• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଣ୍ଡଳ ସ୍ତରୀୟ ଆଥଲେଟିକ କ୍ରୀଡା ଓ ଫୁଟବଲ ପ୍ରତିଯୋଗୀତା ନୂଆଗାଁ

Proprietor Abhimanyu Maharana by Proprietor Abhimanyu Maharana
October 17, 2023
in ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ମଣ୍ଡଳ ସ୍ତରୀୟ ଆଥଲେଟିକ କ୍ରୀଡା ଓ ଫୁଟବଲ ପ୍ରତିଯୋଗୀତା ନୂଆଗାଁ
Share on FacebookShare on TwitterWhatsapp

୧୭ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :- ନୂଆଗାଁ ବ୍ଲକର ମଧ୍ୟରେ ଥିବା ଚିନ୍ତାମଣି ବିଦ୍ୟାପୀଠ ସଂପଡା ହାଇସ୍କୁଲ ପ୍ରାଙ୍ଗଣରେ ମଣ୍ଡଲ ସ୍ତରୀୟ ଆଥଲେଟିକ କ୍ରିଡା ଓ ଫୁଟବଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ବ୍ଲକ କ୍ରିଡା ସଂଯୋଜକ ପ୍ରଶାନ୍ତ କୁମାର ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରତିଯୋଗିତାରେ ପ୍ରଥମ ଦିବସରେ ବ୍ଲକ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସଭାପତିତ୍ଵ କରିଥିଲେ ଓ ପତାକା ଉତ୍ତୋଳନ କରଯାଇ କ୍ରୀଡ଼ା କୁ ଉଦ୍ଘାଟନ କରିଥିଲେ । ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଚିନ୍ତାମଣି ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଭୀମସେନ ସାହୁ , ସିଆରସିସି ନରେନ୍ଦ୍ର କୁମାର ବେହେରା ,ବିନାୟକ ପରିଡା ,ହୃଷୀ କେଶ ପରିଡା ,ଗୋପାଳ ଚନ୍ଦ୍ର ରାଇଗୁରୁ ,ପ୍ରମୁଖ ଯୋଗଦେଥିଲେ ।

ପ୍ରଥମ ଦିନରେ ଆଥଲେଟିକ ଓ ଦିତୀୟ ଦିନରେ ଫୁଟବଲ ,କ୍ରିକେଟ ପ୍ରତିଯୋଗୀତା ଅନୁଷ୍ଠିତ ହେବ । ଉକ୍ତ ପ୍ରତିଯୋଗୀତାକୁ କ୍ରିଡା ଶିକ୍ଷକ ପରମାନନ୍ଦ ପ୍ରଧାନ ,ରମେଶ ଚନ୍ଦ୍ର ମାଝି ,କୃଷ୍ଣ ମୋହନ ମହାପାତ୍ର ,ଅକ୍ଷୟ ଦାସ ,ନିହାରିକା ମଲ,ଉତ୍କଳ କେସରୀ ସାଦ ,ବିରଞ୍ଚି ନାରାୟଣ ବେହେରା ,ଉପସ୍ଥିତ ରହିଥିଲେ । ଦୁଇଦିନ ଧରି ଚଳିବାକୁ ଥିବା ପ୍ରତିଯୋଗିତାରେ ୩୮୦ ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଯୋଗ ଦେଇଥିଲେ। ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version