ରାଜଭବନକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା – ଭୁବନେଶ୍ୱର

ଓଡିଶା ତାଜା ନ୍ୟୁଜ୍ (୦୮ ଜୁଲାଇ ବୁଧବାର ) ଭୁବନେଶ୍ୱର :- ରାଜଭବନକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଭୁବନେଶ୍ୱର, ୮ ଜୁଲାଇ, ୨୦୨୦ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ କୋଭିଡ୍‌-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ଜୁଲାଇ ୩୧ ତାରିଖ ପଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉ ପରେ କଟକଣା ଲାଗୁ କରାଯାଇଛି । ଆବଶ୍ୟକ ସ୍ଥଳେ ଟେଲିଫୋନ୍‌/ଫ୍ୟାକ୍ସ/ଇମେଲ୍‌ (govodisha@nic.in) ଯୋଗେ ରାଜଭବନ ସହ ଯୋଗାେଯାଗ କରିବାକୁ ରାଜଭବନ ପକ୍ଷରୁ କୁହାଯାଇଛି ।