୍ୟାସନାଲ ସ୍କୁଲ, ଡିଏଭି କଳିଙ୍ଗ ନଗର, ଏପିଜେ ସ୍କୁଲ, ପ୍ରଭୁଜି ସ୍କୁଲ, କେ.ଭି. ୧, କ୍ୟାପିଟାଲ ବଏଜ ହାଇସ୍କୁଲ, ମଦର ପବ୍ଲିକ ସ୍କୁଲ, ଓଡିଏମ୍ ଗ୍ଲୋବାଲ ସ୍କୁଲ, ସେଂଟ ଜାଭିଅର ଇଂଟରନ୍ୟାସନାଲ ସ୍କୁଲ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version