• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ୮୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

Proprietor Abhimanyu Maharana by Proprietor Abhimanyu Maharana
September 24, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ୮୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ
Share on FacebookShare on TwitterWhatsapp

୨୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍‌ ଯାତ୍ରା ଏବଂ ଏକ୍ସପ୍ରେସ୍ ଆଜି ଓଡିଶାର ୪ଟି ପ୍ରମୁଖ ଜିଲ୍ଲା ଭଦ୍ରକ, ବୌଧ, ଗଜପତି ଏବଂ ବାଲେଶ୍ୱର ପହଁଂଚି ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନ ଗୁଡିକ ଆଜି ସମୁଦାୟ ୧୦ଟି କଲେଜ ଏବଂ ୧ଟି ସ୍କୁଲ ଗସ୍ତ କରି ୧୧୨୩ ଛାତ୍ରଙ୍କ ଠାରୁ ୭୪ଟି ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଆଜି ୪ଟି ଜିଲ୍ଲା ଯେପରି ଭଦ୍ରକର ଭଦ୍ରକ ଇଂଜିନିୟରିଂ ସ୍କୁଲ ଏବଂ ଟେକ୍ନୋଲୋଜି, ଭଦ୍ରକ ଅଟୋନୋମସ କଲେଜ, ସରକାରୀ ୟୁଜି ହାଇସ୍କୁଲ, ବୌଧ ଜିଲ୍ଲାର ମଡେଲ ଡିଗ୍ରୀ କଲେଜ,

ସରକାରୀ ଆଇଟିଆଇ ଏବଂ ଭୈରବୀ ଡିଗ୍ରୀ କଲେଜ, ଗଜପତି ଜିଲ୍ଲାର ହିଲଟପ୍ ଡିଗ୍ରୀ କଲେଜ, ଇନ୍ଦିରା ମେମୋରିଆଲ ଡିଗ୍ରୀ କଲେଜ ଏବଂ ଡଃ ବି.ଆର. ଆମ୍ବେଦକର ନ୍ୟାସନାଲ ଡିଗ୍ରୀ କଲେଜ, ବାଲେଶ୍ୱର ଜିଲ୍ଲାର ଏସଏସଭିଏମ୍ ଏବଂ ବିଆଇଟି ପଲିଟେକନିକ୍ କଲେଜ ଗସ୍ତ କରିି ଛାତ୍ର ଛାତ୍ରୀ ମାନଙ୍କ ମନରେ ଭବିଷ୍ୟତରେ କିଭଳି ସେମାନେ ଜଣେ ଜଣେ ସଫଳ ଉଦ୍ୟୋଗୀ ହୋଇପାରିବେ ସେଥିପ୍ରତି ସଚେତନତା ସୃଷ୍ଟି କରାଯାଇଥିଲା ।  ବର୍ତମାନସୁଦ୍ଧା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ୭୬ଟି କଲେଜ୍ ଏବଂ ୧୬ଟି ବିଦ୍ୟାଳୟ ଗସ୍ତ କରିସାରିଥିବା ବେଳେ ଏଥିରେ ୯୪୯୭ ରୁ ଅଧିକ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଛନ୍ତି ଏବଂ ୮୬୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍‌ ଆଇଡିଆ ସଂଗ୍ରହ ହୋଇପାରିଛି ।

ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତିଭୂମି ତିଆରି କରିପାରିଛି । ଆସନ୍ତା ସୋମବାର ଦିନ ଏହି ଯାତ୍ରା ବାଲେଶ୍ୱର ଗଜପତିର ଆଉ କିଛି ଅନୁଷ୍ଠାନ ଗସ୍ତ କରିବା ସହ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ଗସ୍ତ କରିବ । ବାଲେଶ୍ୱର ଜିଲ୍ଲାରେ ଛାତ୍ରଛାତ୍ରୀଙ୍କ ଠାରୁ ବହୁଳ ଉସ୍‌ôାହ ପାଇବା ପରେ ଆସନ୍ତା ସୋମବାର ଦିନ ଏହି ଯାତ୍ରା ୬ଟି କଲେଜ ଯଥା ଆରଜେ ସ୍କୁଲ ଅଫ ମ୍ୟାନେଜମେଂଟ ଷ୍ଟଡିଜ୍‌, ସାଗର କଲେଜ୍ ଅଫ୍ ସାଇନ୍ସ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ରେମୁଣା ଡିଗ୍ରୀ କଲେଜ, ବାଲେଶ୍ୱର ଆଇନ୍ କଲେଜ୍ ଏବଂ ବାଲେଶ୍ୱର ସରକାରୀ ଆଇଟିଆଇ ଗସ୍ତ କରିବ ।

ଏହା ସହ ଗଜପତି ଜିଲ୍ଲାର ୪ଟି କଲେଜ ପର୍ଶୁରାମ ଗୁରୁକୁଳ ଡିଗ୍ରୀ କଲେଜ, ସେନ୍‌ଚୁରିଆନ ୍‌ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଏଣ୍ଡ ମ୍ୟାନେଜ୍‌ମେଂଟ , ଏସକେସିଜି ଅଟୋନୋମସ୍ କଲେଜ ଏବଂ ସରକାରୀ ଆଇଟିଆଇ (ଗୁମ୍ମା) । ଏହା ବ୍ୟତିତ ସୁବର୍ଣ୍ଣପୁର ଜିଲ୍ଲାର କେନ୍ଦ୍ରିୟ ବିଦ୍ୟାଳୟ, ମଡେଲ ଡିଗ୍ରୀ କଲେଜ, ସୋନପୁର କଲେଜ ଏବଂ ବିଶ୍ୱପ୍ରଭା କଲେଜ ଆଦି ଗସ୍ତ କରିବ । ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା । ଯାତ୍ରାର ୨୦୨୩ ସଂସ୍କରଣରେ ଚାରିଟି ଭ୍ୟାନ୍ ସମସ୍ତ ୩୦ଟି ଜିଲ୍ଲା ପରିଦର୍ଶନ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version