• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ଅଣ୍ଡା ଦିବସ ୨୦୨୩ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 15, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ଅଣ୍ଡା ଦିବସ ୨୦୨୩ ପାଳିତ
Share on FacebookShare on TwitterWhatsapp

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପ୍ରତି ବର୍ଷ ଭଳି ଅକ୍ଟୋବର ମାସ ଦ୍ଵିତୀୟ ଶୁକ୍ରବାର ବିଶ୍ଵ ଅଣ୍ଡା ଦିବସ ପାଳିତ ହୋଇଯାଇଛି । ଗଜପତି ଜିଲ୍ଲା ପ୍ରାଣୀ ଚିକିତ୍ସା ଓ ପ୍ରାଣୀ ପାଳନ ବିଭାଗ ତରଫରୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ଵ ଅଣ୍ଡା ଦିବସ ପାଳିତ ହୋଇ ଯାଇଛି । ଆଜିର କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ ।

ଡ଼ ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ,ଶ୍ରୀଯୁକ୍ତ ସୁରେଶ ପଟ୍ଟନାୟକ, ପ୍ରକଳ୍ପ ନିର୍ଦ୍ଦଶକ, ଜଳ ଛାୟା ଗଜପତି, ଶ୍ରୀ ସୁଶାନ୍ତ ରଞ୍ଜନ ଦାସ,ଉପ ନିର୍ଦ୍ଦେଶକ ଉଦ୍ୟାନ ବିଭାଗ, ଶ୍ରୀ ସୁନାରମ ସିଂ, ଜିଲ୍ଲା ଶିଳ୍ପ କେନ୍ଦ୍ର ପରିଚାଳକ ଅଧିକାରୀ ଗଜପତି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ । ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ଗଜପତି, ଡା. ଧର୍ମେନ୍ଦ୍ର ମହାନ୍ତି ସଭାପତି ଭାବେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ,

ତଥା ସଭାପତି ପ୍ରଥମେ ବିଶ୍ଵ ଅଣ୍ଡା ଦିବସର ମହତ୍ଵ ଓ ଅଣ୍ଡାର ଆବଶ୍ୟକତା ସମ୍ପର୍କରେ ବକ୍ତବ୍ୟ ରଖିବା ପରେ ମୁଖ୍ୟ ଅତିଥି ଗଜପତି ଜିଲ୍ଲା ପରିପେକ୍ଷି ରେ ଅଣ୍ଡାର ଆବଶ୍ୟକତା ଓ ଅଣ୍ଡା ଉତ୍ପାଦନରେ ପ୍ରାଣୀ ଚିକତ୍ସା ବିଭାଗର ଭୂମିକା ସମ୍ପର୍କରେ ଅଭିଭାଷଣ ରଖିଥିଲେ । ସମ୍ମାନିତ ଅତିଥି ମହୋଦୟ ଅଣ୍ଡା ଉତ୍ପାଦନ ଓ ଚାଷୀ ମାନଙ୍କ ଆୟ ବୃଦ୍ଧିରେ ପ୍ରାଣୀ ଚିକିତ୍ସକଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ । ଏହା ପରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ସ୍ଵୟଂ ସହାୟକ ଗୋଷ୍ଠୀର ମା ମାନଙ୍କୁ ତଥା ଅନ୍ୟ ପ୍ରଗତିଶୀଳ ଚାଷୀ ମାନଙ୍କୁ କୁକୁଡା ଓ ବତକ ଅଣ୍ଡା ଉତ୍ପାଦନରେ ଅନନ୍ୟ ଭୂମିକା ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କାରୀ ରୂପେ ପୁରସ୍କାର ପ୍ରଦାନ ପୂର୍ବକ ସମ୍ଭର୍ଦ୍ଧନା ଜ୍ଞାପନ କାରାଯାଇ ଥିଲା ଶ୍ରୀବି.ଜଗଦୀଶ ରାଓ,

କଶୀନଗର ବ୍ଲକର, ବେଷ୍ଟ୍ କୁକୁଡ଼ା ଚାଷୀ ଭାବରେ ପୁରସ୍କାର ପ୍ରଦାନ କରାଯାଇ ଥିବା ବେଳେ ଶ୍ରୀ ଭବାନୀ ପ୍ରଧାନ, ମୋହନା ବ୍ଲକର ୧୦୦ ଅଣ୍ଡା ଦିଆ କୁକୁଡା ଚାଷ କରିଥିବାରୁ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ରାୟଗଡ଼ ବ୍ଲକର କାଞ୍ଚୀମୁଣ୍ଡା ଗ୍ରାମର ଜିହୋବାଜିରି ସ୍ୱୟଂ ସହାୟକ ଗୋଷ୍ଠୀ ଓ ଗୁମ୍ମା ବ୍ଲକର ଇନ୍ଦିରା ଏମ.କେ ଯୋଜନା ସ୍ୱୟଂ ସହାୟକ ଗୋଷ୍ଠୀକୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଛି।ସମସ୍ତ ଅତିଥି ଗଣ ଆଜିର ଦିବସର ପ୍ରାସଙ୍ଗିକତା ଓ ଗଜପତି ଜିଲ୍ଲା ଅଣ୍ଡା ଉତ୍ପାଦନରେ ଅଗ୍ରଣୀ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା.ରମାକାନ୍ତ ରଣା, ଡିପିଏମ ମିଶନ ଶକ୍ତି ଶ୍ରୀ ଟିମନ ବରା, ଡ଼ା.ନାରାୟଣ ମହାପାତ୍ର, ପ୍ରାଣୀ ଚିକିତ୍ସା ଅଧିକାରୀ ପାରଳାଖେମୁଣ୍ଡି ଓ ପ୍ରାଣୀ ଚିକିତ୍ସା ବିଭାଗର ଅଧିକାରୀ ମାନେ ବିଶ୍ଵ ଅଣ୍ଡା ଦିବସ ଉପଲକ୍ଷେ ନିଜର ସ୍ଵରଚିତ କବିତା ପଠନ କରିଥିଲେ।ଏହି କାର୍ଯ୍ୟ କ୍ରମକୁ ପ୍ରାଣୀ ଚିକିତ୍ସା ବିଭାଗର ଅଧିକାରୀଗଣ ଓ କର୍ମଚାରୀ ପ୍ରମୁଖ ସୂଚାରୁ ରୂପେ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version