• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
September 29, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ
Share on FacebookShare on TwitterWhatsapp

୨୮ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଖେଳିଯାଇଛି। ପ୍ରଥମେ ଜ୍ୱର କିଛିଦିନ ହେବା ପରେ ଦେହରେ ପାଣି ଫୋଟକା ହେବା ସହ ତାହା ଫାଟିଯାଇ ଦେହସାରା ଘା ହେଇଯାଉଛି। ପ୍ରଚଣ୍ଡ ଯନ୍ତ୍ରଣାରେ ରୋଗୀ ନାହିଁ ନ ଥିବା କଷ୍ଟ ଭୋଗୁଛନ୍ତି। ଏଭଳି ଦିନେ କି ଦୁଇ ଦିନ ନୁହଁ ପ୍ରାୟ ମାସେ ହେଲା ଉକ୍ତ ଅଞ୍ଚଳରେ ଜଣକ ପରେ ଜଣଙ୍କୁ ଏହି ରୋଗରେ ପୀଡିତ ହେଉଥିବା ଗ୍ରାମବାସୀ କହିଛନ୍ତି। ସେମାନେ ଏହି ରୋଗ ସମ୍ପର୍କରେ କିଛି ଅନୁଭୂତି ନ ଥିବା ଓ ଅଞ୍ଚଳରେ ଏଭଳି ପ୍ରଥମଥର ପାଇଁ ହେଉଥିବାରୁ ତାହା ଅଜଣା ରୋଗ ବୋଲି କହିଛନ୍ତି।

ଅର୍ଥାଭାବ ଯୋଗୁଁ ଲୋକେ ଡାକ୍ତରଖାନା ଯାଇ ପାରୁ ନାହାନ୍ତି। କିଛି ଲୋକ ଏହି ଅଜଣା ରୋଗକୁ ବସନ୍ତ, ମିଳିମିଳା ଭାବି ଘରୋଇ ଚିକିତ୍ସା କରୁଛନ୍ତି। କିଛି ଲୋକ ଝଡାଫୁଙ୍କା କରି ପୂଜାର୍ଚ୍ଚନା କରୁଥିବା ମଧ୍ୟ ଦେଖାଯାଇଛି। ଉକ୍ତ ଅଞ୍ଚଳରେ ଦୀର୍ଘ ଦିନ ହେଲା ପାଇପ ଯୋଗେ ଜଳ ଯୋଗାଣ କରାଯିବା ପାଇଁ ପାଇପ ବିଛାଯାଇଥିଲେ ସୁଦ୍ଧା ଜଳ ଯୋଗାଣ କରାଯାଉ ନାହିଁ, ଯାହା ଫଳରେ ଲୋକେ ନିକଟସ୍ଥ ଚୁଆଁ ପାଣିରେ ଗାଧୋଇବା ସହ ପିଇବା ପାଇଁ କୂଅ ପାଣି ବ୍ୟବହାର କରୁଥିବା ଗ୍ରାମର ଜଳେଶ୍ୱର ପ୍ରଧାନ, ପରମେ ପ୍ରଧାନ, ରଞ୍ଜନ ଦିଗାଲ ପ୍ରମୁଖ କହିଛନ୍ତି। ଏନେଇ ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଇନଚାର୍ଜ ଡାକ୍ତର ଅବିନାଶ ମଲ୍ଲିକ କହିଛନ୍ତି ଯେ, ଉକ୍ତ ଅଞ୍ଚଳରେ ଯେଉଁମାନେ ଚର୍ମ ଜନିତ ରୋଗି ସେମାନଙ୍କୁ ଚିକିତ୍ସା କରାଯାଉଛି।

ଯୋଉଟା ଏଠି ସମ୍ଭବ ହେଉନି ସେମାନଙ୍କୁ ଅନ୍ୟତ୍ର ଚିକିତ୍ସା ପାଇଁ ପଠାଯାଉଛି କିନ୍ତୁ ଲାଦାମାଲା ଗ୍ରାମରେ ବହୁ ଶିଶୁଙ୍କୁ ଏଭଳି ରୋଗ ହୋଇଥିବା ତାଙ୍କ ନିକଟରେ କୌଣସି ଖବର ନ ଥିବା କହିଛନ୍ତି। ଭ୍ରାମ୍ୟମାଣ ଚିକିତ୍ସା ଦଳର ଡାକ୍ତର ଅମ୍ବିକା ପ୍ରସାଦ ଶତପଥି କହିଛନ୍ତି ଯେ, ଏବେ ଚାରିଆଡେ ଏଭଳି କାଛୁ କୁଣ୍ଡିଆ ରୋଗ ଚାଲିଛି ତେଣୁ ଏହା କୌଣସି ଅଜଣା ରୋଗ ନୁହଁ । ଡାକ୍ତର ଖାନାରେ ପହଞ୍ଚିଲେ ସହଜରେ ରୋଗି ଭଲ ହୋଇପାରିବ ବୋଲି ସେ କହିଛନ୍ତି। ରୋଗକୁ ନେଇ କେହି ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version