• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ : ପିଲାମାନେ ସବୁ କ୍ଷେତ୍ରରେ ଦକ୍ଷତା ହାସଲ କରିବା ଦରକାର – ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
October 22, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ : ପିଲାମାନେ ସବୁ କ୍ଷେତ୍ରରେ ଦକ୍ଷତା ହାସଲ କରିବା ଦରକାର – ଅରୁଣ
Share on FacebookShare on TwitterWhatsapp

୨୨ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ଼ :- ବିଦ୍ୟାଳୟରେ ଅଧ୍ୟୟନରତ ପିଲାମାନେ ସବୁ କ୍ଷେତ୍ରରେ ଦକ୍ଷତା ହାସଲ କରିବା ଦରକାର । ପିତାମାତା ମାନେ ପିଲାମାନଙ୍କୁ ଅଯଥା ଆକଟ ନକରି ସେମାନଙ୍କୁ ସବୁ ବିଷୟରେ ଜାଣିବାର ସୁଯୋଗ ସୃଷ୍ଟି କରିବା ଆବଶ୍ୟକ । ବିଦ୍ୟାଳୟ ସ୍ତରରୁ ପିଲାମାନେ ଖବରକାଗଜ ପଢ଼ିବା ସହିତ ଦେଶ ବିଦେଶର ହାଲଚାଲ ଏବଂ ସମସ୍ୟା ସମ୍ପର୍କରେ ଅବଗତ ହେବା ଉଚିତ ବୋଲି ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦାନ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ପ୍ରଦାନ କରିଛନ୍ତି । ସୂଚନା ଯୋଗ୍ୟ ଯେ ବିଦ୍ୟାଳୟ ସ୍ତରରେ ପିଲାମାନଙ୍କର ଅନ୍ତର୍ନିହିତ ତଥା ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଛି ଶିଶୁ ପ୍ରତିଭା ଉତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ।ବିଭିନ୍ନ ବିଷୟରେ ପ୍ରାଥମିକ ସ୍ତରରୁ ହାଇସ୍କୁଲ ପର୍ଯ୍ୟନ୍ତ ପିଲାଙ୍କ ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗୀତା କରାଯାଇ ଶ୍ରେଷ୍ଠ ପ୍ରତିଯୋଗୀ ବାଛିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଅଟେ । ଏହି ପ୍ରତିଯୋଗୀତା କ୍ଲଷ୍ଟର ସ୍ତରରୁ ଆରମ୍ଭ ହୋଇ ବ୍ଲକ,ଜିଲ୍ଲା ଏବଂ ଶେଷରେ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ବଛାଯାଇଥାଏ । ଏହି ପରିପ୍ରେକ୍ଷୀରେ ଆଜି ବ୍ଲକ ସ୍ତରୀୟ ‘ସୁରଭି’ ପ୍ରତିଯୋଗିତା ନୟାଗଡ଼ ବ୍ଳକ ଅନ୍ତର୍ଗତ ବାଉଁଶିଆପଡ଼ା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ।ନୟାଗଡ଼ ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ୧୫ଟି କ୍ଲଷ୍ଟରରୁ ଉଭୟ ଜୁନିୟର ଏବଂ ସିନିୟର ବିଭାଗରୁ ମୋଟ ୧୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସାଧାରଣ ଜ୍ଞାନ,କୁଇଜ, ବକ୍ତୃତା,ଚିତ୍ରାଙ୍କନ, ସୃଜନଶୀଳ ଲିଖନ,ପ୍ରବନ୍ଧ, ଦେଶତ୍ମବୋଧ ସଙ୍ଗୀତ,ସୁନ୍ଦର ହସ୍ତାକ୍ଷର ଲିଖନ ତଥା ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ନୃତ୍ୟ ଆଦିରେ ଅଂଶ ଗ୍ରହଣ କରି ସେମାନଙ୍କ ବହୁମୁଖି ପ୍ରତିଭାର ପରିଚୟ ପ୍ରଦାନ କରିଥିଲେ । ବ୍ଲକସ୍ତରୀୟ ଏହି ସୁରଭି କାର୍ଯ୍ୟକ୍ରମକୁ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ପ୍ରଦୀପ ପଜ୍ଜଳନ ସହିତ ଉଦଘାଟନ କରିଥିଲେ ।ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନଙ୍କ ପୌରହିତ୍ୟରେ ଆୟୋଜିତ ଉକ୍ତ ସଭାରେ ମୁଖ୍ୟବକ୍ତା ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ,ସମ୍ମାନୀତ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ଜୁଲି ସାହୁ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ ।

ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ମାନପତ୍ର ଏବଂ ଟ୍ରଫି ପ୍ରଦାନ କରି ପୁରସ୍କୃତ କରିଥିଲେ । ଶିକ୍ଷକ ଅଶୋକ କୁମାର ମଲ୍ଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଖ ଅବଦୁଲ ଖାଲିକ ମଞ୍ଚ ପରିଚାଳନା ଏବଂ ସୁରେଶ କୁମାର ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ । ବ୍ଲକସ୍ତରରେ ବିଭିନ୍ନ ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଆସନ୍ତା ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version