• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍ ଉଦ୍‌ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
September 25, 2023
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍ ଉଦ୍‌ଘାଟିତ
Share on FacebookShare on TwitterWhatsapp

ଓଡ଼ିଶାରେ କଂପାନିରେ ପଂଚମ ସୋ’ରୁମ୍‌

୨୪ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ଭାରତର ସବୁଠୁ ବିଶ୍ୱାସଯୋଗ୍ୟ ଓ ଅଗ୍ରଣୀ ଗହଣା ବ୍ରାଣ୍ଡ୍ କଲ୍ୟାଣ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍‌ର ଶୁଭାରମ୍ଭ ଘୋଷଣା କରାଯାଇଛି । କଲ୍ୟାଣ ଜୁଏଲର୍ସର ସିଇଓ ଶ୍ରୀ ସଂଜୟ ରଘୁରମଣଙ୍କ ଉପସ୍ଥିତିରେ ବଲିଉଡ୍ ତାରକା ଜାହ୍ମବୀ କପୁର ସୋ’ରୁମ୍‌କୁ ଉଦ୍‌ଘାଟନ କରିଛନ୍ତି । ଏହା ହେଉଛି ଓଡ଼ିଶାରେ କଂପାନିର ପଂଚମ ସୋ’ରୁମ । ଏହି ଅବସରରେ ବଲିଉଡ୍ ତାରକା ଜାହ୍ମବୀ କପୁର କହିଛନ୍ତି ଯେ, “ଭୁବନେଶ୍ୱରରେ ସୋ’ରୁମ୍ ଶୁଭାରମ୍ଭ ସମାରୋହର ଅଂଶ ହୋଇଥିବାରୁ ମୁଁ ଅତ୍ୟନ୍ତ ଉଲ୍ଲସିତ । ଭାରତର ଗହଣା ଶିଳ୍ପରେ ନିରନ୍ତର ଭାବେ ବିପ୍ଳବ ଆଣୁଥିବା ଏକ ବ୍ରାଣ୍ଡ୍ କଲ୍ୟାଣ ଜୁଏଲର୍ସର ପ୍ରତିନିଧି ହୋଇ ଏଠାରେ ଉପସ୍ଥିତ ରହିବା ମୋତେ ବେଶ ଗର୍ବିତ କରିଛି ।

ଏହି ବ୍ରାଣ୍ଡ୍‌ର ଆକର୍ଷଣୀୟ ଗହଣାର ଚମତ୍କାରିତା ତାହାର ସୂକ୍ଷ୍ମ କାରିଗରୀ ଓ ସୁନ୍ଦର ସୌନ୍ଦର୍ଯ୍ୟରେ ଅନ୍ତର୍ନିହିତ ରହିଛି ଯାହା ଭାରତର ବିବିଧ ସାଂସ୍କୃତିକ ଐତିହ୍ୟକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଏହି ଅଂଚଳର ପୃଷ୍ଠପୋଷକମାନଙ୍କୁ ଶ୍ରେଷ୍ଠ ମାନର ସପିଙ୍ଗ ଅନୁଭୂତି ପ୍ରଦାନ କରିବା ପାଇଁ ବ୍ରାଣ୍ଡ୍‌ର ରହିଥିବା ଅତୁଟ ପ୍ରତିବଦ୍ଧତା ସ୍ୱରୂପ ଏହି ଆକର୍ଷଣୀୟ ସୋ’ରୁମ୍‌ ଦଣ୍ଡାୟମାନ ହୋଇଛି । ମୋର ବିଶ୍ୱାସ ରହିଛି ଯେ ପୃଷ୍ଟପୋଷକମାନେ ପୂର୍ଣ୍ଣ ହୃଦୟରେ ଏହାକୁ ଗ୍ରହଣ କରିବେ ଏବଂ କଲ୍ୟାଣ ଜୁଏଲର୍ସକୁ ସମର୍ଥନ କରିବେ ।’’ ନୂଆ ସୋ’ରୁମ୍ ସମ୍ପର୍କରେ କଲ୍ୟାଣ ଜୁଏଲର୍ସର କାର୍ଯ୍ୟନିର୍ବାହୀ ନିର୍ଦେଶକ ଶ୍ରୀ ରମେଶ କଲ୍ୟାଣରମଣ କହିଛନ୍ତି ଯେ, “ଗ୍ରାହକଙ୍କ ସପିଙ୍ଗ ଅନୁଭୂତିରେ ଉନ୍ନତି ଆଣିବା ପାଇଁ ଏକ ସାମଗ୍ରିକ ବ୍ୟବସ୍ଥା ସୃଷ୍ଟି କରିବା ଦିଗରେ କଂପାନି ଏକ ବଡ଼ ମାଇଲଖୁଂଟ ହାସଲ କରିବା ସହ ବଡ଼ ପଦକ୍ଷେପ ଗ୍ରହଣ କରିଛି ।

ଭୁବନେଶ୍ୱରରେ ଆମର ତୃତିୟ ସୋ’ରୁମ୍ ବିଷୟରେ ଘୋଷଣା କରି ଆମେ ବେଶ ଆନନ୍ଦିତ । ଆମେ ଆମ ଅଭିବୃଦ୍ଧି ଯାତ୍ରାର ପରବର୍ତୀ ପର୍ଯ୍ୟାୟ ଆରମ୍ଭ କରିଥିବା ବେଳେ ଏହି ଅଂଚଳରେ ଆମ ଉପସ୍ଥିତିର ସମ୍ପ୍ରସାରଣ କରୁଛୁ । ଗ୍ରାହକମାନଙ୍କୁ ଶ୍ରେଷ୍ଠ ମାନର ଅନୁଭୂତି ପ୍ରଦାନ କରିବା ସହିତ ବିଶ୍ୱାସ ଓ ସ୍ୱଚ୍ଛତାର କଂପାନିର ଯେଉଁ ମୂଲ୍ୟବୋଧ ରହିଛି ତାହାକୁ ଆସୁଥିବା ସମୟରେ ମଧ୍ୟ ପାଳନ କରିବାକୁ ଆମେ ପ୍ରତିବଦ୍ଧ ରହିଛୁ ।’’ ଏହି ନୂତନ ସୋ’ରୁମ୍‌ର ଶୁଭାରମ୍ଭ ଉତ୍ସବକୁ ପାଳନ କରିବା ଲାଗି ସର୍ବନିମ୍ନ ୧ ଲକ୍ଷ ଟଙ୍କାର ସପିଙ୍ଗ ଉପରେ ଗ୍ରାହକଙ୍କୁ କିଣା ମୂଲ୍ୟରଅଧା ଦାମ୍‌ରେ ୦% ପ୍ରତିଶତ ଗଢ଼ା ମୂଲ୍ୟ ଅଫର ପ୍ରଦାନ କରାଯାଉଛି । ୨୦୨୩ ସେପ୍ଟେମ୍ବର ୨୪ ଓ ୨୫ ତାରିଖ ଦୁଇ ଦିନ ପାଇଁ ଏହି ଅଫର ବୈଧ ରହିବ ।

କଂପାନିର ସମସ୍ତ ସୋ’ରୁମ୍‌ରେ ସମାନ ଥିବା “କଲ୍ୟାଣ ସ୍ପେସିଆଲ ଗୋଲ୍ଡ ବୋର୍ଡ ରେଟ୍‌’ ଯାହା ବଜାରରେ ସର୍ବନିମ୍ନ ତାହା ଲାଗୁ ହେବ, ଫଳରେ ଏକ ନିରବଚ୍ଛିନ୍ନ ଓ ସର୍ଭିସ୍ ସୁବିଧା ଥିବା ସପିଙ୍ଗ ଅନୁଭୂତିକୁ ସୁନିଶ୍ଚିତ କରାଯାଇପାରିବ । ଏହି ଅଂଚଳରେ ରିଟେଲ୍ ଉପସ୍ଥିତିର ସମ୍ପ୍ରସାରଣ କରି ବ୍ରାଣ୍ଡ୍‌କୁ ପୃଷ୍ଠପୋଷକମାନଙ୍କ ପାଖରେ ପହଂଚାଇବା ଏବଂ ଅଭିବୃଦ୍ଧି ଧାରାକୁ ସହଯୋଗ କରିବା ପାଇଁ କଂପାନିର ରହିଥିବା ରଣନୀତିର ଏକ ଅଂଶ ହେଉଛି ଭୁବନେଶ୍ୱରରେ ଶୁଭାରମ୍ଭ କରାଯାଇଥିବା ଏହି ସୋ’ରୁମ୍ । କଲ୍ୟାଣ ଜୁଏଲର୍ସରେ ବିକ୍ରି କରାଯାଉଥିବା ଗହଣାଗୁଡ଼ିକ ବିଆଇଏସ ହଲମାର୍କର ଏବଂ ଏକାଧିକ ଶୁଦ୍ଧତା ପରୀକ୍ଷା ଦେଇ ଗତି କରେ । ଗ୍ରାହକମାନେ କଲ୍ୟାଣ ଜୁଏଲର୍ସର ୪-ସ୍ତରୀୟ ଆସ୍ୟୁରାନ୍ସ ସାର୍ଟିଫିକେଟ୍ ପାଇବେ ଯାହା ଶୁଦ୍ଧତା, ଗହଣାର ଜୀବନବ୍ୟାପୀ ମରାମତି, ସମ୍ପୂର୍ଣ୍ଣ ଉତ୍ପାଦ ବିବରଣୀ ଏବଂ ଏକ୍ସଚେଂଜ୍ ଓ ବାଏ ବ୍ୟାକ୍ ନୀତିରେ ସ୍ୱଚ୍ଛତା ଆଦିର ଗ୍ୟାରେଂଟି ପ୍ରଦାନ କରୁଛି ।

ବିଶ୍ୱାସନୀୟ ଗ୍ରାହକମାନଙ୍କୁ ଶ୍ରେଷ୍ଠତା ପ୍ରଦାନ କରିବା ଲାଗି ବ୍ରାଣ୍ଡ୍‌ର ରହିଥିବା ପ୍ରତିବଦ୍ଧତାର ଅଂଶ ହେଉଛି ଏହି ସାର୍ଟିଫିକେଟ୍ । ଏହି ନୂଆ ସୋ’ରୁମ୍‌ରେ କଲ୍ୟାଣ ଜୁଏଲର୍ସର ସାରା ଭାରତରୁ ପ୍ରସ୍ତୁତ କରାଯାଇଥିବା ବ୍ରାଇଡାଲ୍ ଗହଣା ମୁହୁରତର ଷ୍ଟକ୍ ରହିବ । ଏଥି ସହିତ ଏଥିରେ କଲ୍ୟାଣର ଲୋକପ୍ରିୟ ବ୍ରାଣ୍ଡ୍ ତେଜସ୍ୱୀ (ପୋଲକି ଗହଣା), ମୁଦ୍ଧରା (ହାତତିଆରି ଆଂଟିକ୍ ଗହଣା), ନିମାହ (ମନ୍ଦିର ଗହଣା), ଗ୍ଲୋ (ଡ୍ୟାନ୍‌ସିଂ ହୀରା), ଜିଆ (ସୋଲିଟାୟାର ଭଳି ହୀରା ଗହଣା), ଅନୋଖି (ଅନକଟ ହୀରା), ଅପୂର୍ବା (ସ୍ୱତନ୍ତ୍ର ଅବସର ପାଇଁ ହୀରା), ଅନ୍ତରା (ବିବାହ ଅବସର ପାଇଁ ହୀରା), ରଙ୍ଗ (ପ୍ରିସିଅସ୍‌ ଷ୍ଟୋନ୍ ଗହଣା) ଏବଂ ନିକଟରେ ଉନ୍ମୋଚନ ହୋଇଥିବା ଲିଲା (କଲର୍ ଷ୍ଟୋନ ଓ ହୀରା ଗହଣା) ଆଦି ରହିବ ।

ବ୍ରାଣ୍ଡ୍‌, କଲେକ୍ସନ ଓ ଅଫର ବିଷୟରେ ଅଧିକ ସୂଚନା ଓ ବିବରଣୀ ପାଇଁ ପରିଦର୍ଶନ କରନ୍ତୁ  https://www.kalyanjewellers.net/

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version