• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ର ନବମ ପ୍ରତିଷ୍ଠା ଉତ୍ସବ ସ୍ପର୍କ ଜିଲ୍ଲା ସ୍ତରୀୟ : ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ର”ସୃଜନ”ହଲ୍ ରେ ଅନୁଷ୍ଠିତ ହୋଇଯଇଅଛି

Proprietor Abhimanyu Maharana by Proprietor Abhimanyu Maharana
September 24, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡ଼ିଆ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ର ନବମ ପ୍ରତିଷ୍ଠା ଉତ୍ସବ ସ୍ପର୍କ ଜିଲ୍ଲା ସ୍ତରୀୟ : ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ର”ସୃଜନ”ହଲ୍ ରେ ଅନୁଷ୍ଠିତ ହୋଇଯଇଅଛି
Share on FacebookShare on TwitterWhatsapp

ନୟାଗଡ ବିଧାୟକ ମାନ୍ୟବର ଶ୍ରୀଯୁକ୍ତ ଡ. ଅରୁଣ କୁମାର ସାହୁ ବିଭିନ୍ନ ମଜା କଥା କହି ସ୍ପର୍କ୍ ଅର୍ଥ ବୁଝାଇ ଥିଲେ ଏବଂ ବହୁ ମୂଲ୍ୟବାନ ଦିଗ୍ ଦର୍ଶନ ଦେଇଥିଲେ ।

୨୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ :->ଏଠାରେ ଜିଲ୍ଲା ର ସମସ୍ତ ଆଠ ଗୋଟି ଆଦର୍ଶ ବିଦ୍ୟାଳୟ ରୁ ଛାତ୍ର ଛାତ୍ରୀ ଯୋଗ ଦେଇ ଥିଲେ। ଏହା ୨ଟି ଭାଗ ରେ ଅନୁଷ୍ଠିତ ହୋଇଥିଲା।ଏଥିରେ ପ୍ରଥମ ଭାଗ ରେ ଜିଲ୍ଲା ପରିଷଦ ସଭାପତି ଶ୍ରଯୁକ୍ତ ଇଂ ଦେବାଶିଷ ପଟ୍ଟନୟକ ଙ୍କ ଦ୍ଵାରା ଆନୁଷ୍ଠାନିକ ଭାବେ ଉଦଘାଟନ କରାଯାଇଥିଲା। ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଗୁଡ଼ିକ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରାୟ ୨୨ପ୍ରକାର ର ପ୍ରତିଯୋଗିତା ହୋଇଥିଲା । ଦ୍ୱିତୀୟ ଭାଗ ରେ ଜିଲ୍ଲା ର ୩ ଜଣ ବିଧାୟକ ଯୋଗ ଦେଇଥିଲେ।

ଜିଲ୍ଲା ଶିକ୍ଷାଅଧିକାରୀଙ୍କ ଦ୍ଵାରା ସଭା ପରିଚାଳିତ ହୋଇଥିଲା। ନୟାଗଡ ବିଧାୟକ ମାନ୍ୟବର ଶ୍ରୀଯୁକ୍ତ ଡ. ଅରୁଣ କୁମାର ସାହୁ ବିଭିନ୍ନ ମଜା କଥା କହି ସ୍ପର୍କ୍ ଅର୍ଥ ବୁଝାଇ ଥିଲେ ଏବଂ ବହୁ ମୂଲ୍ୟବାନ ଦିଗ୍ ଦର୍ଶନ ଦେଇଥିଲେ। ରଣପୁର ବିଧାୟକ ମାନ୍ୟବର ଶ୍ରୀଯୁକ୍ତ ସତ୍ୟନାରାୟଣ ପ୍ରଧାନ ମଧ୍ୟ ନିଜସ୍ୱଶୈଳୀରେ ବିଭିନ୍ନ ଦିଗ୍ ଦର୍ଶନ ଦେଇଥିଲେ। ଏବଂ ବିଧାୟକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ଶିକ୍ଷା ସମ୍ବନ୍ଧୀୟ ଅନ୍ୟ ଉତ୍ସାହ ମୂଳକ ବାର୍ତ୍ତା ପ୍ରଦାନ କରିଥିଲେ।

ଏବଂ ଜିଲ୍ଲା ପରିଷଦ ସଭାପତି ଶ୍ରୀଯୁକ୍ତ ପଟନାୟକ ସମସ୍ତ ଛାତ୍ର ଛାତ୍ରୀ ଙ୍କ ର ….. ମଙ୍ଗଳ କାମନା କରିଥିଲେ। ଏଥିରେ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ, ଆଠ ଗୋଟି ଆଦର୍ଶ ବିଦ୍ୟାଳୟ ଅଧକ୍ଷ ଯଥା ନୋଡାଲ ଆଦର୍ଶ ବିଦ୍ୟାଳୟ ର ଅଧକ୍ଷା ଯୋଷ୍ନା ନାୟକ, ଖଣ୍ଡପଡ଼ା ଆଦର୍ଶ ବିଦ୍ୟାଳୟ ଅଧକ୍ଷ ମନୋଜ କୁମାର ବିଶ୍ବାଳ,ନୂଆଗାଁ ଆଦର୍ଶ ବିଦ୍ୟାଳୟର ଅଧକ୍ଷ ପ୍ରଶାନ୍ତ କୁମାର ସାହୁ , ଦଶପଲ୍ଲା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ସମୀର କୁମାର ସାହୁ,

ଓଡ଼ଗାଁ ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ମନୋଜ କୁମାର ପ୍ରଧାନ ,ଗଣିଆ ଆଦର୍ଶ ବିଦ୍ୟାଳୟ ଅଧକ୍ଷ ରଂଜନ କୁମାର ସାହୁ ଏବଂ ଫତେଗଡ଼ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷା ପଦ୍ମିନୀ ବାରିକ୍ ସହଯୋଗ କରିବା ସହିତ ଦଶପଲ୍ଲା ର ସାମାଜିକବିଜ୍ଞାନ ର ଶିକ୍ଷକ ଭାସ୍କର ଚନ୍ଦ୍ର ଦାସ ଏବଂ ନୋଟାର ଆଦର୍ଶ ବିଦ୍ୟାଳୟ ର ବିମଳ ବିକାଶ ଖଟେଇ ଙ୍କ ସମେତ ଅନ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version