• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ବିଜୁ ଶ୍ରମିକ ସମୁଖ୍ୟର କେନ୍ଦ୍ରୀୟ ସଂଯୋଜକ ନିଯୁକ୍ତି-ଅଭିନନ୍ଦନ ଜଣାଇଲେ ପଶ୍ଚିମାଞ୍ଚଲ କେନ୍ଦୁପତ୍ର କର୍ମଚାରୀ ସଂଘ ଓ ଆଦିବାସୀ ସଂଘ

Proprietor Abhimanyu Maharana by Proprietor Abhimanyu Maharana
September 17, 2023
in ଓଡ଼ିଶା, ବଲାଙ୍ଗିର, ରାଜନୀତି, ହୋମ୍
0
ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ବିଜୁ ଶ୍ରମିକ ସମୁଖ୍ୟର କେନ୍ଦ୍ରୀୟ ସଂଯୋଜକ ନିଯୁକ୍ତି-ଅଭିନନ୍ଦନ ଜଣାଇଲେ ପଶ୍ଚିମାଞ୍ଚଲ କେନ୍ଦୁପତ୍ର କର୍ମଚାରୀ ସଂଘ ଓ ଆଦିବାସୀ ସଂଘ
Share on FacebookShare on TwitterWhatsapp

୧୭ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାଟଣାଗଡ଼ :-> ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଶ୍ରମିକ ସାମୁଖ୍ୟର କେନ୍ଦ୍ରୀୟ ସଂଯୋଜକ ଭାବରେ ବିଶିଷ୍ଟ ଶ୍ରମିକ ନେତା,ଆଦିବାସୀ ନେତା ତଥା ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ନିଯୁକ୍ତି କରିଥିବାରୁ ପଶ୍ଚିମାଞ୍ଚଲ କେନ୍ଦୁପତ୍ର କର୍ମଚାରୀ ସଂଘ ଓ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଅଭିନନ୍ଦନ ଜଣାଇଛନ୍ତି ।

ଶ୍ରମିକ ନେତା ସାଂସଦ ଶ୍ରୀ ବିଶି ପଶ୍ଚିମାଞ୍ଚଲ ବିଜୁଳି ଶ୍ରମିକ ସଂଘର କାର୍ଯ୍ୟକାରୀ ସଭାପତି ଥିବା ବେଳେ ପଶ୍ଚିମ ଓଡିଶା ଶ୍ରମିକ କର୍ମଚାରୀ ଏକତା ମଞ୍ଚ ର କାର୍ଯ୍ୟକାରୀ ସଭାପତି, ୱେସ୍କୋ ଏସ.ଟି/ ଏସ.ସି କର୍ମଚାରୀ ସଂଘର ସଭାପତି, ପଶ୍ଚିମାଞ୍ଚଲ କେନ୍ଦୁପତ୍ର କର୍ମଚାରୀ ସଂଘର ସଭାପତି, ଟ୍ରେଡ଼ ୟୁନିଅନ ଏଣ୍ଡ ଆସୋସିଏସନର ସାଧାରଣ ସମ୍ପାଦକ ତଥା ବିଭିନ୍ନ ଶ୍ରମିକ କର୍ମଚାରୀ ସଂଗଠନ ମାନଙ୍କରେ ନେତୃତ୍ୱ ନେଉଛନ୍ତି l

ଏହି ନୁଆଁ ନିଯୁକ୍ତି ଦ୍ୱାରା ସଂଗଠିତ ଶ୍ରମିକ ଶ୍ରେଣୀ, ଅଣ ସଂଗଠିତ ଶ୍ରମିକ ଗୋଷ୍ଠୀ, କର୍ମଚାରୀ, ମଜଦୁର ମାନଙ୍କ କଲ୍ୟାଣ ପାଇଁ ବିଶେଷ ଫଳପ୍ରଦ ହେବ ବୋଳି ଶ୍ରମିକ ସଂଗଠନ ଗୁଡିକ ଆଶା ପ୍ରକାଶ କରିଛନ୍ତି l ଶ୍ରମିକ ମାନଙ୍କ ମଙ୍ଗଳ ପାଇଁ ସଂଗ୍ରାମ କରି ଆସୁଥିବା ଶ୍ରମିକ ନେତା ନିରଞ୍ଜନ ବିଶି ଙ୍କୁ ରାଜ୍ୟରେ ଶ୍ରମିକ କର୍ମଚାରୀ ମାନଙ୍କ ବିକାଶ ପାଇଁ କେନ୍ଦ୍ରୀୟ ସଂଯୋଜକ କରିଥିବାରୁ ଶ୍ରମିକ ମାନଙ୍କ ମଧ୍ୟରେ ଆନନ୍ଦ ର ଲହରୀ ଖେଳିଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version