• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଇରଙ୍ଗପୁର କଂଗ୍ରେସ ଦଳ ତରଫରୁ ଘରେ ଘରେ ଡୀରଙ୍ଗା ଘରେ ଘରେ ହାତ ର ପଦଯାତ୍ରା ସମାପନ

Proprietor Abhimanyu Maharana by Proprietor Abhimanyu Maharana
October 15, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ରାଇରଙ୍ଗପୁର କଂଗ୍ରେସ ଦଳ ତରଫରୁ ଘରେ ଘରେ ଡୀରଙ୍ଗା ଘରେ ଘରେ ହାତ ର ପଦଯାତ୍ରା ସମାପନ
Share on FacebookShare on TwitterWhatsapp

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ପୌରପରିଷଦ ର ୧୦ ୱାର୍ଡ ଠାରୁ କଂଗ୍ରେସ ର ଏକ ବିଶାଳ ପଦଯାତ୍ରା ବାହାରି ରାଇରଙ୍ଗପୁର ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ସମାପନ ହୋଇଥିଲା । ରାଇରଙ୍ଗପୁର ପୌରପରିଷଦ ରେ ପ୍ରାୟ ଶତାଧିକ କଂଗ୍ରେସ ପ୍ରେମୀ କର୍ମୀ ମାନେ ପଦଯାତ୍ରା ରେ ସାମିଲ ହୋଇଥିଲେ । କଂଗ୍ରେସ ଦଳ ର ମୁଖ୍ଯ ଉଦ୍ଦେଶ୍ଯ ଆଗାମୀ ୨୦୨୪ ନିର୍ବାଚନ ରେ ଯେପରି ରାଇରଙ୍ଗପୁର ନିର୍ବାଚନ ରେ ବିଧାୟକ ଆସନ କୁ ହାତେଇବା ପାଇଁ ଦଳ ତାର ରଣକୌଶଳ ରଣନୀତି ପ୍ରସ୍ତୁତି କରୁଥିବା ଦେଖିବାକୁ ମିଳୁଛି ।

ତେଣୁ କଂଗ୍ରେସ ତାର ଘରେ ଘରେ ତୀରଙ୍ଗା ଘରେ ଘରେ ହାତ କାର୍ଯ୍ୟକ୍ରମ ମାଧ୍ୟମ ରେ ଭୋଟର ମାନଙ୍କ ମନ କୁ ଜିଣିବା ପାଇଁ ପ୍ରୟାସ କରିବାର ପ୍ରୟାସ ଜାରି ରଖିଛି । କଂଗ୍ରେସ କର୍ମା ମାନେ ରାଜ୍ଯ ଓ କେନ୍ଦ୍ର ସରକାର ଙ୍କ ବିରୋଧ ରେ ସ୍ଲୋଗାନ ଦେଇଥିଲେ କାର୍ଯ୍ୟକ୍ରମ ରେ ପୂର୍ବତନ ବିଧାୟକ ଲକ୍ଷ୍ମଣ ମାଝୀ , ଏସ୍ ସି ମୋର୍ଚା ସଭାପତି ଭାଗିରଥି ପାତ୍ର , ଜାମଦା ବ୍ଳକ୍ ର କଂଗ୍ରେସ ନେତା ମହମ୍ମଦ ଆବିଦ୍ , ଏଲ୍ ଡି ଏମ୍ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ନେତା ମହମ୍ମଦ ଇନ୍ତେଖାବ୍ ଆଲ୍ଲାମ୍ ନେତ ରାମଜାନ ବେଗ୍ ,

କଂଗ୍ରେସ ନେତା ମନୋଜ ନାଏକ , ପୂର୍ବତନ କଂଗ୍ରେସ ବ୍ଳକ ସଭାପତି ଅନନ୍ତ ଚରଣ ଖୁଣ୍ଟିଆ , ବହଳଦା ବ୍ଳକ ର କଂଗ୍ରେସ ନେତା ଅଜୟ ରାଉତ ଓ ଜିଲ୍ଲା ସାଧାରଣ ସମ୍ପାଦକ ହରିଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ରେ ରାଇରଙ୍ଗପୁର ଟାଉନ କଂଗ୍ରେସ ନେତା ଅଶୋକ ଅଗ୍ରୱାଲ ଙ୍କ ନେତୃତ୍ବ ରେ ଅନୁଷ୍ଠିତ ହୋଇଥିଲା । ବିଶେଷ ସହଯୋଗ କରିଥିଲେ ରୂପକ କୁମାର ମହାନ୍ତି , ପୂର୍ଣିମା ଡଗରା , ପ୍ରବକ୍ତା ଲନିତ ମହାନ୍ତ , ଅନନ୍ତ ମାରାଣ୍ଡି , ବୁଲୁ ବେହେରା ଓ ଅନ୍ଯାନ୍ଯ ବରିଷ୍ଠ କଂଗ୍ରେସ ନେତା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version