• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
September 23, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ
Share on FacebookShare on TwitterWhatsapp

୨୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି ଅବସରରେ ଟାଉନର ଗୁଳିମରାପଦା ସାହି, ପଣଷପଡି ,ଖଜୁରିନାଳ, ବଡ଼ଗାଁ ,କାମପଡା , ବାରଖମା, ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଏବଂ ପଣଷପଡି ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ସ୍ୱାଧୀନତାର ଅମୃତ ମହୋତ୍ସବ” ଅଭିଯାନ ଅନ୍ତର୍ଗତରେ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଜରିଆରେ ଅମୃତ କଳସ ଯାତ୍ରା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ସିଆରପିଏଫ ସଦସ୍ୟ ମାନେ ଉକ୍ତ ସାହି ବାସିନ୍ଦା ଓ ଗ୍ରାମବାସୀ ତଥା ଅଞ୍ଚଳର ସମସ୍ତ ଜନ ପ୍ରତିନିଧିଙ୍କ ନିକଟରେ ପହଞ୍ଚି ହାତରେ ମାଟି କଳସ ନେଇ”ମେରୀ ମାଟି, ମେରା ଦେଶ” ବୋଲି ଶପଥ ଗ୍ରହଣ କରିଥିଲେ। ଏଥିରେ ୧୨୭ ବାଟାଲିୟନ ସିଆରପିଏଫ ର କମାଣ୍ଡାଣ୍ଟ ଆନନ୍ଦ ଝା ଅତିଥି ଭାବେ ଯୋଗଦେଇ ସ୍ୱାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।

ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପ କମାଣ୍ଡେଣ୍ଟ ବିପିନ କୁମାର ତଥା ସହାୟକ କମାଣ୍ଡେଣ୍ଟ କୁମାର ରାଘବେନ୍ଦ୍ର, ୱାର୍ଡ ପ୍ରତିନିଧି, ଆଦିବାସୀ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ପଣଷପଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନମିତା ପ୍ରହରାଜ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା ସିଆରପିଏଫର ଜବାନ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version