• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟର ଆର୍ଥିକ ସ୍ଥିତି ବିଷୟରେ ରାଜ୍ୟବାସୀଙ୍କୁ ଅବଗତ କରାନ୍ତୁ ସରକାର : ନିରଞ୍ଜନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
July 11, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ରାଜ୍ୟର ଆର୍ଥିକ ସ୍ଥିତି ବିଷୟରେ ରାଜ୍ୟବାସୀଙ୍କୁ ଅବଗତ କରାନ୍ତୁ ସରକାର : ନିରଞ୍ଜନ ପଟ୍ଟନାୟକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୧ ଜୁଲାଇ ୨୦୨୦ ଶନିବାର) ଭୁବନେଶ୍ୱର :- ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସବାର୍ତା ମାଧ୍ୟମରେ ରାଜ୍ୟର ସାଂପ୍ରତିକ ଆର୍ଥିିକ ସ୍ଥିତି ବିଷୟରେ ରାଜ୍ୟବାସୀଙ୍କୁ ଅବଗତ କରାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ୱାନ ଦେଇଛନ୍ତି । କୋଭିଡ଼୍‌କୁ ନେଇ ରାଜ୍ୟ ସରକାର ଆର୍ଥିକ ଶୃଙ୍ଖଳା ନାମରେ ଯେଉଁ ବିଭିନ୍ନ ଆର୍ଥିକ କଟକଣା ଯାରି କରିଛନ୍ତି ସେଥିରୁ ସ୍ୱଭାବିକ ଭାବରେ ସନ୍ଦେହ ହେଉଛି ଯେ ରାଜ୍ୟର ବର୍ତମାନ ଆର୍ଥିକ ସ୍ଥିତି ଭଲ ନାହିଁ । ତେବେ ଦୀର୍ଘ ୨୦ବର୍ଷ ଧରି କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ଯିଏକି ରାଜ୍ୟର ଅର୍ଥନୀତିକୁ ସଶକ୍ତ ଓ ସଦୃଢ଼ କରିଥିବା ନେଇ ସବୁବେଳେ ଦାବୀ କରୁଥିଲେ, ମାତ୍ର ୩ମାସର କୋଭିଡ୍ କଟକଣାରେ ଆର୍ଥିକ ସ୍ଥିତି ଦୋହଲିଯିବା ପରୋକ୍ଷରେ ସୂଚାଇ ଦେଉଛି ଯେ ଦୀର୍ଘ ମିଆଦି ଯୋଜନାର ସଂକଟ ଏବଂ କର୍ମନିଯୁକ୍ତି ସୃଷ୍ଟି କରିବାର ବିଫଳତା ଏଥିପାଇଁ ଦାୟି । କେବଳ ସରକାରୀ ନିଯୁକ୍ତି ପ୍ରକ୍ରିୟା ବନ୍ଦ କରିଦେଲେ ଆର୍ଥିକ ଶୃଙ୍ଖଳା ଆସିବ ଏକଥା ଭାବିବା ଭୁଲ୍ । ପ୍ରଥମେ ରାଜ୍ୟ ଆପାତକାଳିନ ପାଣ୍ଠିରୁ ଟଙ୍କା ନେଇ ‘କାଳିଆ’ ଯୋଜନା ଆରମ୍ଭ କରାଗଲା ଏବଂ ନିର୍ବାଚନକୁ ଆଖିଆଗରେ ରଖି ହୋଇଥିବା ଯୋଜନା ଯୋଗୁଁ ପାଣ୍ଠି ଅଭାବରୁ ବର୍ତମାନ କେନ୍ଦ୍ରିୟ କିଶାନ ସମ୍ମାନନିଧି ଯୋଜନାରେ ମିଶାଇ ଦିଆଗଲା । ପିଠା ଓ ଏଲଇଡି ବଲ ବାଂଟିବା ଭଳି ସସ୍ଥା ଲୋକପ୍ରିୟତା ଏବଂ ନିର୍ବାଚନ କୈନ୍ଦ୍ରିକ ଯୋଜନା ହେତୁ ଆଜି ଅର୍ଥ ବ୍ୟବସ୍ଥାର ବିକଳ ଚିତ୍ର ସାମନାକୁ ଆସିଛି ଓ ରାଜ୍ୟ ଆର୍ଥିକ ଦୃଷ୍ଟିରୁ ଏକ ସଂକଟମୟ ପରିସ୍ଥିତି ଭିତରକୁ ଠେଲି ହୋଇଯାଇଛି ।

ପରିସଂଖ୍ୟାନ ଦେଖିଲେ ଜଣାଯାଏଯେ ରାଜ୍ୟରେ ମାସକୁ ଦରମା ବାବଦକୁ ୨୨୦୦ କୋଟି, ପେନସନ୍ ବାବଦକୁ ୧୩୦୦ କୋଟି, ଋଣଜନିତ ସୁଧ ପାଇଁ ୫୫୦ କୋଟି ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ ବାବଦକୁ ୪୦୦ କୋଟି ଟଙ୍କା ଖର୍ଚ୍ଚ ହୁଏ । ସରକାର ସାଧାରଣତଃ ବର୍ଷକୁ ଟିକସ ବାବଦରେ ୩୩୦୦୦ କୋଟି ଓ ଅଣଟିକସ ବାବଦରେ ୧୨୫୦୦ କୋଟି ଟଙ୍କା ପାଇଥାନ୍ତି । କେନ୍ଦ୍ର ଅର୍ଥ ଆୟୋଗଙ୍କ ସୁପାରିଶ ଓ ଜିଏଷ୍ଟି ଅଂଶ ବାବଦକୁ ୩୯୨୦୭ କୋଟି ଏବଂ ବିଭିନ୍ନ ଯୋଜନା ପାଇଁ କେନ୍ଦ୍ରିୟ ସହାୟତା ଭାବରେ ରାଜ୍ୟ ସରକାର ୩୦୫୫୯ କୋଟି ଟଙ୍କା ପାଇଥାନ୍ତି । ଯେହେତୁ କୋଇଲା ରୟାଲଟି ବୃଦ୍ଧି ବିଗତ ୪ବର୍ଷ ଧରି କରାଯାଇ ନାହିଁ ତେଣୁ ସେ ବାବଦରେ କିଛି ଅଧିକ ଅର୍ଥ ଆଶାକରିବା ବୃଥା । ରାଜ୍ୟ ସରକାର ୨୦୦୪ ମସିହାରେ ନିଷ୍ପତି କରିଥିଲେ ଯେ ଖାଲିଥିବା ସରକାରୀ ଚାକିରୀରେ ଅତି କମ୍‌ରେ ୨୫% ପଦବୀ ପୂରଣ କରାଯିବ । କିନ୍ତୁ ଦୁର୍ଭାଗ୍ୟର କଥା ସରକାରୀ ପଦବୀ ପୂରଣ କରିବା ବଦଳରେ ଠିକା କର୍ମଚାରୀଙ୍କୁ ନିୟୋଜିତ କରିଦିଆଗଲା । ଏ ସନ୍ଦର୍ଭରେ ପିସିସି ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ କିଛି ଗଠନମୂଳକ ଉପଦେଶ ଦେଇ କହିଛନ୍ତି ଯେ :- କେଉଁ ବିଭାଗରେ କେତେ ନିର୍ଦ୍ଦିଷ୍ଟ ସଂଖ୍ୟକ ପଦବୀ ପୂରଣ ହେବାର ଆବଶ୍ୟକତା ଅଛି ତାକୁ ଅନୁଧ୍ୟାନ କରାଯାଇ ଅବିଳମ୍ବେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଉ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version