No Result
View All Result
୩ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :-> ଜଟଣୀର ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସରକାରୀ କାର୍ଯ୍ୟାଳୟ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ ସହକାରେ ପାଳିତ ହୋଇଯାଇଛି । ଜଟଣୀ ବରିଷ୍ଠ ନାଗରିକ ସେବାସଂଘ ଓ ପ୍ରାଣନାଥ ଫାଉଣ୍ଡେସନ ପକ୍ଷରୁ ଅନୁଷ୍ଠାନର ସଭାପତି
ନୋଟାରି ପବ୍ଲିକ ଅବନୀ ରାଉତରାୟ ଙ୍କ ନେତୃତ୍ୱରେ ଅନୁଷ୍ଠାନର ସମ୍ପାଦକ ଜବାହର ଲାଲ୍ ସୁବୁଦ୍ଧି,ଅବସରପ୍ରାପ୍ତ ଶିକ୍ଷକ ନେତା ତ୍ରିନାଥ ସାମନ୍ତରାୟ,ବୈରାଗୀ ଜେନା, ରାଜେନ୍ଦ୍ର ପଟ୍ଟନାୟକ ଓ ସୁଶାନ୍ତ ରାଉତ ପ୍ରମୁଖ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।

No Result
View All Result