• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଵଡାମତଳିଆ ଉଚ୍ଚ ବିଦ୍ୟାଳୟରେ ବିଜାତଳା ବ୍ଳକ ସ୍ତରୀୟ ‘ସୁରଭି ଓ ମିଲେଟସ’ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 20, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଵଡାମତଳିଆ ଉଚ୍ଚ ବିଦ୍ୟାଳୟରେ ବିଜାତଳା ବ୍ଳକ ସ୍ତରୀୟ ‘ସୁରଭି ଓ ମିଲେଟସ’ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୧୯ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି – ୨୦୨୩ ଖନ୍ତ ପଞ୍ଚାୟତର ବଡାମତଳିଆ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଇଓ ଶ୍ରୀ ନେପାଲ ମୁଣ୍ଡା ଙ୍କ ପୌରହିତ୍ୟରେ ଗୁରୁବାର ଦିନ ମହାସମାରୋହରେ ଆନନ୍ଦ ଓ ଉଲ୍ଲାସର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଖନ୍ତ ସରପଞ୍ଚ କାନ୍ଦ୍ରା ମାହାଲି , ସମ୍ମାନିତ ଅତିଥି ବଡାମତଳିଆ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସନ୍ତୋଷିନୀ ମୋଦି,ଅନ୍ୟତମ ଅତିଥି କାଣାପାଟ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଟୁକୁଲ ବାସ୍କେ,ଏବିଇଓ ରଞ୍ଜନ ସାଣ୍ଡିଲ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଅତିଥିଗଣ ଅଗ୍ରପୂଜ୍ୟ ଗଣପତିଙ୍କ ପୂଜାର୍ଚ୍ଚନା କରିଥିଲେ ।ପରେ ଅତିଥିଗଣ ଫିତା କାଟି ‘ ସୁରଭି ‘ ଶିଶୁ ମହୋତ୍ସବର ଶୁଭ ଉଦ୍ଘାଟନ କରିଥିଲେ ।ଛାତ୍ରୀମାନେ ସ୍ଵାଗତ ସଂଗୀତ ଗାନ କରିଥିଲେ ।

ଶିକ୍ଷକ ମନୋଜ ମହାନ୍ତ ଅତିଥି ପରିଚୟ କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ନେପଲ ମୁଣ୍ଡା ‘ ସୁରଭି’ କାର୍ଯ୍ୟକ୍ରମ ଦ୍ଵାରା ଛାତ୍ରଛାତ୍ରୀଙ୍କ ସୁପ୍ତ ଓ ଅନ୍ତର୍ନିହିତ ପ୍ରତିଭା ର ବିକାଶ ପାଇଁ ଏହା ସବୁଠାରୁ ବଡ଼ ମାଧ୍ୟମ ଏବଂ ଛାତ୍ରଛାତ୍ରୀ ମାନଙ୍କର ପ୍ରତିଭା ଏହା ଦ୍ଵାରା ବିକଶିତ ହୋଇ ପାରିବ ବୋଲି କହିଥିଲେ । ସେହିଭଳି ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ମୋଦି କହିଥିଲେ ଭଗବାନ ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ଦେଇଛନ୍ତି ।ତାହାର ସଦୁପଯୋଗ ପିଲାମାନେ ଏହି ‘ ସୁରଭି’ ପ୍ଲାଟଫର୍ମ ଦ୍ଵାରା ନିଜର ପ୍ରତିଭାକୁ ପ୍ରସ୍ଫୁଟିତ କରିପାରିବେ ।ଦିଵ୍ଯାଙ୍ଗ ହୁଅନ୍ତୁ କିମ୍ବା ଯେକୌଣସି ପୁଅ ହେଉ ଅବା ଝିଅ ହେଉ ସମସ୍ତଙ୍କଠାରୁ ପ୍ରତିଭା ଲୁଚି ରହିଛି ।

ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନ ବିଭିନ୍ନ କ୍ଲଷଟରର କ୍ଲଷ୍ଟରସ୍ତରୀୟ ପ୍ରତିଯୋଗିତାରୁ କୃତୀ ୩୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ଦ୍ବାରା ଜୁନିଅର ଏବଂ ସିନିୟର ବିଭାଗରେ ବକ୍ତୃତା, ସୃଜନଶୀଳତା,, ଚିତ୍ରାଙ୍କନ,ଵିତର୍କ , ହସ୍ତାକ୍ଷର,,ରଚନା, ହସ୍ତକଳା,ଗୋଷ୍ଠୀ ନୃତ୍ୟ, ସଙ୍ଗୀତ ଏବଂ ଚଳିତ ବର୍ଷ ବିଶ୍ବ ମାଣ୍ଡିଆ ମିଲେଟ ୨୦୨୩ ଅବସରରେ ମାଣ୍ଡିଆ ଶସ୍ଯକୁ ପ୍ରାଧାନ୍ୟ ଦିଆଯାଇ ତାହା ଉପରେ ଛାତ୍ରଛାତ୍ରୀ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ପରେ ଛାତ୍ରଛାତ୍ରୀମାନେ ନିଜର ଉଚ୍ଚ କୋଟୀର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

ବ୍ଳକ ସ୍ତରୀୟ ସମସ୍ତ କୃତି ପ୍ରତିଯୋଗୀଙ୍କୁ ଅତିଥି ଗଣଙ୍କ ଦ୍ବାରା ମାନପତ୍ର ଓ ପୁରସ୍କୃତ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ବଡଆମତଳଇଆ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ ସମେତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଜୟନ୍ତ ବେହେରା, ଦେବାଶିଷ ବସା, ଠାକୁର ମୁର୍ମୁ, ମଧୁସ୍ମିତା ଗିରି,କସ୍ତୁରୀ ମହାନ୍ତି,ଭବାନୀ ଶଙ୍କର ଗିରି,ଭରତେନ୍ଦୁ ମହାନ୍ତ ଓ ଅନ୍ୟମାନେ ପରିଚାଳନାରେ ସହଯୋଗ କରିଥିଲେ ।କାର୍ଯ୍ୟକ୍ରମରେ ସମସ୍ତେ ବହୁ ଖୁସି ହୋଇଥିଲେ ।ଶେଷରେ ପ୍ରଧାନ ଶିକ୍ଷୟତ୍ରୀ ଶାରଦୀୟ ଅବସରରେ ମା’ ଦୁର୍ଗତିନାଶିନୀ ସମସ୍ତଙ୍କର ମଙ୍ଗଳ କରନ୍ତୁ , ସମସ୍ତେ ସପରିବାର ସହିତ ଆନନ୍ଦର ପୂଜାଛୁଟି କାଟନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version