• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୁଣି ଶବକୁ ଅସମ୍ମାନ ମିଳିଲାନି କାନ୍ଧ

Proprietor Abhimanyu Maharana by Proprietor Abhimanyu Maharana
July 10, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ପୁଣି ଶବକୁ ଅସମ୍ମାନ ମିଳିଲାନି କାନ୍ଧ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୦ ଜୁଲାଇ ଶୁକ୍ରବାର) ଭୋଗରାଈ :-  ପୁଣି ଶବକୁ ଅସମ୍ମାନ, ମିଳିଲାନି କାନ୍ଧ। ତେବେ ଶବକୁ କୌଣସି ବାହାର ଲୋକ ଅସମ୍ମାନ କରି ନାହାନ୍ତି, ନିଜ ବାପ ଘର ଲୋକେ କରିଛନ୍ତି ଅସମ୍ମାନ । ଏଭଲି ଅଭାବନିୟ ଘଟଣା ଦେଖୁବାକୁ ମିଳିଛି, ବାଲେଶ୍ୱର ଜିଲ୍ଲା, କମରଦା ଥାନା ଅଞ୍ଚଳରେ। ସୂଚନା ଅନୁଯାୟୀ ମଘ୍ସାତ ତାରିଖ ମଙ୍ଗଳାବାର ମଧ୍ୟାହ୍ନ ପ୍ରାୟ ଗୋଟାଏ ସମୟରେ ଜଳେଶ୍ବରପୁର ସିଏଚସିରେ କମର୍ଦ୍ଦା ଥାନା ଅନ୍ତର୍ଗତ ଚକେଇସ୍ବର୍ରୀ ଗ୍ରାମର ବିଶ୍ବଜିତ ପ୍ରଧାନଙ୍କ ସ୍ତ୍ରୀ ସୁମତୀ (୨୮)ଙ୍କ ମୃତ୍ୟୁ ହୋଇଥିଲା। ଏନେଇ ମୃତ ସୁମତୀଙ୍କ ବାପଘର ଲୋକେ ଖବର ପାଇ ଡାକ୍ତରଖାନାରେ ପହଞ୍ଚିବା ସହ, ତାଙ୍କ ଝିଅକୁ ଶ୍ବଶୁରଘର ଲୋକେ ତଣ୍ଟି ଚିପି ହତ୍ୟା କରିଥିବା ନେଇ କମରଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏନେଇ କମର୍ଦ୍ଦା ପୋଲିସ ୬୫/୨୦ ରେ ହତ୍ୟା ମାମଲା ରୁଜୁ କରି ସ୍ବାମୀ ବିଶ୍ବଜିତ (୩୨) ଓ ଶ୍ବଶୁର ପ୍ରବୀର (୫୬)କୁ ପୁଲିସ ଗିରଫ କରିଥିଲା। ବାପା ଘର ଲୋକଙ୍କ ସହିତ ବନ୍ଧୁ ବାନ୍ଧବ,ଗ୍ରାମବାସୀ ଡାକ୍ତରଖାନାରେ ପହଞ୍ଚି ହଟ୍ଟଗୋଳ କରିବା ସହ ଶବ ବ୍ୟବଚ୍ଛେଦରେ ନିରପେକ୍ଷତା ପାଇଁ ଜଳେଶ୍ୱରପୁର ମେଡିକାଲ ରେ ଶବ ବ୍ୟବଛେଦ ନକରି ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ କରାଇବାକୁ ଅଡ଼ି ଧରି ବସିଥିଲେ ।

ଜଳେଶ୍ବର ଏସଡିପିଓ ଅଙ୍କିତା କୁମ୍ଭାର,କମର୍ଦ୍ଦା ଆଇଆଇସି ପାସ୍କେଲ ଏକ୍କା,ଅତିରିକ୍ତ ତହସିଲଦାର ସନ୍ତୋଷ ପାଣିଗ୍ରାହୀ ଘଟଣାସ୍ଥଳରେ ପହଞ୍ଚି ବହୁ ବୁଝାସୁଝା କରି ଥିଲେ ବି ବିଫଳହୋଇଥିଲେ। ବାଧ୍ୟ ହୋଇ ମୃତ୍ୟୁର ୩୦ ଘଣ୍ଟା ପରେ ବୁଧବାର ସନ୍ଧ୍ୟାରେ ଶବ ବ୍ୟବଚ୍ଛେଦ ପାଇଁ ମୃତ ଶରୀରକୁ ବାଲେଶ୍ବର ସ୍ଥାନାନ୍ତର କରିଥିଲେ । ମୃତ ମହିଳାଙ୍କ ସ୍ବାମୀ ଓ ଶ୍ବଶୁର ଥାନାରେ ଥିବା ବେଳେ ପରିବାରର ଅନ୍ୟମାନେ ଫେରାର ହୋଇଯାଇଥିଲେ । ବାପଘର ଲୋକେ ମୃତ ମହିଳାର ଅନ୍ତିମ ସଂସ୍କାର ପର୍ୟ୍ୟନ୍ତ ସମସ୍ତ ଦାୟିତ୍ବ ବହନ କରିବେ କହି ଶବ ବ୍ୟବଚ୍ଛେଦ ପାଇଁ ବାଲେଶ୍ବର ନେଇଥିଲେ । ଗୁରୁବାର ମଧ୍ୟାହ୍ନରେ ଶବ ବ୍ୟବଚ୍ଛେଦ ହେବା ପରେ ଶବ କୁ ମୃତ ସୁମତୀଙ୍କ ଭାଇ ବିଜୟ ରଣଜିତ (୨୬) ଏବଂ କାକା ଗୌତମ ରଣଜିତ(୩୨) ମୃତ ଶରୀରକୁ ରିସିଭ କରି ଆମ୍ବୁଲାନସରେ ଗାଁ କୁ ଆଣିଥିଲେ । ମାତ୍ର କମର୍ଦ୍ଦା ଥାନା ସମ୍ମୁଖ ରାସ୍ତାରେ ପ୍ରାୟ ୩ ଟା ସମୟରେ ଆମ୍ବୁଲାନସ ଛିଡା କରାଇବାକୁ କହି ମୃତ ସୁମତୀର ଭାଇ ଓ କାକା ଗାଡିରୁ ଓହ୍ଲାଇ ପଡିବା ସହ ଶବ ଛାଡି ପଳାଇବାକୁ ଉଦ୍ୟମ କରୁଥିବା ବେଳେ, ଆମ୍ବୁଲାନସ ଡ୍ରାଇଭର କୃଷ୍ଣପ୍ରସାଦ ଗିରି , ଉଭୟଙ୍କୁ ଧରି ଥାନାରେ ଜେମା ଦେବା ସହିତ, ଲିଖିତ ଅଭିଯୋଗ କରିଥିଲେ।କମରଦା ପୋଲିସ ଅଭିଯୋଗ କ୍ରମେ ସୁମତିର ଭାଇ ଓ କକା କୁ ଅଟକ ରଖିଛି।

ସୁମତିର ମୃତକୁ ୬୦ ଘଣ୍ଟା ବିତିଯାଇଥିଲେବି ବାପ ଘର ଲୋକେ, କି ଆତ୍ମୀୟ ସୋଜନ କେହି ବିଶବକୁ କାନ୍ଧ ଦେଇନଥଲେ। ଥାନା ଆଗରେ ଦୀର୍ଘ ସମୟ ଆମ୍ବୁଲାନସ ଭିତରେ ଶବ ପଡି ରହିଥିଲା। ଶେଷରେ କମରଦା ପୋଲିସ ଶବ ସତ୍କାର କରିଥିଲା।ତେବେ ବାପଘରର ଏଭଳି ହୀନ ଚକ୍ରାନ୍ତ ଓ ମନ୍ଦ ଉଦେଶ୍ୟର କାରଣ ସ୍ପଷ୍ଟ ଜଣା ପଡ଼ି ନଥିବା ବେଳେ , ଏଭଳି ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଥିବା ବେଳେ,କମରଦା ପୋଲିସକୁ କୃତଜ୍ଞତା ଜଣାଇଛନ୍ତି। (ଦୀପ୍ତିମାନ୍ ପତି /ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version