• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ଅତିଥିଭବନରେ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହିତ ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
September 15, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ଅତିଥିଭବନରେ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହିତ ଆଲୋଚନା
Share on FacebookShare on TwitterWhatsapp

୧୫ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର  :-> କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ଅତିଥିଭବନରେ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହିତ ଆଲୋଚନା ହୋଇଥିଲା । ଏହି ଆଲୋଚନାରେ ରାଜ୍ୟର ବିଭିନ୍ନ ଉନ୍ନତି ପାଇଁ ପଦକ୍ଷେପମାନ ନେଇଥିଲେ । ଓଡ଼ିଶାର ଶିମିଳିପାଳର ଦେବକୁଣ୍ଡ, ଖିଚିଙ୍ଗ, ବରେଇପାଣି ଇତ୍ୟାଦି ପର୍ଯ୍ୟଟନଗୁଡିକ ପର୍ଯ୍ୟଟକଙ୍କ ଆକର୍ଷଣ କରିବା ପାଇଁ ପଦକ୍ଷେପମାନ ନେଇଥିଲେ । ଭାରତ ସରକାରଙ୍କ ପର୍ଯ୍ୟଟନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜି.କିଶନ ରେଡ୍ଡିଙ୍କ ସହ ଆଲୋଚନା କରି ଓଡ଼ିଶାର ପର୍ଯ୍ୟଟନସ୍ଥଳ ଶିମିଳିପାଳକୁ ଜାତୀୟସ୍ତରର ପର୍ଯ୍ୟଟକମାନଙ୍କ ଆକର୍ଷଣ କରାଯାଇ ପାରିବ ସେନେଇ ପଦକ୍ଷେପ ନେଇଥିଲେ । ଶ୍ରୀ ଟୁଡୁ କେନ୍ଦ୍ରରୁ ପର୍ଯ୍ୟବେକ୍ଷଣ ଅଧିକାରୀଙ୍କୁ ଆଣି ପର୍ଯ୍ୟଟନ ସ୍ଥଳକୁ ଭ୍ରମଣ କରାଇ ଏକ ରିପୋର୍ଟ ପ୍ରସ୍ତୁତ କରି ରାଜ୍ୟସରକାରଙ୍କୁ ହସ୍ତାନ୍ତର କରି ନିବେଦନ କରାଯାଇଥିଲା ଯେ, କେନ୍ଦ୍ର ସରକାରଙ୍କ ପ୍ରସାଦ ଓ ସ୍ୱଦେଶ ଦର୍ଶନ ସ୍କିମ୍‌ରେ ସାମିଲ କରାଇବେ ।

କିନ୍ତୁ ରାଜ୍ୟ ସରକାର ଅବହେଳା କରି ଦୀର୍ଘ ୨ବର୍ଷ ହେଲା କାର୍ଯ୍ୟକାରୀ କରିନାହାନ୍ତି । ଏନେଇ ଶ୍ରୀ ଟୁଡୁ ଆଜି ଆଡସିନାଲ ଚିପ୍ ସେକ୍ରେଟାରୀ ସୁରେନ୍ଦ୍ର କୁମାର ଓ ଡାଇରେକ୍ଟରଙ୍କ ସହ ଆଲୋଚନା କରି ନିର୍ଦ୍ଦେଶ ଦେଇଛନ୍ତି ଯେ, ଏହି ଟିପୋର୍ଟକୁ କେନ୍ଦ୍ର ସରକାରଙ୍କୁ ତୁରନ୍ତ ପଠାଯାଉ । ସେହିଭଳି ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ବ୍ଲକମାନଙ୍କରେ ଥିବା ପ୍ରାଚୀନ ମନ୍ଦିର ଏବଂ ପର୍ଯ୍ୟଟନ ସ୍ଥାନମାନଙ୍କୁ ଉନ୍ନତୀ ଓ ତଦାରଖ କରିବା ପାଇଁ ଶ୍ରୀ ଟୁଡୁ ପଦକ୍ଷେପ ନେଇଥିଲେ । ଗତ ମେ ୨୭ତାରିଖରେ ମୟୂରଭଞ୍ଜର ୮ଟି ପ୍ରାଚୀନ ଉନ୍ନତି ପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲେ । ତାହା ଆଜିପର୍ଯ୍ୟନ୍ତ କିଛି କାର୍ଯ୍ୟ ହୋଇନାହିଁ । ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କୁ କହିଛନ୍ତି ଯଥାଶୀଘ୍ର ଏହି କାର୍ଯ୍ୟକୁ ତ୍ୱରାନିତ କରନ୍ତୁ ।

ସେହିପରି ଏକଲବ୍ୟ ମଡେଲ ସ୍କୁଲ, ପ୍ରଧାନମନ୍ତ୍ରୀ ଆଦି ଆଦର୍ଶ ଗ୍ରାମ ଯୋଜନା ବିଷୟରେ ଶ୍ରୀ ଟୁଡୁ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ଜନଜାତି ମନ୍ତ୍ରଣାଳୟ ଅଧିକାରୀମାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଭାରତ ସରକାରଙ୍କ ନିର୍ଦ୍ଦେଶରେ ଯେଉଁ ଟଙ୍କା ଆସୁଛି ତାହା ଜନଜାତିଙ୍କ ପାଖରେ ପଂହଚିବ ସେ ନେଇ ପଦକ୍ଷେପ ନେବା ଉଚିତ । ଜନଜାତି ସମସ୍ୟା ପ୍ରତ୍ୟେକ ଭାବରେ ବୁଝି ସମାଧାନ କରିବାକୁ ଶ୍ରୀ ଟୁଡୁ ଆଦେଶ ଦେଇଛନ୍ତି । ଫ୍ରିଡମଫାଇଟର ମ୍ୟୁଜିୟମ ଓଡ଼ିଶାରେ ନାହିଁ । ତାହାକୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି କରିଥିଲେ କିନ୍ତୁ ଏଯାଏଁ ହୋଇନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version