• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ ଚଳିତ ବର୍ଷର ତୃତୀୟ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 14, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ଚଳିତ ବର୍ଷର ତୃତୀୟ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ
Share on FacebookShare on TwitterWhatsapp

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ :-> ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ  ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ, ନୟାଗଡ ପକ୍ଷରୁ ଚଳିତ ବର୍ଷର ତୃତୀୟ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ  ସର୍ବମୋଟ ୨୭୧୧ ଗୋଟି ମାମଲାର ଆପୋଷ ସମାଧାନଦ୍ଵାରା ଫଇସଲା ହୋଇ ପାରିଛି । ଏଥିରେ ବିବାହଜନିତ ୦୩ ଗୋଟି ମାମଲା ଫଇସଲା କରାଯାଇଥିଲା ।  ୨୬୯୪ ଗୋଟି ରାଜସ୍ୱଜନିତ ମାମଲାର ଫଇସଲା କରାଯାଇ ସର୍ବମୋଟ ଟ. ୮,୭୬,୨୯୯ ଙ୍କା ଆଦାୟ କରାଯାଇଅଛି । ଅନ୍ଯାନ୍ଯ ୧୪ ଗୋଟି ମାମଲାର ଫଇସଲା କରାଯାଇ ଟ.୧,୦୮,୮୬୦.୧୭ ଙ୍କା ଆଦାୟ କରାଯାଇଅଛି ।

ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ  ଜିଲ୍ଲା ଓ ଦୌରା ଜଜ ଲିଲି ସେନାପତି, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ବିଶ୍ଵଜିତ ନାୟକ, ଉପଖଣ୍ଡ ଫୌଜଦାରୀ  ବିଚାରପତି  ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେ.ଏମ. ଏଫ.ସି ସାବିତ୍ରୀ ଦାସ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ସ୍ଵତନ୍ତ୍ର ପୋକସୋ ଜଜ ଶ୍ରୀ ମାନସ କୁମାର ପଣ୍ଡା, ମୁଖ୍ୟ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତି ସ୍ନିଗ୍ଧା ଦାସ,

ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ,  ବରିଷ୍ଠ ଦେୱାନି ଜଜ ତଥା ସହକାରୀ ଦୌରା  ଜଜ (ମହିଳା ଅଦାଲତ) ଡଃ ରୀନତି ମିଶ୍ର, ରେଜିଷ୍ଟ୍ରାର ସିଭିଲ କୋର୍ଟ ଡଃ ନିଶାକର ସାହୁ, ସିଭିଲ ଜଜ ଅନ ପ୍ରୋବେସନ ଶ୍ରୀ ରାକେଶ କୁମାର ସାହୁ ଏବଂ ସମୃଦ୍ଧି ସାଗରିକା ବାରିକ ପ୍ରମୁଖ ଉପସ୍ଥିତ ଥିଲେ । ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ  ଆସନ୍ତା ତା ୦୯.୧୨.୨୦୨୩ ରିଖ  ଦ୍ଵିତୀୟ  ଶନିବାର ପୁନଶ୍ଚ ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ପ୍ରାଧିକରଣ ର ସଚିବ ଶ୍ରୀ ବିଶେଷ କୁମାର ସାହୁ ଜନ ସାଧାରଣଙ୍କୁ ସୂଚନା  ଦେବା ସହ ଏହାର ସୁଫଳ  ନେବାକୁ ପରାମର୍ଶ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version