• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାକେଡା ପଞ୍ଚାୟତ ରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଯୋଗଦେଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
October 28, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜାକେଡା ପଞ୍ଚାୟତ ରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଯୋଗଦେଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୨୮ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଜାକେଡ଼ା ପଞ୍ଚାୟତ ଅନ୍ତର୍ଗତ ନେଡିସାହି ଗ୍ରାମରେ ମା ବୃନ୍ଦାବତୀ ଠାକୁରାଣୀ ଙ୍କ ବାର୍ଷିକ ଉତ୍ସବ ଆନୁକୂଲ୍ୟରେ ମହାନ୍ ପୌରାଣିକ ନାଟକ “ଗୋପରେ ବଢୁଛି କଳା କହ୍ନେଇ ବା କାଳୀୟ ଦଳନ ” ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମା ବୃନ୍ଦାବତୀ ଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରିବା ସହ ଅଞ୍ଚଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ୱାରୋପ କରିଥିଲେ ।

ସମ୍ମାନିତ ଅତିଥି ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳବେହେରା, ସ୍ଥାନୀୟ ସରପଞ୍ଚ ସୁମିତ୍ରା ଜାନୀ, ସମିତି ସଭ୍ୟା ପ୍ରଭାତୀ ମଳିକ, ନାଏବ ସରପଞ୍ଚ ପ୍ରହଲ୍ଲାଦ ମଳିକ,ପାରାଢିପି ସରପଞ୍ଚ ବିଭୂତି ପ୍ରଧାନ, ଗୁମି ସରପଞ୍ଚ ବବୃ ମହାରଣା, ,ଜିଲ୍ଲା ଯୁବ ବିଜେଡ଼ି ଉପ ସଭାପତି ଗୋଲଖ ବିହାରୀ ଗୋଚ୍ଛାୟତ, ବ୍ଲକ ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା ,ନୂଆଗାଁ ପଞ୍ଚାୟତ ବିଜେଡ଼ି ସଭାପତି ପ୍ରକାଶ କୁମାର ନାୟକ,ସ୍ଥାନୀୟ ପଞ୍ଚାୟତ ୱାର୍ଡ ମେମ୍ବର ବିଶ୍ବନାଥ ଜାନୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି କାର୍ଯ୍ଯକ୍ରମ ସଭାପତି ପ୍ରବିର ଜାନୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବେଳେ ମଞ୍ଚ ପରିଚାଳନା କରିଥିଲେ ଦିଲ୍ଲୀପ କୁମାର ଜାନୀ । ସଭା ସମିତି, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଧାର୍ମିକ ଅନୁଷ୍ଠାନ କରିବା ପାଇଁ ଗ୍ରାମରେ କୋଠଘର ନିର୍ମାଣ ପାଇଁ ବିଧାୟକ ଙ୍କୁ କହିଥିଲେ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯଥା ଶୀଘ୍ର ଗ୍ରାମରେ କୋଠଘର ନିର୍ମାଣ କରାଯିବା ପାଇଁ ପ୍ରତିଶୃତି ଦେଇଥିବାରୁ ଗ୍ରାମର ସମସ୍ତ ଜନସାଧାରଣ ବିଧାୟକ ଶ୍ରୀ ବେହେରାଙ୍କୁ କୃତଜ୍ଞତା ଜଣାଇବା ସହ ଉଚ୍ଚ ପ୍ରଶଂସା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବିଏମ୍‌ସି-ବିଡିଏର ସବୁଜ ପଦକ୍ଷେପ  : ଜନପଥରେ ଯାତ୍ରୀଙ୍କ ସୁବିଧା ପାଇଁ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ

July 21, 2026
Pimpri-Chinchwad : E-scooters caught fire while charging; Three two-wheelers burnt, one seriously injured in building fire

ଛାତ୍ର ଆନ୍ଦୋଳନକୁ ଚାପି ଦେବା ପାଇଁ କେନ୍ଦ୍ର ସରକାର ପୋଲିସ୍ ଲଗାଇ ବର୍ବର ଆକ୍ରମଣ କରିଥିବା ଘଟଣାକୁ ଆମ୍ ଆଦମୀ ପାର୍ଟିର ନିନ୍ଦା 

ଅଲମ୍ପିଆନ ଗଗନ ନାରଙ୍ଗ ଦର୍ଶନ କଲେ ମହାପ୍ରଭୁ ଙ୍କୁ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍‌ସି-ବିଡିଏର ସବୁଜ ପଦକ୍ଷେପ  : ଜନପଥରେ ଯାତ୍ରୀଙ୍କ ସୁବିଧା ପାଇଁ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ

ବିଏମ୍‌ସି-ବିଡିଏର ସବୁଜ ପଦକ୍ଷେପ  : ଜନପଥରେ ଯାତ୍ରୀଙ୍କ ସୁବିଧା ପାଇଁ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ

July 21, 2026
Pimpri-Chinchwad : E-scooters caught fire while charging; Three two-wheelers burnt, one seriously injured in building fire

Pimpri-Chinchwad : E-scooters caught fire while charging; Three two-wheelers burnt, one seriously injured in building fire

July 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version