• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ମନ୍ତ୍ରୀ ଅତନୁ ସବ୍ୟସାଟୀ ନାୟକ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ଘାଟନ

Proprietor Abhimanyu Maharana by Proprietor Abhimanyu Maharana
October 11, 2023
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ମନ୍ତ୍ରୀ ଅତନୁ ସବ୍ୟସାଟୀ ନାୟକ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ଘାଟନ
Share on FacebookShare on TwitterWhatsapp

୧୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ରାଜ୍ୟ ସମବାୟୁ ଖାଉଟି କଲ୍ୟାଣ ଏ ଉର୍ଚ ଶିକ୍ଷା ମନ୍ତ୍ରୀ ଅତନୁ କଲ୍ୟାଣ ସବ୍ୟସାଚୀ ନାୟକ ଆଜି ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ସରକାରୀ କାର୍ଯ୍ୟର ଉଦ୍ଘାଟନ କରିଥିଲେ । ହେଲିକପ୍ଟରରେ ମୋହନା ହାଇସ୍କୁଲ ପଡିଆରେ ସକାଳ ୯ଟାରେ ଅବତରଣ କରିବା ପରେ ସେ ମୋହନା ଅନୁଗ୍ରହପୀଠରେ ଏକ କର୍ମୀ ସମ୍ମଳନୀକୁ ସମ୍ବୋଧିତ କରିଥିଲେ ।

ସେଠାରେ କିଛି ଦିନ ପୂର୍ବେ ମୃତ୍ୟୁ ହୋଇଥିବା ବରିଷ୍ଠ ବିଜେଡି ସଙ୍ଗଠକ ପ୍ରଶାନ୍ତ ନାୟକଙ୍କ ଫୋଟଚିତ୍ରରେ ପଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଥିଲେ । ପରେ ମୋହନା ଆଇସିଡିଏସ୍ ବିଭାଗର ନୂତନ କୋଠା, ଚିକିଟି – ଖେମୁଣ୍ଡି ହଳଦିଆ ତୈଳିକ ବୈଶ ସମାଜର ସଭାପତି ଶ୍ରୀ ଦଣ୍ଡାସି ସାହୁ ସମାଜ ପାଇଁ କୋଠଗୃହ ଓ ଶଶ୍ମାନ ଗୃହ ନିର୍ମାଣ ପାଇଁ ଅନୁଦାନ ଅର୍ଥ ପାଇଁ ମାନ୍ୟବର ମଖ୍ୟମନ୍ତୀଙ୍କ ନବିନ ପଟ୍ଟନାୟକ ଉଦେଶ୍ୟରେ ମାନ୍ୟବର ଯୋଗାଣ ଖାଉଟି ମନ୍ତ୍ରୀକୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ ।

ଏହାପରେ ମୋହନା ଉନ୍ନୟନ ପରିଷଦ ତରଫରୁ ମୋହନାକୁ ଏନ୍ଏସି କରିବା ସହ ୨୬ଟି ଦାବି ନେଇ ମାନ୍ୟବର ମୁଖ୍ୟମନ୍ତୀ ନବିନ ପଟ୍ଟନାୟକ ଉଦେଶ୍ୟ ଖାଉଟି କଲ୍ୟାଣ ଶ୍ରୀ ନାୟକକୁ ଦାବି ପ୍ରଦାନ କରିଥିଲେ । ମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ମୋହନା ନିର୍ବାଚନ ମଣ୍ଡଳୀର ଅବ୍ଜର ପୃଥିବୀ ରାଜ ସାହୁ , ଜିଲ୍ଲାପରିଷଦ ଅଧ୍ୟକ୍ଷ ଗାବରା ତ୍ରିପତି ରାଓ, ଜିଲ୍ଲା ସଭାପତି, ଜଗବନ୍ଧୁ ଦାସ , ଉପସଭାପତି ଦଣ୍ଡାସି ସାହୁ, ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷା ନରମ ରଇତ, ବରିଷ୍ଟ ନେତା ତ୍ରିପତି ପାଣିଗ୍ରାହୀ, ଅନ୍ତର୍ଯ୍ୟାମୀ ଗମାଙ୍ଗ, ପ୍ରଦିପ ନାୟକ, ମୋହନା ବ୍ଳକର ବ୍ଳକ ଅଧ୍ୟକ୍ଷ,ରଞ୍ଜୀବ ଶବର, ଆର,ଉଦୟଗିରି ଲକ୍ଷ୍ମୀନାରାୟଣ ଶବର ଓ ରାୟଗଡା ବ୍ଳକ ଅଧ୍ୟକ୍ଷ,

ମୋହନା ଜିଲ୍ଲାପରିଷଦ ସଭ୍ୟ ଚନ୍ଦ୍ରକାନ୍ତ ମଲ୍ଲିକ, ଅଡବା ଓ ଚନ୍ଦ୍ରଗିରି ଜିଲ୍ଲାପରିଷଦ ସଭ୍ୟ, ଜେସ ରାଇକ, ସୁନ୍ଦରଡାଙ୍ଗ ସରପଞ୍ଚ ପ୍ରେମା ମାଝି ଏବଂ ୪ଟି ବ୍ଳକର ଶହ ଶହ ବିଜେଡି କର୍ମୀ ଯୋଗଦେଇଥିଲେ । ଚାନ୍ଦିପୁଟରେ ମିଶନଶକ୍ତି ଗୃହର ଶିଳାନ୍ୟାସ, ଚନ୍ଦ୍ରଗିରି ପଞ୍ଚାୟତ ଦ୍ବାରା ନିମିତ୍ତ ବଜାର ଗୃହର ଉଦ୍ଘାଟନ, ନୁଆଗଡ ବ୍ଳକ ସରଳାପଦର ଠାରୁ ରବୁଡାସିଂ ରାସ୍ତାର ନାଳ ଉପରେ ସେତୁ ଉଦ୍ଘାଟନ ଓ ଉଦୟପୁରୁ ଠାରୁ ମାଣ୍ଡିଡି ରାସ୍ତାର ବଡଝର ନଦୀ ସେତୁର ଉଦ୍ଘାଟନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମ ସାରି ଅପରାହ୍ନ ୩ଟା ସମୟରେ ମନ୍ତ୍ରୀ ପୁଣି ହେଲିକପ୍ଟର ଯୋଗେ ଭୂବନେଶ୍ବର ଫେରିଯାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version