• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖଜୁରୀ ପଦା ମୁଖ୍ୟ ଛକ ଠାରେ ଷ୍ଟେଲିନର କୁଶପୁତ୍ତଳିକା ଦାହକରିବା ସହ ଥାନାରେ ଏତଲା

Proprietor Abhimanyu Maharana by Proprietor Abhimanyu Maharana
September 17, 2023
in ଓଡ଼ିଶା, ଗଜପତି, ହୋମ୍
0
ଖଜୁରୀ ପଦା ମୁଖ୍ୟ ଛକ ଠାରେ ଷ୍ଟେଲିନର କୁଶପୁତ୍ତଳିକା ଦାହକରିବା ସହ ଥାନାରେ ଏତଲା
Share on FacebookShare on TwitterWhatsapp

୧୬ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଶନିବାର 2ଟା ରେ ନୂଆଗଡ ବ୍ଲକ ଅନ୍ତର୍ଗତ ଖଜୁରୀପଦା ମୁଖ୍ୟ ଛକ ଠାରେ ବିଭିନ୍ନ ହିନ୍ଦୁ ସଙ୍ଗଠନ ପକ୍ଷରୁ ଷ୍ଟେଲିନର କୁଶପୁତ୍ତଳିକା ଦାହକରିବା ସହ ଥାନାରେ ଦେଲେ ଏତଲା । ସୁଚନା ମୁତାବକ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ପୁଅ ଉଦୟନିଧି ଷ୍ଟେଲିନ ଗତ ୨/୯/୨୦୨୩ ରେ ତାଙ୍କର ଏକ ସଭାରେ ସନାତନ ଧର୍ମର ପ୍ରଚାରକୁ କୋଭିଡ, ଡେଙ୍ଗୁ ଏବଂ ମ୍ୟାଲେରିଆ ଭଳି ରୋଗ ସହିତ ତୁଳନା କରି ଏହାକୁ ବିଲୋପ କରାଯାଉ ବୋଲି ଏକ ମନ୍ତବ୍ୟ ରଖିଥିଲେ ଯାହାକି ସନତାନି ହିନ୍ଦୁମାନଙ୍କୁ କଠୋରାଘାତ ଲାଗିଥିବା ଜଣାପଡିଛି ଫଳରେ ବିଭିନ୍ନ ସ୍ଥାନମାନଙ୍କରେ ଷ୍ଟେଲିନଙ୍କ ବିରୋଧରେ ଅଭିଯୋଗ ହୋଇଥିବା ଦେଖିବାକୁ ମିଳିଛି,

ଏହି ପରୀପ୍ୟେକ୍ଷିରେ ଶନିବାର 2ଟା ରେ ଖଜୁରୀପଦା ଠାରେ ବିଭିନ୍ନ ହିନ୍ଦୁ ସଙ୍ଗଠନ ପକ୍ଷରୁ ଶତାଧିକ ସନାତନି ହିନ୍ଦୁ ଏକତ୍ରିତ ହୋଇ ଏକ ଶୋଭଯାତ୍ରା ଖଜୁରୀପଦା ହନୁମାନ ମନ୍ଦିର ଠାରୁ ବାହାରି ମୁଖ୍ୟ ଛକ ଠାରେ ପହଞ୍ଚି ସେଠାରେ ବିଭିନ୍ନ ପ୍ରକାରର ନାରାବାଜି କରିବା ସହ ବିକ୍ଷୋଭ ପ୍ରଦର୍ଶନ କରି ଷ୍ଟେଲିନର କୁଶ ପୁତ୍ତଳିକା ଦାହ କରାଯାଇଥିବା ଦେଖିବାକୁ ମିଳିଥିଲା/କରାଯାଇଥିଲା

ପରବର୍ତ୍ତୀ ସମୟରେ ସେଠାରୁ ବାହାରି ଖଜୁରୀପଦା ଫାଣ୍ଡି ନିକଟରେ ପହଂଚି ଉଦୟନିଧି ଷ୍ଟେଲିନଙ୍କ ବିରୋଧରେ ଏକ ଏତଲା ସେରଙ୍ଗ ଥାନା ଅଧିକାରୀଙ୍କ ଉଦ୍ଦେଶ୍ୟରେ ଫାଣ୍ଡି ଅଧିକାରୀ ଡି ଗଜପତି ଦୋରାଙ୍କୁ ପ୍ରଦାନ କରିଥିବା ଜଣାପଡିଛି/, କରାଯାଇଥିଲା, ଏହି କାର୍ଯ୍ୟକ୍ରମରେ ଆରଏସଏସ, ବଜରଙ୍ଗଦଳ, ବିଶ୍ବହିନ୍ଦୁ ପରିଷଦ,ସନାତନ ଧର୍ମ, କଲ୍ୟାଣ ଆଶ୍ରମ, ଶବର ସମାଜ ଭଳି ବିଭିନ୍ନ ହିନ୍ଦୁ ସଙ୍ଗଠନରୁ ଶତାଧିକ ହିନ୍ଦୁ ଯୋଗ ଦେଇଥିବା ଜଣାପଡିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version