• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା-୨୦୨୩ ଉଦ୍‌ଘାଟିତ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
October 18, 2023
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା-୨୦୨୩ ଉଦ୍‌ଘାଟିତ – ଭୁବନେଶ୍ୱର
Share on FacebookShare on TwitterWhatsapp

୧୭ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା- ୨୦୨୩ ଭୁବନେଶ୍ୱର ସ୍ଥିତ ଅର୍ବାନ ହାଟ ଠାରେ ଆୟୋଜନ କରାଯାଇଅଛି . ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ତନ୍ତବାୟ ସମିତି ଏସ୍‌ଏଚ୍‌ଜି ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ବୁଣାକାରଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ପୋହି (Pକ୍ସଓଔ)-୨୦୨୩-୨୪ ଯୋଜନାରେ ଏହା ଅନୁଷ୍ଠିତ ହୋଇଅଛି .

ଏହି ମେଳାକୁ ଶ୍ରୀଯୁକ୍ତ ଶୋଭନ କ୍ରୀଷ୍‌ନା ସାହୁ, ଆଇ.ଆର.ଏସ୍‌, ବୟନଶିଳ୍ପ ନିର୍ଦ୍ଦେଶକ, ଓଡିଶା, ତା.୧୭.୧୦.୨୦୨୩ ସଂଧ୍ୟା ଘ.୫.୪୫ ମିନିଟ୍‌ରେ ଉଦ୍‌ଘାଟନ କରିଥିଲେ . ଉକ୍ତ ଉସିବରେ ଶ୍ରୀଯୁକ୍ତ ସଂବିତ କୁମାର ଆଚାର୍ଯ୍ୟ, ସଭାପତି, ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡ, ଶ୍ରୀଯୁକ୍ତ ଦେବଜୀତ ନନ୍ଦି, ଯୁଗ୍ମ ନିର୍ଦ୍ଦେଶକ ବୟନଶିଳ୍ପ, ଭୁବନେଶ୍ୱର, ଓ ଶ୍ରୀଯୁକ୍ତ ହେମନ୍ତ କୁମାର ମିଶ୍ର, ବାଣିଜ୍ୟ ଅଧିକାରୀ, ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡ ଉପସ୍ଥିତ ଥିଲେ . ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ, କଟକ, ସୋନପୁର, ଆଠଗଡ, ବାରିପାଦା, ବାଲେଶ୍ୱର, ପାଟଣାଗଡ, ନୟାଗଡ,

ଖୋର୍ଦ୍ଧା ଓ ବୌଦ୍ଧ ବୟନ ମଣ୍ଡଳ ମାନଙ୍କରୁ ୩୩ଗୋଟି ତନ୍ତବାୟ ସମିତି ଏସ୍‌ଏଚ୍‌ଜିର ବୁଣାକାର ସେମାନଙ୍କର ଉପ୍‌ିାଦିତ ଲୁଗାର ପ୍ରଦର୍ଶନୀ ଓ ବିକ୍ରୟ କରିବାପାଇଁ ଯୋଗଦାନ କରିଛନ୍ତି .ଏଥି ସକାଶେ ସେମାନଙ୍କୁ ୩୪ଗୋଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଅଛି . ଏହି ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଆସନ୍ତା ତା.୩୧.୧୦.୨୦୨୩ ପର୍ଯ୍ୟନ୍ତ ଚାଳୁରହିବ . ଏହି ଏକାମ୍ର ହାଟରେ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗଙ୍କ ପ୍ରଚେଷ୍ଠାରେ ଚଳିତବର୍ଷର୍ ଅକେଫାବର-୨୩ ସୁଦ୍ଧା ରାଜ୍ୟର ହସ୍ତତନ୍ତ ବୁଣାକାର ସଂସ୍ଥା ଓ ହସ୍ତଶିଳ୍ପ କାରିଗର ଭାଗ ନେଇ ଯଥାକ୍ରମେ ଟ.୨୭୮.୬୫ ଲକ୍ଷ ଓ ଟ.୧୨୫.୨୯ଲକ୍ଷ ମୋଟ ଟ.୪୦୩.୯୪ଲକ୍ଷର କାରବାର କରିପାରିଛନ୍ତି,

ଯାହାକି ଏକ ଯୁଗାନ୍ତକାରୀ ପଦକ୍ଷେପ ଅଟେ . ଉକ୍ତ ଅବଧି ମଧ୍ୟରେ ଏକାମ୍ର ହାଟ ମଧ୍ୟକୁ ୨ ଲକ୍ଷ ଲୋକ ଆଗମନ କରିଛନ୍ତି . ତା.୧୬.୧୦.୨୦୨୩ରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ମେଳାରେ ଗ୍ରାହକମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଉପିାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟରେ ୧୦% ସରକାରୀ ରିହାତିରେ କିଣିପାରିବେ . ଏହାର ସୁଯୋଗ ନେବାପାଇଁ ସମିତି ତରଫରୁ ଗ୍ରାହକ ମାନଙ୍କୁ ଅନୁରୋଧ କରାଯାଉଅଛି .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version