• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିକ୍ଷକଙ୍କ ସହ ଅଭିଭାବକମାନେ ମଧ୍ୟ ବିଦ୍ୟାଳୟ ପରିଚାଳନା ଦାୟିତ୍ଵ ବୁଝିବା ଜରୁରୀ

Proprietor Abhimanyu Maharana by Proprietor Abhimanyu Maharana
September 17, 2023
in ଓଡ଼ିଶା, ଯାଜପୁର, ହୋମ୍
0
ଶିକ୍ଷକଙ୍କ ସହ ଅଭିଭାବକମାନେ ମଧ୍ୟ ବିଦ୍ୟାଳୟ ପରିଚାଳନା ଦାୟିତ୍ଵ ବୁଝିବା ଜରୁରୀ
Share on FacebookShare on TwitterWhatsapp

ତାଳଗଡ଼ିଆ ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ଅଂଶିଦାର କାର୍ଯ୍ୟକ୍ରମ  

୧୬ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କୋରାଇ  :-> ଶିକ୍ଷାଧ୍ୟୟନ ଲାଗି ବିଦ୍ୟାଳୟରେ ପିଲାଙ୍କୁ ଖାଲି ଛାଡିଦେଲେ ହେବନି । ଶାରୀରିକ, ମାନସିକ, ବୌଦ୍ଧିକ ତଥା ପରିଚାଳନ ସମ୍ବନ୍ଧୀୟ ସମସ୍ତ ଦାୟିତ୍ଵ ଶିକ୍ଷକଙ୍କ ସହ ଅଭିଭାବମାନେ ମଧ୍ୟ ନେବା ଜରୁରୀ ବୋଲି କୋରାଇ ବ୍ଲକର କାଚରାସାହି ପଂଚାୟତ ସ୍ନିତ ତାଳଗଡିଆ ଆଶ୍ରମ ବିଦ୍ୟାଳୟରେ ଅନୁଷ୍ଠିତ ଅଭିଭାବକ ଅଂଶିଦାର(ପାପ) କାର୍ଯ୍ୟକ୍ରମରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଶନିବାର ପୂର୍ବାହ୍ନରେ କାର୍ଯ୍ୟକ୍ରମର ପ୍ରଥମ ଅଧୂବେଶନକୁ ସ୍ଥାନୀୟ ସରପଂଚ ଗୌରିଶଙ୍କର ମହାପାତ୍ର ମୁଖ୍ୟଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକଭାବେ ଉଦ୍‌ଘାଟନ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ସଞ୍ଜୟ କୁମାର ମଲ୍ଲିକଙ୍କ ସଭାପତିତ୍ବ ଅନୁଷ୍ଠିତ ସଭାକୁ ଫୁଲଝର ଅଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସାମଲ ସଂଚାଳନା କରିଥିଲେ ।

ସମ୍ମାନିତ ଅତିଥିଭାବେ କୋରାଇ ବ୍ଲକ ଭାରପ୍ରାପ୍ତ ଡବ୍ଲ୍ୟୁଇଓ ପ୍ରଶାନ୍ତକୁମାର ନାୟକ, ବିଏସଏଓ ସବ୍ୟା ସଚ୍ଚି ମହାପାତ୍ର ଓ ଓ୍ବାର୍ଡସଭ୍ୟ ଅମୂଲ୍ୟ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଇନ୍ଦିରା ଗାନ୍ଧୀ ମହିଳା ଡିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ମଳୟ କୁମାର ମଲ୍ଲିକ ଯୋଗଦେଇ ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତକ ସଂପର୍କରେ ଆଲୋଚନା ପୂର୍ବକ ପରିଚାଳନାରେ ଅଭିଭାବକଙ୍କ ଅଂଶିଦାର ଜରୁରୀ ବୋଲି କହିଥିଲେ । ସହକାରୀ ଶିକ୍ଷକ ସଚ୍ଚିତାନନ୍ଦ ଦାସ ବିଦ୍ୟାଳୟର ଆନୁସଙ୍ଗିକ ସ୍ଥିତବସ୍ଥା ସହ ଏହି ସରକାରୀ ଆଶ୍ରମ ବିଦ୍ୟାଳୟଟି କୋରାଇ ନିର୍ବାଚନ ମଣ୍ଡଳୀରେ ଏକମାତ୍ର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ଲଗି ମାଗଣ ଅନ୍ତେବାସୀ ଶିକ୍ଷା ପାଇଁ ଉଦ୍ଦିଷ୍ଟ ହୋଇଥିଲା

ବେଳେ ଏଠାରେ ଯାଜପୁର ଜିଲା ସମତେ କେନ୍ଦୁଝର, ଭଦ୍ରକ, ମୟୁରଭଞ୍ଜ ଆଦି ପାଖପାଖ ଜିଲାରୁ ପିଲା ଆସି ଶିକ୍ଷା ଅଧ୍ୟନୟ କରୁଥିବା ବିବରଣୀ ପ୍ରଦାନ କରିଥିଲେ । ଏହି ଅବସରରେ ଉପସ୍ଥିତ ଅଭିଭାବକମାନେ ବିଭିନ୍ନ ମତାମତ ଉପସ୍ଥାପନା କରିଥିଲେ । ମୁଖ୍ୟଅତିଥ୍ ସରପଂଚ ଶ୍ରୀ ମହାପାତ୍ର ଖେଳପଡିଆ, ଶ୍ରେଣୀଗୃହ ଆଦି ସମସ୍ୟା ସମାଧନ ହେବା ସହ ଖୁବଶିଘ୍ର ୫-ଟି ଯୋଜନାରେ ବିଦ୍ୟାଳୟ ସାମିଲ ହେବା ନେଇ କହିଥିଲେ । ବରିଷ୍ଠ ଶିକ୍ଷୟିତ୍ରୀ ପ୍ରମିଳା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଦ୍ଵିତୀୟ ଅଧ୍ୟବେଶସନ ପ୍ରଧାନଶିକ୍ଷକଙ୍କ ଶ୍ରୀ ମଲ୍ଲିଙ୍କ ସଭାପତିତ୍ବରେ ମୁଖ୍ୟଅତିଥିଭାବେ କୋରାଇ ବ୍ଲକ ସିଡିପିଓ ସକୁନ୍ତଳା ନାୟକ ଯୋଗଦେଇଥିଲେ । ସମ୍ମାନିତ ଅତିଥିଭାବେ ପିଓ ସଂଯୁକ୍ତା ଘଡାଇ ଓ ଡିସି ସୁରେନ୍ଦ୍ର ବିଗଲ ପ୍ରମୁଖ ଯୋଗଦେଇଥିଲା ବେଳେ ଶିକ୍ଷକ ଧନେଶ୍ବର ମୁର୍ମୁ ଅନ୍ତେବାସୀ ପିଲାମାନଙ୍କ ନିମନ୍ତେ ସରକାରଙ୍କ ବିଭିନ୍ନ ସୁବିଧା ଓ ରହିଥିବା ଯୋଜନା ସଂପର୍କରେ ସୂଚନା ଦେଇଥିଲେ । ଅନ୍ୟତମ ଅତିଥିଭାବେ ବିଏସଏସଓ ଶ୍ରୀ ମହାପାତ୍ର, ୱାର୍ଡସଭ୍ୟ ଶ୍ରୀ ମଲ୍ଲିକ ଓ ଶିକ୍ଷୟତ୍ରି ତପସ୍ବିନୀ ମଲ୍ଲିକ ଯୋଗଦେଇ ‘ ଆମେ ଜାଣିବା ଆମେ ଜିଣିବା’ ସଂପର୍କରେ ବକ୍ତବ୍ୟ ରଖିଥିଲେ ।

ଏହି ଅବସରରେ ମା ଟ୍ରନ ସ୍ଵର୍ଷଲତା ବେହେରାଙ୍କ ତତ୍ବାବଧନାରେ ଛାତ୍ରଛାତ୍ରୀଙ୍କ ଦ୍ଵାର ସାଂସ୍କୃତିକ କାର୍ଯ୍ୟକ୍ରମ ଜନିତ ନାଚ, ଗୀତ ଆଦି ପ୍ରତିଯୋଗିତା ହୋଇଥିଲା ବେଳେ କୃତି ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲ । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ଓ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲା ବେଳେ ସହକାରୀ ଶିକ୍ଷକ ସଚ୍ଚିତାନନ୍ଦ ଦାସ ଧନ୍ୟବାଦ ଅର୍ପଣ କରିଥଲେ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version