• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ସଦର ଥାନା ଅଞ୍ଚଳରେ ଗଣେଶ ପୂଜା ଦେଖିବା ପାଇଁ ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି

Proprietor Abhimanyu Maharana by Proprietor Abhimanyu Maharana
September 23, 2023
in ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍
0
କଟକ ସଦର ଥାନା ଅଞ୍ଚଳରେ ଗଣେଶ ପୂଜା ଦେଖିବା ପାଇଁ ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଟକ  :-> କଟକ ସଦର ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ହୋଇଥିବା ଗଣେଶ ମେଢ଼ ଦେଖିବା ପାଇଁ ପ୍ରତ୍ୟେହ ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଥିବା ଦେଖିବାକୁ ମିଳୁଛି । ଗତ ୧୯ ତାରିଖ ମଙ୍ଗଳବାର ଠାରୁ ବିଭିନ୍ନ ପୂଜା ମଣ୍ଡପରେ ଆରମ୍ଭ ହୋଇଥିବା ଗଣେଶ ପୂଜା ଶନିବାର ପର୍ଯ୍ୟନ୍ତ ଚାଲିବ । ୨୪ ତାରିଖ ରବିବାର ଦିନ ପ୍ରଥମ ପର୍ଯ୍ୟାୟ ଭଷାଣୀ ଉତ୍ସବ ଅନୁଷ୍ଠିତ ହେବ ।

ରଙ୍ଗ ବେରଙ୍ଗର ଆଲୋକ ସାଜସଜ୍ଜା ସାଙ୍ଗକୁ , ମେଲୋଡି କାର୍ଯ୍ୟକ୍ରମ ପୂଜା ମାହାଲୋକୁ ଉତ୍ସବ ମୁଖର କରିପାରିଛି । ନୂଆକାଚରାମାଳ , ପୁରୁଣା କାଚରାମାଳ, ଫୁଲନଖରାର ଓମଫେଡ କଲୋନୀ, ବମ୍ଫକୁଦ, ମୁଗଭଙ୍ଗା, ବାଗଧରାପୁର, ଶାସୋଳ, ନୂଆଗଡ଼, ପ୍ରତାପନଗରୀ, ଭାଣପୁର, ଡାହାଳିଆବାଗ, ପାଇକସାହି, ବାଲିକୁଦା, ଗୋପାଳପୁର, ସୁଭଦ୍ରାପୁର , କାଜିପାଟଣା ,

ଖଣ୍ଡେଏତା, ଖଲର୍ଦ୍ଦା ଆଦି ବିଭିନ୍ନ ସ୍ଥାନରେ ହୋଇଥିବା ଗଣେଶ ମଣ୍ଡପରେ ଗଜାନନଙ୍କୁ ଦେଖିବା ଲାଗି ସନ୍ଧ୍ୟାରୁ ରାତି ଦଶଟା ପର୍ଯ୍ୟନ୍ତ ଭିଡ଼ ଲାଗି ରହୁଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୂଜା ମଣ୍ଡପରେ କଟକ ସଦର ଥାନା ପକ୍ଷରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି । ରବିବାର ଭଷାଣୀ ଉତ୍ସବ ଅନୁଷ୍ଠିତ ହେବ । ଭଷାଣୀ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
India’s First Women Mount Yunam Expedition Team Meets Assembly Speaker

India’s First Women Mount Yunam Expedition Team Meets Assembly Speaker

August 23, 2026
ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

ଆଗକୁ ରାକ୍ଷୀପୂର୍ଣ୍ଣିମା : ଡିଜାଟାଲ୍ ଯୁଗରେ ବି ଲୋକଙ୍କ ଭରସା ପାଲଟିଛି ଭାରତୀୟ ଡାକସେବା – ଫେନସି ରାକ୍ଷୀ ର ଚାହିଦା ବେଶୀ

August 22, 2026
ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

India’s First Women Mount Yunam Expedition Team Meets Assembly Speaker

India’s First Women Mount Yunam Expedition Team Meets Assembly Speaker

August 23, 2026
ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version