• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସର ସଫଳ ଯାତ୍ରା ଜାରି, ୧୮ଦିନରେ ୨୩୫୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

Proprietor Abhimanyu Maharana by Proprietor Abhimanyu Maharana
October 8, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସର ସଫଳ ଯାତ୍ରା ଜାରି, ୧୮ଦିନରେ ୨୩୫୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ
Share on FacebookShare on TwitterWhatsapp

୦୭ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଶନିବାର ଯାତ୍ରାର ୧୮ତମ ଦିବସରେ ୨୩୫୦ରୁ ଉର୍ଦ୍ଧ୍ବ ଆଇଡିଆ ସଂଗ୍ରହ କରିଛି । ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ରାଜ୍ୟର ୩ଟି ପ୍ରମୁଖ ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ ଏବଂ ମାଲକାନଗିରି ପହଁଂଚି ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନ ଗୁଡିକ ସମୁଦାୟ ୮ଟି କଲେଜ ଏବଂ ୪ଟି ସ୍କୁଲ ଗସ୍ତ କରି ଛାତ୍ରୀଛାତ୍ରଙ୍କ ଠାରୁ ୯୩ଟି ଆଇଡିଆ ସଂଗ୍ରହ କରିଛି ।

ଏହି ଷ୍ଟାର୍ଟଅପ୍ ଯାତ୍ରା ସୁନ୍ଦରଗଡ଼ ଜିଲ୍ଲାର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ଉତ୍କଳମଣି ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଓ କନକ ମଞ୍ଜରୀ ଇନଷ୍ଟିଚ୍ୟୁଟ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ ପରିଦର୍ଶନ କରିଛି। ମାଲକାନଗିରି ଜିଲ୍ଲାର ମଡେଲ ଡିଗ୍ରୀ କଲେଜ, ଏକଲବ୍ୟ ଆବାସିକ ବିଦ୍ୟାଳୟ ଓ ସରକାରୀ ପଲିଟେକ୍ନିକ୍ ପରିଦର୍ଶନ କରିଥିବା ବେଳେ ଭ୍ୟାନ୍ ନୂଆପଡ଼ା ଜିଲ୍ଲାର କେନ୍ଦ୍ରୀୟ ବିଦ୍ୟାଳୟ ୧ ଖଡିଆଳ, ଓଏମ୍ ସାଇ ପବ୍ଲିକ୍ ସ୍କୁଲ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ପରିଖିତ ଟାଇଗର +୨ କଲେଜ ପରିଦର୍ଶନ କରିଛି। ଏହାବାଦ ମଡେଲ କଲେଜ (ନୂଆପଡ଼ା) ଓ ବିକାଶ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ବରଗଡ଼)ରେ ୨ଟି ବୁଟ୍ କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା।

ବର୍ତମାନସୁଦ୍ଧା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ୧୫୬ଟି କଲେଜ୍ ଏବଂ ୫୯ଟି ବିଦ୍ୟାଳୟ ଗସ୍ତ କରିସାରିଥିବାବେଳେ ଏଥିରେ ୨୨,୧୫୮ ରୁ ଅଧିକ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଛନ୍ତି ଏବଂ ୨୩୫୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ ହୋଇପାରିଛି । ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତିଭୂମି ତିଆରି କରିପାରିଛି । ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ୍ ଏହାର ଯାତ୍ରାକୁ ଆଗେଇ ନେଇ ଆସନ୍ତା ୯ ତାରିଖ (ସୋମବାର) ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲା ଗସ୍ତ କରି ଜିଲ୍ଲାସ୍ତରରେ ଉଦ୍ୟୋଗ ଓ ନବସୃଜନକୁ ପ୍ରୋତ୍ସାହିତ କରିବ।

ଆସନ୍ତା ସୋମବାର ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ୍ କନ୍ଧମାଳ ଜିଲ୍ଲାର କେବି ହିଷ୍ଟ (ଡିଗ୍ରୀ) କଲେଜ ଓ ପ୍ରମିଳା ଦେବୀ ଡିଗ୍ରୀ କଲେଜ (ଦାରିଙ୍ଗିବାଡି) ପରିକ୍ରମା କରିବ। ଏହାସହ ଭ୍ୟାନ୍ ରାୟଗଡ଼ା ଜିଲ୍ଲାର ଡିଭାଇନ୍ ଡିଗ୍ରି କଲେଜ ଓ ଆଇଟିଆଇ ନୟାଗଡ଼ ପରିଦର୍ଶନ କରିବାକୁ ଥିବାବେଳେ, କେନ୍ଦୁଝର ଜିଲ୍ଲାର ବିଶ୍ୱ ବିନାୟକ ଡିଗ୍ରୀ କଲେଜ ଓ ବ୍ରଜବନ୍ଧୁ ମହାବିଦ୍ୟାଳୟ ପରିଦର୍ଶନ କରିବ। ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା । ଯାତ୍ରାର ୨୦୨୩ ସଂସ୍କରଣରେ ଚାରିଟି ଭ୍ୟାନ୍ ସମସ୍ତ ୩୦ଟି ଜିଲ୍ଲା ପରିଦର୍ଶନ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version