• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ରାଜକୋଷକୁ ଅପବ୍ୟବହାର କରିବା ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
October 11, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ରାଜ୍ୟ ରାଜକୋଷକୁ ଅପବ୍ୟବହାର କରିବା ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ

Share on FacebookShare on TwitterWhatsapp

୧୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ସମସ୍ତ ଓଡ଼ିଆ ଓ ଇଂରାଜୀ ଖବର କାଗଜର ପ୍ରଥମ ପୃଷ୍ଠାରେ ରାଜ୍ୟ ସରକାରଙ୍କର ପଂଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ଦ୍ୱାରା ଦିଆଯାଇଥିବା ବିଜ୍ଞାପନରେ ବିଜେଡ଼ି ଦଳର ନିର୍ବାଚନୀ ଚିହ୍ନ ‘ଶଙ୍ଖ’ କୁ ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କ ଉଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ରାଜ୍ୟପାଳଙ୍କ ଅନୁପସ୍ଥିତିରେ ବ୍ୟକ୍ତିଗତ ସଚିବଙ୍କୁ ସ୍ମାରକ ପତ୍ର ପ୍ରଦାନ କରି ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଇଂରାଜୀ ଓ ଓଡ଼ିଆ ଖବର କାଗଜରେ ଦିଆଯାଇଥିବା ବିଜ୍ଞାପନ ବାବଦରେ କହିଥିଲେ ଯେ ଓଡ଼ିଶା ସରକାରୀ ଲୋଗ ଏବଂ ୫-ଟି ଲୋଗ ସହିତ ବିଜେଡ଼ି ଦଳର ନିର୍ବାଚନୀ ଚିହ୍ନ ‘ଶଙ୍ଖ’ ଲାଗିବା ସମସ୍ତ ନିୟମାବଳୀକୁ ଉଲଘଂନ ଓ ଅବମାନନା କରାଯାଉଛି ।

ସରକାରୀ ଦଳର ସ୍ୱାର୍ଥ ପାଇଁ ସରକାର କିପରି ରାଜ୍ୟ ରାଜକୋଷରୁ ଜନସାଧାରଣଙ୍କର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ଏହା ତାହାର ଜ୍ୱଳନ୍ତ ଉଦାହରଣ । ରାଜ୍ୟରେ ଗଣତନ୍ତ୍ରକୁ ହତ୍ୟା କରାଯାଉଛି । ଓଡ଼ିଶାରେ ଜଙ୍ଗଲରାଜ ଶାସନ ଚାଲିଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଏ ଘଟଣାର ଅନୁସନ୍ଧାନ କରି ଘଟଣାରେ ସଂପୃକ୍ତ ବିଭାଗ ଏବଂ କର୍ତୃପକ୍ଷଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏହି ସ୍ମାରକପତ୍ରରେ ରାଜ୍ୟପାଳଙ୍କୁ ଅନୁରୋଧ କରାଯାଇଛି

ଏବଂ ପରବର୍ତୀ ସମୟରେ ପ୍ରକାଶିତ ହେବାକୁ ଥିବା ସରକାରୀ ବିଜ୍ଞାପନରେ ଦଳର ଲୋଗ ନ ଲଗାଯିବା ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଅନୁରୋଧ କରାଯାଇଛି । ଆଜିର ପ୍ରତିନିଧି ଦଳରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ବିଧାୟକ ସୁରେଶ କୁମାର ରାଉତରାୟ, ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ, ବିଭୂତି ମିଶ୍ର, ସେବାଦଳର ଅଧ୍ୟକ୍ଷ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର, ସାଧାରଣ ସମ୍ପାଦକ ରଶ୍ମି ମହାପାତ୍ର, ସମ୍ପାଦକ ନରୋତମ ନାୟକ ଓ ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version