• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦଶପଲ୍ଲାରେ “ଆମ ଓଡ଼ିଶା ,ନବୀନ ଓଡ଼ିଶା ” କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 14, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଦଶପଲ୍ଲାରେ “ଆମ ଓଡ଼ିଶା ,ନବୀନ ଓଡ଼ିଶା ” କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୩ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଦଶପଲ୍ଲା :-> ଦଶପଲ୍ଲା ବ୍ଲକ କାର୍ଯ୍ୟଳୟ ପରିସରରେ “ଆମ ଓଡ଼ିଶା ,ନବୀନ ଓଡ଼ିଶା “କାର୍ଯ୍ୟକ୍ରମ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ନୟାଗଡ଼ ଜିଲ୍ଲା ପାଇଁ “ଆମ ଓଡ଼ିଶା,ନବୀନ ଓଡ଼ିଶା ” କାର୍ଯ୍ୟକ୍ରମ ଉଦ୍ଘାଟନ ହୋଇଯାଇଛି । “ଆମ ଓଡ଼ିଶା ନବୀନ ଓଡ଼ିଶା ” ଯୋଜନାରେ ନୟାଗଡ଼ ଜିଲ୍ଲାର ୪ ଗୋଟି ନିର୍ବାଚନ ମଣ୍ଡଳୀ କୁ ସାମିଲ କରାଯାଇଥିବା ବେଳେ ଏହି ଯୋଜନାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ମଧ୍ୟ ସାମିଲ ହୋଇଥିବା ଜଣାପଡ଼ିଛି । ଅନ୍ୟପକ୍ଷରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ୫୦ ଗୋଟି ପଞ୍ଚାୟତ କୁ ୫୦ ଲକ୍ଷ ଲେଖାଏଁ ଅନୁଦାନ ରାଶି ଦେବା ସହ ସମୁଦାୟ ୨୫ କୋଟି ଅର୍ଥ ରାଶିରେ ୮୦୪ ଗୋଟି ପ୍ରକଳ୍ପ କୁ ଅନୁମୋଦନ ଦେଇଥିବା ଜଣାପଡ଼ିଛି ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ଶ୍ରୀ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବାବେଳେ ଅନ୍ୟ ମାନଙ୍କ ମଧ୍ୟରେ ଦଶପଲ୍ଲା ବ୍ଲକ ବିଜେଡ଼ି ସଭାପତି ସୁଦାମ ଚରଣ ନାୟକ,ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସାହୁ, ବିଡ଼ିଓ ସଞ୍ଜୟ କୁମାର୍ ଆଚାର୍ଯ୍ୟ ,ତହସିଲ୍ ଦାର ଶ୍ରୀକୁମାର ରଥ,ଜିଲ୍ଲା ପରିଷଦ ସଭ୍ୟ ବସନ୍ତ କୁମାର୍ ପ୍ରଧାନ ,ହରିଶ୍ଚନ୍ଦ୍ର ଜାନୀ,ସତ୍ୟଭାମା ନାୟକ ଙ୍କ ସମେତ ଦଶପଲ୍ଲା ବ୍ଲକ ର ସମସ୍ତ ପଂଚାୟତ ର ଜନ ପ୍ରତିନିଧି ଏବଂ ଦଶପଲ୍ଲା ବ୍ଲକ ରୁ ପ୍ରାୟ ୩୦୦୦ ରୁ ଊର୍ଦ୍ଧ୍ବ ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଜଣାପଡ଼ିଛି ।

ଏହି କାର୍ଯ୍ୟକ୍ରମରେ ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିବାବେଳେ ଅନ୍ୟପକ୍ଷରେ ଦଶପଲ୍ଲା ର କିପରି ଅଧିକ ରୁ ଅଧିକ ବିକାଶ ହୋଇପାରିବ ସେହି ସମ୍ପର୍କରେ ଦଶପଲ୍ଲା ବିଧାୟକ ଜନସାଧାରଣ ଏବଂ ଲୋକ ପ୍ରତିନିଧି ଙ୍କ ସହ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ ।ଏବଂ ଉକ୍ତ କାର୍ଯ୍ୟକ୍ରମ ର ପରିଶେଷରେ ଦଶପଲ୍ଲା ଅଞ୍ଚଳର ସମସ୍ତ ଜନସାଧାରଣ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଶପଲ୍ଲା ବିଧାୟକ ଙ୍କୁ ଭୂୟସୀ ପ୍ରଶଂସା କରିଥିବା ମଧ୍ୟ ଜଣାପଡ଼ିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ; ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ; ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

August 1, 2026
ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

July 31, 2026
ଡେଲ୍ ଟେକ୍ନୋଲୋଜିସ୍ ପକ୍ଷରୁ ଭାରତରେ ପ୍ରିମିୟମ କଞ୍ଜ୍ୟୁମର ପୋର୍ଟଫୋଲିଓ ସମ୍ପ୍ରସାରଣ

ଡେଲ୍ ଟେକ୍ନୋଲୋଜିସ୍ ପକ୍ଷରୁ ଭାରତରେ ପ୍ରିମିୟମ କଞ୍ଜ୍ୟୁମର ପୋର୍ଟଫୋଲିଓ ସମ୍ପ୍ରସାରଣ

July 31, 2026
ନୂଆ ୟେଜ୍ଦି ରେଞ୍ଜ ସହିତ ୨୦୨୬ ପାର୍ବଣ ଋତୁର ଆରମ୍ଭ କରିଛି ଜାୱା ୟେଜ୍ଦି ମୋଟରସାଇକେଲ୍ସ

ନୂଆ ୟେଜ୍ଦି ରେଞ୍ଜ ସହିତ ୨୦୨୬ ପାର୍ବଣ ଋତୁର ଆରମ୍ଭ କରିଛି ଜାୱା ୟେଜ୍ଦି ମୋଟରସାଇକେଲ୍ସ

July 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ; ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ; ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

August 1, 2026
ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

July 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version