• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୁଡିସିଆଲ ମାଜିଷ୍ଟ୍ରେଟ କୋର୍ଟଙ୍କ ପଞ୍ଚମ ସ୍ଥାପନା ଦିବସ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 15, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜୁଡିସିଆଲ ମାଜିଷ୍ଟ୍ରେଟ କୋର୍ଟଙ୍କ ପଞ୍ଚମ ସ୍ଥାପନା ଦିବସ ଅନୁଷ୍ଠିତ
Share on FacebookShare on TwitterWhatsapp

୧୫ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ )ଖୋର୍ଦ୍ଧା – ଜଟଣୀ :-> ଜଟଣୀରେ ସ୍ଥାପିତ ହୋଇଥିବା କନିଷ୍ଠ ଦେୱାନୀ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଅଦାଲତ ସ୍ଥାପନର ପଞ୍ଚମ ବର୍ଷ ପୂର୍ତ୍ତି ଜଟଣୀ ବାର୍ ଆସୋସିଏସନ ପକ୍ଷରୁ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି l ବାର୍ ଆସୋସିଏସନ୍ ର ସଭାପତି ଆଇନଜୀବୀ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର ଭାଇସ ଚାନ୍ସେଲର ପ୍ରଫେସର ପ୍ରସନ୍ନ କୁମାର ସ୍ଵାଇଁ, ସମ୍ମାନିତ ଅତିଥି ଭାବେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ଭାଇସ୍ ଚାନସେଲର ଡ଼ଃ ସୁପ୍ରିୟା ପଟ୍ଟନାୟକ ଏବଂ ଜଟଣୀ କନିଷ୍ଠ ଦେୱାନି ଅଦାଲତର ବିଚାରପତି ହିତାଶ୍ରୀ ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଓଡିଶା ହାଇକୋର୍ଟର ଡ଼େପୁଟି ସଲିସିଟର ଜେନେରାଲ ଅଫ ଇଣ୍ଡିଆ ପ୍ରସନ୍ନ କୁମାର ପାଢ଼ୀ ଯୋଗ ଦେଇଥିଲେ l

ଆସୋସିଏସନ୍ ର ସମ୍ପାଦକ ବିଜୟ କୁମାର ମହାପାତ୍ର ସମ୍ପାଦକୀୟ ବିବରଣୀ ପାଠ କରିଥିଲେl ଅଧିବକ୍ତା ସାନୁଜ କୁମାର ମିଶ୍ର, ସଞ୍ଜୟ କୁମାର ମହାପାତ୍ର, ମାନସ ରଞ୍ଜନ ସୁବୁଦ୍ଧି, ବିକ୍ରମ ପଟ୍ଟନାୟକ, ଅକ୍ଷୟ କୁମାର ଦାସ, ଶୁଭ୍ରାଂଶୁ ଶେଖର ଜେନା,ବାଉରୀବନ୍ଧୁ ସାହୁ, ରୋଜିନା ରାଣୀ ଦାଶ ପ୍ରମୁଖ ସଭା କାର୍ଯ୍ୟ ପରିଚାଳନା କରିଥିବା ବେଳେ, ସୌଭାଗ୍ଯ କୁମାର ଜଗଦେବ୍,କାଶୀନାଥ ପ୍ରଧାନ,ପବିତ୍ର ବଳିଆରସିଂହ,ମିହିର କାନ୍ତ କୋଠାରୀ,ପ୍ରଦୀପ ମହାରଣା,ସୁଶାନ୍ତ ସୁବୁଦ୍ଧି,

ଦିଲୀପ ସୁବୁଦ୍ଧି,ଅମର ପ୍ରସାଦ ମିଶ୍ର,ଶୁଭେନ୍ଦୁ ପଟ୍ଟନାୟକ,ସୁଶୀଲ କୁମାର ରଥ,ହରପ୍ରସାଦ ବରାଳ, ରବୀନ୍ଦ୍ର କୁମାର ପଟ୍ଟନାୟକ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରୁଥିଲେ। ସର୍ବପରି ଅଧିବକ୍ତା ତଥା ମିଡିଆ ସେଲ ସଂଯୋଜକ ଅକ୍ଷାଂଶୁ ଶେଖର ନାୟକ ସଂଯୋଜନା କରିଥିବା ବେଳେ ବାର ଆସୋସିଏସନ୍ ର ବହୁ ଅଧିବକ୍ତା ମାନେ ଉପସ୍ଥିତ ଥିଲେ l ଏହି ଅବସରରେ ଭୁବନେଶ୍ବର ବାର୍ କାଉନ୍ସିଲର ନବନିର୍ବାଚିତ କର୍ମକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

May 20, 2026
ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

May 19, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

May 19, 2026
୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

May 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

May 20, 2026
ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

May 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version