• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଣ୍ଢେଇ ମେଳା ସହିତ ବିଜ୍ଞାନ ମେଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 1, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଣ୍ଢେଇ ମେଳା ସହିତ ବିଜ୍ଞାନ ମେଳା ଅନୁଷ୍ଠିତ
Share on FacebookShare on TwitterWhatsapp

୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ :-> ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି । କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୧୪୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ପୌରପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ଯୋଗଦେଇ ଦୈନନ୍ଦିନ ଜୀବନରେ ବିଜ୍ଞାନର ବ୍ଯବହାର ବିଷୟରେ ଆଲୋଚନା କରିବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଅଭିଭାବକମାନେ ନିଜ ନିଜର ଶିଶୁମାନଙ୍କୁ ଅନ୍ଧ ବିଶ୍ବାସରୁ ଦୂରେଇ ଉପଯୁକ୍ତ ସଂସ୍କାରରେ ଗଢିବା ପାଇଁ ନିବେଦନ କରିଥିଲେ ।

ବିଜ୍ଞାନ ମେଳାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଆଜିର ବିଜ୍ଞାନ ମେଳା ପ୍ରକଳ୍ପ ଗୁଡିକୁ ମୂଲ୍ଯାୟନ କରିବା ପାଇଁ ବିଚାରକ ତଥା ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଅନାଦି ଚରଣ ମହାନ୍ତି , ସମଗ୍ର ଶିକ୍ଷା ଅଭିଯାନର ରାଜ୍ୟ ରିସୋର୍ସ ପର୍ସନ ରବି ନାରାୟଣ ପାତ୍ର ଓ ପିଣ୍ଡିକେଶ ଆଞ୍ଚଳିକ ମହାବିଦ୍ୟାଳୟର ଜୀବ ବିଜ୍ଞାନ ଅଧ୍ଯାପକ ଆଲୋକ ଚନ୍ଦ୍ର ସାମନ୍ତରାୟ ଯୋଗଦେଇ ପ୍ରକଳ୍ପ ଗୁଡିକୁ ମୂଲ୍ଯାୟାନ କରିଥିଲା ବେଳେ ବିଦ୍ଯାଳୟର ରଂଜନ ଗୁରୁଜୀ ଓ ବିନୋଦିନୀ ଗୁରୁମା କଣ୍ଢେଇ ମେଳାର ପ୍ରକଳ୍ପ ଗୁଡିକୁ ମୂଲ୍ଯାୟନ କରିଥିଲେ । ବରିଷ୍ଠ ବର୍ଗରେ ହନିମେଷ ଡାକୁଆ ପ୍ରଥମ ହୋଇଥିଲା ବେଳେ ପ୍ରିତିଶ୍ ବିଶ୍ବାଳ ଦ୍ବିତୀୟ ଓ ଅଙ୍କିତା ଶୁଭଦର୍ଶିନୀ ୩ୟ ସ୍ଥାନ ଅଧିକାର କରିଛନ୍ତି ।

ସେହିପରି ଉପ ବରିଷ୍ଠ ବର୍ଗରେ ବିଶ୍ବବିଜିତା ମହାନ୍ତି ଓ ସଚିନ୍ ପାତ୍ର ଯୁଗ୍ମ ଭାବେ ପ୍ରଥମ ସ୍ଥାନ ଅଧିକାର କରିଥିଲା ବେଳେ ଅବିନାଶ ସାହୁ ଦ୍ବିତୀୟ ଓ ଶୁଭଶ୍ରୀ ସାହୁ ୩ୟ ସ୍ଥାନ ଅଧିକାର କରିଛନ୍ତି  । କନିଷ୍ଠ ବର୍ଗରେ ସାଇଶ୍ରୀ ପ୍ରିୟଦର୍ଶିନୀ ପ୍ରଥମ ହୋଇଥିଲା ବେଳେ ଲକ୍ଷ୍ମୀପ୍ରିୟା ନାୟକ ଦ୍ବିତୀୟ ଏବଂ ଜ୍ଯୋତି ପ୍ରକାଶ ମହାପାତ୍ର ୩ୟ ସ୍ଥାନ ଅଧିକାର କରିଛନ୍ତି । ଉପ କନିଷ୍ଠ ବର୍ଗରେ ସ୍ମ୍ରୁତି ପ୍ରିୟା ସାହୁ ପ୍ରଥମ ହୋଇଥିଲା ବେଳେ କାଳିଆ କାହ୍ନୁ ବିଶ୍ବାଳ ଓ ଶୁଭ୍ରାଂଶୁ କୁମାର ବେହେରା ଯୁଗ୍ମ ଭାବେ ଦ୍ବିତୀୟ ଓ ଆଦ୍ଯାସ୍ମିତା ମହାପାତ୍ର ୩ୟ ସ୍ଥାନ ଅଧିକାର କରିଛନ୍ତି ।

ସେହିପରି କଣ୍ଢେଇ ମେଳାରେ ଦେବସ୍ମିତା ନାୟକ ପ୍ରଥମ ହୋଇଥିଲା ବେଳେ ପ୍ରତ୍ଯୁଷ ରଂଜନ ସାହୁ ଦ୍ବିତୀୟ, ଆଦ୍ଯା ପ୍ରିୟଦର୍ଶିନୀ ଓ ମଧୁସୂଦନ ସାହୁ ଯୁଗ୍ମ ଭାବେ ୩ୟ ସ୍ଥାନ ଅଧିକାର କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ବିଜ୍ଞାନ ଶିକ୍ଷକ ପବିତ୍ର ସାହୁ, ନିର୍ମଳ କୁମାର ସାହୁ ଓ ଶୁଭଶ୍ରୀ ପଟ୍ଟନାୟକ ମୂଲ୍ଯାୟନ କାର୍ଯ୍ୟରେ ସହଯୋଗ କରିଥିଲାବେଳେ ସମସ୍ତ ଗୁରୁଜୀ ଗୁରୁମା ମାନେ ଅକ୍ଳାନ୍ତ ପରିଶ୍ରମ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ପ୍ରିୟମ୍ବଦା ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲାବେଳେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଧନ୍ଯବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସତ୍ୟବାଦୀର ମନୋଜ ରଥ ବିଜେପିକୁ ଫେରିଲେ ପୁରୀ ଓ ସତ୍ୟବାଦୀରେ ଖୁସିର ଲହରୀ

ସତ୍ୟବାଦୀର ମନୋଜ ରଥ ବିଜେପିକୁ ଫେରିଲେ ପୁରୀ ଓ ସତ୍ୟବାଦୀରେ ଖୁସିର ଲହରୀ

September 3, 2026
ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ଅଞ୍ଚଳରୁ ବେଆଇନ ବାଲି ଚାଲାଣ ମାମଲାରେ ଟ୍ରାକ୍ଟର ଜବତ ୫୧ ହଜାର ଟଙ୍କା ଜରିମାନା ଆଦାୟ

ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ଅଞ୍ଚଳରୁ ବେଆଇନ ବାଲି ଚାଲାଣ ମାମଲାରେ ଟ୍ରାକ୍ଟର ଜବତ ୫୧ ହଜାର ଟଙ୍କା ଜରିମାନା ଆଦାୟ

September 3, 2026
ପାରଳାଖେମୁଣ୍ଡି ସ୍ଥିତ ସି. ୟୁ. ଟି. ଏମ. ରେ ପୋଷଣ ସପ୍ତାହ – ୨୦୨୬ର ଶୁଭାରମ୍ଭ

ପାରଳାଖେମୁଣ୍ଡି ସ୍ଥିତ ସି. ୟୁ. ଟି. ଏମ. ରେ ପୋଷଣ ସପ୍ତାହ – ୨୦୨୬ର ଶୁଭାରମ୍ଭ

September 3, 2026
ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ

ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ

September 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସତ୍ୟବାଦୀର ମନୋଜ ରଥ ବିଜେପିକୁ ଫେରିଲେ ପୁରୀ ଓ ସତ୍ୟବାଦୀରେ ଖୁସିର ଲହରୀ

ସତ୍ୟବାଦୀର ମନୋଜ ରଥ ବିଜେପିକୁ ଫେରିଲେ ପୁରୀ ଓ ସତ୍ୟବାଦୀରେ ଖୁସିର ଲହରୀ

September 3, 2026
ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ଅଞ୍ଚଳରୁ ବେଆଇନ ବାଲି ଚାଲାଣ ମାମଲାରେ ଟ୍ରାକ୍ଟର ଜବତ ୫୧ ହଜାର ଟଙ୍କା ଜରିମାନା ଆଦାୟ

ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ଅଞ୍ଚଳରୁ ବେଆଇନ ବାଲି ଚାଲାଣ ମାମଲାରେ ଟ୍ରାକ୍ଟର ଜବତ ୫୧ ହଜାର ଟଙ୍କା ଜରିମାନା ଆଦାୟ

September 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version