• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗାଁ ଗାଁ ରେ ଗୀତା ଓ ଜଗନ୍ନାଥ କଥାମୃତ ପ୍ରଚାର ପ୍ରସାର ପାଇଁ ତ୍ରିଦିବସୀୟ “ପ୍ରବାଚକ ପ୍ରଶିକ୍ଷଣ ” ଶିବିର ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
September 25, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗାଁ ଗାଁ ରେ ଗୀତା ଓ ଜଗନ୍ନାଥ କଥାମୃତ ପ୍ରଚାର ପ୍ରସାର ପାଇଁ ତ୍ରିଦିବସୀୟ “ପ୍ରବାଚକ ପ୍ରଶିକ୍ଷଣ ” ଶିବିର ଉଦଯାପିତ
Share on FacebookShare on TwitterWhatsapp

୨୪ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ଶ୍ରୀମଦ ଭଗବତ ଗୀତା, ଭାଗବତ ଓ ସ୍କନ୍ଦ ପୁରାଣର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ଏହି ସମସ୍ତ ଶାସ୍ତ୍ରର କଥା ବସ୍ତୁ ସମ୍ବଳିତ ତ୍ରିଦିବସୀୟ “ପ୍ରବlଚକ ପ୍ରଶିକ୍ଷଣ ଶିବିର” ଆର ସି ଏମ ଜଗନ୍ନାଥ ମନ୍ଦିର ପ୍ରେକ୍ଷାଳୟ, ଚନ୍ଦ୍ରଶେଖର ପୁର ଠାରେ ଆଜି ଉଦଯାପିତ ହୋଉଯାଇଛି l ଗଜପତି ମହାରାଜ ଶ୍ରୀ ଶ୍ରୀ ଦିବ୍ୟସିଂହ ଦେବ ଙ୍କ କରକମଳରେ 22 ତାରିଖ ଦିନ ଶୁଭ ଉଦଘାଟନ ହୋଇଥିଲ l ପ୍ରତ୍ୟହ ସକାଳ 9 ରୁ ରାତ୍ରି 9ଘଟିକା ପର୍ଯ୍ୟନ୍ତ ) ଚାଲିଥିଲା l ଶ୍ରୀ ଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ, ପୁରୀ ଓ ଶ୍ରୀ ଶ୍ରୀ ଜଗନ୍ନାଥ ନାମ ସଂକୀର୍ତ୍ତନ ପରିଷଦ, ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ଵରର ମିଳିତ ସହଯୋଗରେ ଏହି “ପ୍ରବlଚକ ପ୍ରଶିକ୍ଷଣ ” କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ଖୋର୍ଦ୍ଧା ଜିଲ୍ଲାର ସଙ୍କୀର୍ତ୍ତନ ମଣ୍ଡଳୀର ଗାୟକ/ବାୟକ/ ସଭ୍ୟ-ସଭ୍ୟା, ଯେଉଁମାନେ ଭାଗବତ ଗୀତlର ସରଳ ପ୍ରଚାର ପ୍ରସାର ପାଇଁ ଆଗ୍ରହୀ ହୋଇ ପ୍ରବlଚକ ଦାୟିତ୍ଵ ନେଇ ଶ୍ରୀମଦ ଭଗବଦ ଗୀତା, ଭାଗବତ ଓ ସ୍କନ୍ଦ ପୁରାଣର ପ୍ରବଚନ ମାଧ୍ୟମରେ ଗ୍ରାମାଞ୍ଚଳ, ଶିକ୍ଷାନୁଷ୍ଠାନ ଓ ସହରାଞ୍ଚଳରେ ଆୟୋଜନ କରି ଧାର୍ମିକ, ଆଧ୍ୟତ୍ମିକ ସାମାଜିକ ମୂଲ୍ୟବୋଧର ପ୍ରଚାର କରିବେ, ସେମାନଙ୍କୁ ଉତ୍ତମ ପ୍ରବଚନ ପ୍ରଦାନ ଶୈଳୀ ସମ୍ପର୍କରେ ଏହି ପ୍ରବlଚକ ପ୍ରଶିକ୍ଷଣ ଶିବିରରେ ତାଲିମ୍ ପ୍ରଦାନ କରା ଯାଇଥିଲା l

ପ୍ରଶିକ୍ଷଣ ନେବା ପରେ ସେମାନେ ଉତ୍ତମ ପ୍ରଚାର ପ୍ରସାର ଦାୟିତ୍ଵ ମଧ୍ୟ ନେବେ ଏବଂ ବ୍ୟାପକ ପ୍ରଚାର ପ୍ରସାର କରିବେ l ଆଜି ତୃତୀୟ ଦିବସ ରେ ଶ୍ରୀ ଶ୍ରୀ ସତ୍ୟାନନ୍ଦ ଦାସ ମହାରାଜ ପୂର୍ବାହ୍ନ ରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରି ସ୍କନ୍ଦ ପୁରାଣ ତଥା ମହାପ୍ରଭୁ ଜଗନ୍ନାଥଙ୍କ ଲୀଳା ସମ୍ପର୍କ ରେ ପ୍ରବାଚକ ମାନଙ୍କୁ ଉଦବୋଧନ ଦେବା ସହିତ ପ୍ରବଚନ ଶୈଳୀ ସମ୍ପର୍କ ରେ କହିଥିଲେ l ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ ଶ୍ରୀ ଯୁକ୍ତ ନରେଶ ଚନ୍ଦ୍ର ଦାସ କୃଷ୍ଣ ଲୀଳା ସମ୍ପର୍କ ରେ ଆଲୋକପlତ କରି ମହାପ୍ରଭୁଙ୍କ ସମର୍ପିତ ହୋଇ ଏହି ପ୍ରଶିକ୍ଷଣ ଶିବିରରେ ଉପସ୍ଥିତ ଥିବା ସନ୍ଥ ମାନଙ୍କୁ ଅନୁସରଣ କରିବା ସହିତ ଜ୍ଞାନ ଆହରଣ କରି ପ୍ରଭୁଙ୍କ ଆଶୀର୍ବାଦ ରେ ସମସ୍ତ ପ୍ରଶିକ୍ଷାର୍ଥୀ ଅନୁପ୍ରାଣିତ ହେଲେ ହିଁ ପ୍ରଶିକ୍ଷଣ ଶିବିରର ଉଦ୍ୟେଶ ଶତ ପ୍ରତିଶତ ସଫଳ ହେବ ବୋଲି କହିଥିଲେ l ସଂଯୋଜକ ବାସୁଦେବ ଭଟ୍ଟଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଂଗଠନ ସଚିବ ଡା କରୁଣାକର ପ୍ରଧାନ ସ୍ୱାଗତ ସମ୍ବର୍ଦ୍ଧନା ଓ ପରିଚୟ ପ୍ରଦାନ କରିଥିଲେ l

ସଭାପତି ସୁଦର୍ଶନ ନାୟକ, ଆର ସି ଏମ ର ପ୍ରତିଷ୍ଠାତା ଶ୍ରୀଯୁକ୍ତ ପ୍ରବୀର ପାଲ,ପ୍ରତିଷ୍ଠାନର ପଦାଧିକାରୀ ପ୍ରଦୀପ ସାହୁ,ଅସିତ ମହାନ୍ତି, ପ୍ରସନ୍ନ ବିଷୋୟୀ,ରାମ ନାରାୟଣ ମହାନ୍ତି, ଜଗନ୍ନାଥ ପଣ୍ଡା ,ହରେକୃଷ୍ଣ ପ୍ରତିହାରୀ ଆଦି ବିଭିନ୍ନ ପର୍ଯ୍ୟାୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସଂଚଳନା କରିଥିଲେ l ପ୍ରଶିକ୍ଷଣ ଶିବିର ରେ ଯୋଗ ଦେଇଥିବା ସମସ୍ତ 400 ଜଣ ପ୍ରଶିକ୍ଷାର୍ଥୀଙ୍କୁ ଉପଢୌକନ ଓ ସମ୍ମାନ ପତ୍ର ପ୍ରଦାନ କରାଯାଇଥିଲା l ଶ୍ରୀ ଜଗନ୍ନାଥ ନାମ ସଂକୀର୍ତନ ପରିଷଦ ଖୋର୍ଦ୍ଧା, ର ସଭାପତି ପ୍ରସନ୍ନ ବଡ଼ଜେନା,ସମ୍ପାଦକ ସୁଦର୍ଶନ ଚମ୍ପତି,ପ୍ରଶାନ୍ତ ସ୍ୱାଇଁ, ମାୟାଧର ହୋତା, କାଶୀନାଥ ଜେନା, ଲକ୍ଷ୍ମୀଧର ବେହେରା, ଲାବଣ୍ୟ ଜୟସିଂ,ବେଣୁଧର ଜେନା, ଅକ୍ଷୟ ବରାଳ, ଦୁର୍ଯୟ ମହାନ୍ତି, ନିରାକାର ଜେନା, ପ୍ରତାପ ଜେନା, ଦେବେନ୍ଦ୍ର ବରାଳ ଆଦିଙ୍କ ନେତୃତ୍ୱରେ ବିଭିନ୍ନ ବ୍ଲକ ରୁ 400 ରୁ ଉର୍ଦ୍ଧ ପ୍ରଶିକ୍ଷାର୍ଥୀ ପ୍ରବାଚକ ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷଣ ନେଇଛନ୍ତି l ରାଜ୍ୟ ସଂସ୍କୃତି ବିଭାଗ ଦ୍ୱାରା ସାଂସ୍କୃତିକ ଦଳ ଦ୍ୱାରା ଭଜନ ପରିବେଷଣ କରାଯାଇଥିଲା l ସୁବ୍ରତ,ଶୁଭକାନ୍ତ, ସୁଶୀଲ, ପୂଜା, କୁଳମଣି, ଯୋଗେଶ ଆଦି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version