• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କେନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ !

Proprietor Abhimanyu Maharana by Proprietor Abhimanyu Maharana
September 23, 2023
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
କେନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ !
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ  :-> ଶୁକ୍ରବାର ସକାଳେ ହିଞ୍ଜିଳି ଥାନା ମୋହନାପଲ୍ଲୀ ଗ୍ରାମ ନିକଟସ୍ଥ ୯ ନମ୍ବର କେନାଳରୁ ଜଣେ ଯୁବକଙ୍କ ମୃତଦେହକୁ ହିଞ୍ଜିଳି ପୁଲିସ ଉଦ୍ଧାର କରିଛି । ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ଦୁର୍ବନ୍ଧ ଗ୍ରାମ ବେଲପଡା ସାହିର କୃଷ୍ଣ ସାହୁ। ଏ ନେଇ ମୃତକଙ୍କ ଶଶୁର ଭଗବାନ ସାହୁ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନା କେସ ନମ୍ବର ୨୩/୨୩ ରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ମୃତଦେହକୁ ଜବତ ପରେ ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚାଲିଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନିବାସ ସେଠୀ ସୂଚନା ଦେଇଛନ୍ତି । ପ୍ରକାଶ ଯେ, ଗୁରୁବାର ରାତିରେ କୃଷ୍ଣ ବାଇକ୍ ଯୋଗେ କେନାଳ ନିକଟକୁ ଯାଇ କେନାଳର ସେତୁ ଚଟାଣରେ ବସିଥିବା ନେଇ ଗ୍ରାମର କିଛି ଲୋକ ଦେଖିଥିଲେ ।

ଶୁକ୍ରବାର ସକାଳେ କେନାଳ ପାଣିରେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖି ହିଞ୍ଜିଳି ପୁଲିସ ସୂଚନା ପାଇଥିଲା। ଖବର ପ୍ରଚାରିତ ହେବା ପରେ ସେଠାକୁ ଲୋକଙ୍କ ସୁଅ ଛୁଟିଥିଲା । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । କେନାଳ ସେତୁ ଉପରେ ବସିଥିବା ବେଳେ ଯୁବକ ଜଣଙ୍କ ଭାରସାମ୍ୟ ହରାଇ କେନାଳ ଭିତରକୁ ଖସି ପଡ଼ିଥିଲେ ନା ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୋଜନାବଦ୍ଧ ଭାବେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କଲା ପରେ କେନାଳ ଭିତରକୁ ଠେଲି ଦେଇଛି,ତାହା ସାଧାରଣରେ ସନ୍ଦେହ ସୃଷ୍ଟି କରିଛି।

କେନାଳ ନିକଟରେ ମୃତକଙ୍କ ମୋଟର ସାଇକେଲ ଥିବା ବେଳେ ଯୁବକଙ୍କ ମୃତ୍ୟୁକୁ ପରିବାର ଲୋକେ ସହଜରେ ଗ୍ରହଣ କରିପାରି ନାହାନ୍ତି। ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣା ପଡ଼ିବ ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ସେଠୀ କହିଛନ୍ତି । ପ୍ରକାଶ ଥାଉକି ଗତ କିଛି ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଶେରଗଡ ଥାନା ଅଞ୍ଚଳରେ ୨ଟି ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ବେଳେ ଶୁକ୍ରବାର ହିଞ୍ଜିଳି ଥାନା ଅଞ୍ଚଳରେ କେନାଳ ଭିତରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହେବା ଘଟଣା ସନ୍ଦେହ ଘେରରେ ରହିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version