• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଘରେ ଘରେ କଂଗ୍ରେସ ଘରେ ଘରେ ହାତ”କାର୍ଯ୍ୟକ୍ରମ ହଜାର ହଜାର କର୍ମୀଙ୍କୁ ଉପସ୍ଥିତିରେ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
September 26, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣାରତ ସାମ୍ବାଦିକମାନଙ୍କୁ ଭେଟିଲେ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧକ୍ଷ ବିଜୟ ପଟ୍ଟନାୟକ
Share on FacebookShare on TwitterWhatsapp

୨୫ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ତିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରୁ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଜି ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆଜିର ଏହି କାର୍ଯ୍ୟକ୍ରମ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଙ୍କ ନିର୍ଦ୍ଦେଶନାରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହେଉଥିବା ବେଳେ ଏହି କାର୍ଯ୍ୟକ୍ରମ ସାରା ରାଜ୍ୟ ସେପ୍ଟେମ୍ବର ମାସ୨୫,ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ମାସ ୧୫ତାରିଖ ମଧ୍ୟରେ ପ୍ରତ୍ୟେକ ଜିଲ୍ଲା ରେ କଂଗ୍ରେସ କର୍ମୀ ମାନଙ୍କୁ ନେଇ ଏକ ଉତ୍ସାହ ସହିତ ସମସ୍ତ ନେତା କର୍ମୀମାନେ ଏକତ୍ରିତ ହୋଇ ସମସ୍ତ ଜନସାଧାରଣଙ୍କୁ ଙ୍କୁ ଭେଟିବେ ଘର କୁ ଘର ବୁଲି ଘରେ ଘରେ କଂଗ୍ରେସ ଘରେ ଘରେ ହାତ ନାରା ଦେଇ କଂଗ୍ରେସ ସରକାର ସମୟରେ କରିଥିବା ଲୋକଙ୍କ ପାଇଁ କାର୍ଯ୍ୟକୁ ବର୍ତମାନ ର ବିଜେପି ବିଜେଡ଼ି ସରକାର ଙ୍କ ବିଫଳତା ଲୋକଙ୍କ ପାଖରେ ପହଞ୍ଚେଇବାର ପ୍ରୟାସ ଜାରି ରହିଛି।

କଂଗ୍ରେସ ସରକାର ଦେଶ ସ୍ବାଧୀନ ହେବା ବା ଠାରୁ ଆରମ୍ଭ ହୋଇଥିବା ଦେଶରେ ଯାହା କିଛି ହୋଇଛି ତାହା କଂଗ୍ରେସ ସରକାର ସମୟରେ ହୋଇଥିବା ଦେଖିବାକୁ ମିଳିଛି। ସରକାର ଟଙ୍କା ଖିଆ ଚାଉଳରୁ ଆରମ୍ଭ କରିଥିଲେ, ଯାହା କି ତାକୁ କଂଗ୍ରେସ ସରକାର ତତ୍କାଳୀନ ଧାନମନ୍ତ୍ରୀ ଶ୍ରୀ ମନମୋହନ ସିଂହ,ସୋନିଆ ଗାନ୍ଧିଙ୍କ ସମୟରେ ଏହା ଆରମ୍ଭ ହୋଇଥିଲା ଏହା କୌଣସି ଜୋଯନା ନାହିଁ ଏହା ହେଉଛି ଏକ ଏକ୍ଟ, ଖାଦ୍ୟ ସୂରକ୍ଷା ଏକ୍ଟ ପାସ ହେଇଥିବା ବେଳେ ସେହିପରି ଜଳସେଚନ ବ୍ୟବସ୍ଥାରେ ପ୍ରଗତି କଂଗ୍ରେସ ସମୟରେ ହୀରାକୁଦ, ଇନ୍ଦ୍ରାବତୀ, ଅପର କୋଲାବ, ସୁବର୍ଣ୍ଣ ରେଖା ନଦୀବନ୍ଧ ଯୋଜନା କଂଗ୍ରେସ ସମୟରେ ହିଁ ଲୋକଙ୍କ ପାଇଁ ଆରମ୍ଭ କରାଯାଇଥିଲା, ଶିଳ୍ପ (APICAL,OMFED) ଭଳିଆ ସଂତ୍ସା ଗଠିତ ହେଇଥିଲା, ବହୁ କାରଖାନା ବିଜେଡ଼ି ସରକାର ବନ୍ଦ କରିଦେଲା। ବିଜେଡ଼ି,ବିଜେପି ର ପ୍ରତିଶୃତି ଓ ପ୍ରତାରଣା କୃଷି ଏବଂ କୃଷକ ମାନଙ୍କ ସମସ୍ୟା କୁ ନେଇ ବର୍ଷିଲେ ପୂର୍ବତନ ମୂଖ୍ୟ ଶାସନ ସଚିବ ତଥା ଓଡ଼ିଶୀ ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଚେୟାରମେନ ଶ୍ରୀ ବିଜୟ କୁମାର ପଟ୍ଟନାୟକ ବେକାର ଯୁବକ ଯୁବତୀଙ୍କ ସମସ୍ୟା କୁ ନେଇ, ବିପର୍ଯ୍ୟୟ ସ୍ବାସ୍ଥ୍ୟ ବ୍ୟବସ୍ଥା,ବସ୍ତି ବାସିନ୍ଦା ଓଗରିବ ବାସହୀନ ପରିବାରକୁ ଠକିବା, ବିଜେପି ର ପ୍ରତିଶ୍ରୁତି ଓ ପ୍ରତାରଣା ଉପରେ ବର୍ଷିଛନ୍ତି ବିଜୟ କୁମାର ପଟ୍ଟନାୟକ।

ଆଜି ର ଏହି କାର୍ଯ୍ୟକ୍ରମ ପୂର୍ବରୁ ଗୋଷାଣୀ ବ୍ଲକର କତଲକୋଇଠା ପଞ୍ଚାୟତ ର ଶତାଧିକ କର୍ମି ବିଜେପି ବିଜେଡ଼ି ଛାଡି କଂଗ୍ରେସ ରେ ଯୋଗ ଦେଇଥିଲେ। ଓ ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ତଥା ମହୋନା ବିଧାୟକ ଦାସରଥି ଗମାଙ୍ଗ, ଅଭିମନ୍ୟୁ ପଣ୍ଡା, ସୂର୍ଯ୍ୟ ନାରାୟଣ ପାତ୍ର, ବିଭୁତି ଭୂଷଣ ପାତ୍ର, ଈଶ୍ୱର ମାଝି, ରାଜାପାତ୍ର, ଗୁମ୍ମା ବ୍ଲକର ସଭାପତି ଲଳିତ ମୋହନ ଦଣ୍ଡସେନା। ରେଣୁକା ପାତ୍ର, କୃଷ୍ଣ ଚନ୍ଦ୍ର ପାତ୍ର ଅମର ପାତ୍ର, ସଞ୍ଜୟ ଅଧିକାରୀ, ଆଶୋକ କୁମାର ଅଧିକାରୀ, ଲୋକି ପାତ୍ର ପ୍ରମୁଖ ଶତାଧିକ ନେତା କର୍ମୀମାନେ ଛାତ୍ର କଂଗ୍ରେସ ଯୁବ କଂଗ୍ରେସ ଙ୍କ ଉପସ୍ଥିତ ରେ ଆଜିର କାର୍ଯ୍ୟକ୍ରମରେ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମ କୁ ଗଜପତି ଜିଲ୍ଲା କଂଗ୍ରେସ ଉପ ସଭାପତି ବସନ୍ତ କୁମାର ପଣ୍ଡା ଙ୍କ ଦ୍ଵାରା ସୂଚାରୁରୂପେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version