ଓଡିଶା ତାଜା ନ୍ୟୁଜ୍ (୦୮ ଜୁଲାଇ ବୁଧବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂନା – ରୋଗୀମାନଙ୍କ ପାଇଁ ଉତ୍ତମ ମାନରିକିତ୍ସାସେବା ବ୍ୟବସ୍ଥା ଫଳରେ ଆଜି ଓଡ଼ିଶାରେ ରେକର୍ଡ ସଂଖ୍ୟକ ୩୦୩ ଜଣ କୋଭିଡ୍-୧୯ ରୋଗୀ ସୁସ୍ଥ ହୋଇଛନ୍ତି । ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩ ,୦୮,୬୯୮ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୦,୬୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୭୦୦୬ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୪୮ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୫୫୭ ରହିଛି । ୩,୮୬୦ ଜଣ ହସ୍ ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ।