• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନାଚୁଣୀ କଉଡ଼ିଖଣି ଛକ ନିକଟରେ ଚଳନ୍ତା ଟ୍ରକରେ ନିଆଁ : ଅଳ୍ପକେ ବର୍ତିଲେ ଡ୍ରାଇଭର ଓ ହେଲପର

Proprietor Abhimanyu Maharana by Proprietor Abhimanyu Maharana
October 15, 2023
in Uncategorized, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ନାଚୁଣୀ କଉଡ଼ିଖଣି ଛକ ନିକଟରେ ଚଳନ୍ତା ଟ୍ରକରେ ନିଆଁ : ଅଳ୍ପକେ ବର୍ତିଲେ ଡ୍ରାଇଭର ଓ ହେଲପର
Share on FacebookShare on TwitterWhatsapp

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବାଲୁଗାଁ/ଏନଏନଏସ :-> ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ଅଧୀନ ନାଚୁଣୀ କଉଡିଖଣି ଛକ ନିକଟରେ ଆଜି ଭୋର ସମୟରେ ଏକ ଅଘଟଣ ଘଟିଯାଇଛି l ଏକ ଦିଆସିଲ ବୋଝେଇ ହୋଇ ଯାଉଥିବା ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଥିଲା । ସୂଚନା ଅନୁଯାଇ ତାମିଲନାଡୁ ରୁ ଜସ୍ମନପୁର ଟାଟା ଅଭିମୁଖେ ଯାଉଥିବା ଏକ ମାଲବାହି ଟ୍ରକରେ ୧୬ ନମ୍ବର ଜାତୀୟ ରାଜପଥ କଉଡିଖଣି ଛକ ନିକଟରେ ହଠାତ୍ ଚଳନ୍ତା ଟ୍ରକରେ କୈାଣସି କାରଣ ବଶତଃ ନିଆଁ ଲାଗିଯାଇଥିଲା ।

କିନ୍ତୁ ଡ୍ରାଇଭର ତାହା ଜାଣିପାରି ନଥିଲେ ! ନାଚୁଣୀ ଆଉଟ ପୋଷ୍ଟ ନିକଟରେ ଗାଡ଼ିଟି ହତୁ ହୁତୁ ହୋଇ ଯେତେବେଳେ ନିଆଁ ବାହାରିଥିଲା ସେତେବେଳେ ଗାଡ଼ି ଡ୍ରାଇଭର ଜାଣି ପାରିଥିଲେ ଯେ , ଗାଡ଼ି ରୁ ନିଆଁ ବାହାରୁଛି । ସଙ୍ଗେ ସଙ୍ଗେ ଡ୍ରାଇଭର ଛକର ରାସ୍ତା ପାର୍ଶ୍ବରେ ଗାଡ଼ିଟି ରଖିଦେଇ ଗାଡ଼ିରୁ ଡ୍ରାଇଭର ଓ ହେଲପର ଡେଇଁ ପଡି ନିଜର ଜୀବନ ବଞ୍ଚାଇ ଥିଲେ l ଗାଡ଼ିଟିର ଆଗ ପଟ ସମ୍ପୂର୍ଣ୍ଣ ଭାବରେ ଜଳି ଯାଇ ନଷ୍ଟ ହୋଇ ଯାଇ ଥିବାର ଜଣାପଡ଼ିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version