• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ବିକଳ ଚତ୍ର

Proprietor Abhimanyu Maharana by Proprietor Abhimanyu Maharana
October 18, 2023
in ଓଡ଼ିଶା, ଗଜପତି, ହୋମ୍
0
ମୋହନାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ବିକଳ ଚତ୍ର
Share on FacebookShare on TwitterWhatsapp

ଗୋଟିଏ ଶ୍ରେଣୀ ଗୃହରେ ୫ଟ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଠପପଢା ସ୍କଲ ବାରଣ୍ଡ ଓ ଗଛ ତଳେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା

୧୭ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର, ଉଦୟଗିରି  :-> ଆଦିବାସୀ ବହୁଳ ଗଜପତି ଜିଲ୍ଲାର ଦୁର୍ଗମ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ସଂମ୍ପୂର୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡିଛି । ପାଠ ପଢିବା ପାଇଁ ଶ୍ରେଣୀଗୃହ ନାହିଁ । ଏପରିକି ଗୋଟିଏ ଶ୍ରେଣୀ ଗୃହରେ ୫ଗୋଟି ଶ୍ରେଣୀର ଛାତ୍ରଛାତ୍ରୀ ବହୁ ଅସୁବିଧାର ସମ୍ମୁଖିନ ହୋଇ ପାଠ ପଡୁଛନ୍ତି । ଏହି ବିଦ୍ୟାଳୟର ବିଦ୍ୟାର୍ଥୀମାନେ ସ୍କୁଲ ବାରଣ୍ଡା କିମ୍ବା ଗଛ ମୂଳେ ମଧ୍ୟାହ୍ନ ଭୋଜନ ଖାଉଥିବା ମଧ୍ୟ ଲକ୍ଷ୍ୟ କରାଯାଇଛି । ଏହିଭଳି ବିକଳ ଚିତ୍ର ଗଜପତି ଜିଲ୍ଲା ମୋହନା ବ୍ଲକରେ ଦେଖାଦେଇଛି । ଘଟଣାରୁ ପ୍ରକାଶ, ସରକାର ଉର୍ଚ ବିଦ୍ୟାଳୟ ଗୁଡିକୁ ୫- ଟିରେ ରୂପାନ୍ତରିତ କରି ଗୁଣାମ୍ଭକ ଶିକ୍ଷା ପ୍ରଦାନ କରୁଛନ୍ତି । ହେଲେ ଦୁର୍ଗମ ଅଞ୍ଚଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପର୍ଣ ବିପର୍ଯ୍ୟସ୍ତ ଦେଖିବାକୁ ମିଳିଛି ।

ଯେଉଁଠି ୫-ଟି ଶ୍ରେଣୀର ପିଲାଙ୍କ ପାଇଁ ଗୋଟିଏ ମାତ୍ର ଶ୍ରେଣୀଗୃହ ରହିଛି । କୁନି ପିଲାମାନେ ଡହ ଡହ ଖରା ନଚେତ କେଉଁଠି ଗଛମୂଳେ ବସି ମଧ୍ୟାହ୍ନ ଭୋଜନ ଖାଉଛନ୍ତି । ଏହିଭଳି ଦେଖିବାକୁ ମିଳିଛି ମୋହନା ବ୍ଳକ ଟୁଟୁପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ । ବିଦ୍ୟାଳୟର ମାତ୍ର ଗୋଟିଏ ଶ୍ରେଣୀ ଗୃହ ରହିଛି । ଯେଉଁଠି ୧ମରୁ ୩ୟ ଶ୍ରେଣୀର ପିଲାମାନେ ଟୁଟୁପଡା ପ୍ରାଥମିକ ବିଦ୍ୟାଳୟରେ ପିଲାମାନେ ବାହରେ ବସି ଖାଉଛନ୍ତି । ଏକାଠି ବସି ପାଠ ପଢୁଥିବା ବେଳେ ୪ର୍ଥ ବସି ପଢୁଛନ୍ତି । ବିଦ୍ୟାଳୟର ୪ଜଣ ଓ ୫ମ ଶ୍ରେଣୀରେ ପିଲାମାନେ ବାରଣ୍ଡରେ ବସି ପାଠ ପଢୁଛନ୍ତି । ବିଦ୍ୟାଳୟର ୪ଜଣ ଶିକ୍ଷକ ଅଛନ୍ତି ।

ହେଲେ ପାଠ ପଢାଇବା ପାଇଁ ଶ୍ରେଣୀ ଗୃହ ନାହିଁ । ବର୍ଷା ଦିନେ ଛାତରୁ ପାଣି ଗଲୁଥିବା ବେଳେ ବାରଣ୍ଡରେ ବସି ପାଠ ପଢୁଥିବା ପିଲାଙ୍କ ସମସ୍ୟା ନ କରିବା ଭଲ । ଏ ଦୃଶ୍ୟ ହିଁ ବୟାନ କରୁଛି । ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା କେତେ ସୃଦୃଡ ବିଦ୍ୟାଳୟ କୃତ୍ତପକ୍ଷ କହିଛନ୍ତି । ବାରମ୍ବାର ଅତିରିକ୍ତ ଶ୍ରେଣୀ ଗୃହ ପାଇଁ ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଳକ ପ୍ରଶାସନ ଓ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଠାରେ ଅଭିଯୋଗ କରାଯାଇଛି । ହେଲେ ଏ ଯାଏଁ କୌଣସି ସୁଫଳ ମିଳିନାହିଁ । ସହକାରୀ ବ୍ଲକ ଶିକ୍ଷାଅଧିକାରୀ କହିଛନ୍ତି । ଆଗରୁ ବିଡିଓଙ୍କୁ ଅବଗତ କରାଯାଇଛି । ପୁଣି ଥରେ ଏ ସମ୍ପର୍କରେ ବିଡିଓଙ୍କୁ ଅବଗତ କରାଯିବ । ଅର୍ଥ ଆସିଲେ କାମ ହେବ ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version