• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଖିକୁ ଅଜଣା ଲୁହ ଠିକଣା ସାମାଜିକ ନାଟକ ଉଦ୍ଘାଟନ କଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
October 27, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଆଖିକୁ ଅଜଣା ଲୁହ ଠିକଣା ସାମାଜିକ ନାଟକ ଉଦ୍ଘାଟନ କଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୨୭ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ କାପ୍ତାପଲ୍ଲୀ ଗ୍ରାମପଞ୍ଚାୟତ କାପ୍ତାପଲ୍ଲୀ ଠାରେ ଜଗତ ଜନନୀ ମା ଦୁର୍ଗା ଙ୍କ ବିଜୟା ଦଶମୀ ଅବସରରେ ମା ଘାଗୁଡିଦେବୀ ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ ସାଂସ୍କୃତିକ “ଆଖିକୁ ଅଜଣା ଲୁହ ଠିକଣା” ସାମାଜିକ ନାଟକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଜଗତ ଜନନୀ ମା ଦୁର୍ଗାଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ଗ୍ରହଣ କରି ଅଞ୍ଚଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ୱାରୋପ କରିଥିଲେ ।

ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଜିଲ୍ଲା ଉପସଭାପତି ଦିଲ୍ଲୀପ କୁମାର ଦଳେହେରା, ବ୍ଲକ ସଭାପତି ସନାତନ ସାମଲ, ବ୍ଲକ ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା,ସ୍ଥାନୀୟ ସରପଞ୍ଚ ସାରସଧର ସାହୁ, ସମିତି ସଭ୍ୟା ସୁଷମା ଦଳବେହେରା, ନାଏବ ସରପଞ୍ଚ ଭାମା ମଳିକ,ପୂର୍ବତନ ସରପଞ୍ଚ ହାଡ଼ିବନ୍ଧୁ ସାମନ୍ତରାୟ ,

ଗୁମି ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ, ଜାକେଡ଼ା ସରପଞ୍ଚ ସୁମିତ୍ରା ଜାନୀ, ମାଇଛେଳି ସରପଞ୍ଚଙ୍କ ପ୍ରତିନିଧି ଦାଶରଥି ପ୍ରଧାନ,ସମେତ ପଡ଼ୋଶୀ ପଞ୍ଚାୟତର ସମସ୍ତ ଜନପ୍ରତିନିଧି ଏବଂ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେବା ସହ ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟାରେ ଜନସମାଗମ ହୋଇଥିବା ଦେଖିବାକୁ ମିଳିଥିଲା। ଉକ୍ତ କାର୍ଯ୍ୟକ୍ରମ କୁ ସୁଶାନ୍ତ କୁମାର ପଢ଼ିଆରି ପରିଚାଳନା କରିଥିବା ବେଳେ ସମ୍ପାଦକ ପ୍ରଶାନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026

Recent News

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version