• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ୍ଵାରଶୁଣି ଘାଟି ରାସ୍ତାରେ ଗୋ ବୋଝେଇ କଣ୍ଟେନର ଦୁର୍ଘଟଣା ଗ୍ରସ୍ତ – ବହୁ ସଂଖ୍ୟାରେ ନିରିହ ଗୋରୁ ମୃତ

Proprietor Abhimanyu Maharana by Proprietor Abhimanyu Maharana
November 1, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଦ୍ଵାରଶୁଣି ଘାଟି ରାସ୍ତାରେ ଗୋ ବୋଝେଇ କଣ୍ଟେନର ଦୁର୍ଘଟଣା ଗ୍ରସ୍ତ – ବହୁ ସଂଖ୍ୟାରେ ନିରିହ ଗୋରୁ ମୃତ
Share on FacebookShare on TwitterWhatsapp

୩୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ମୟୂରଭଞ୍ଜ ଜିଲ୍ଲା ଗୋମାଫିଆଙ୍କ ଭୂସ୍ଵର୍ଗ ପାଲଟିଛି । ବେଆଇନ ପଶୁଚାଲାଣ ଯୋଗୁଁ ପଶୁଧନ ଦିନକୁ ଦିନ ଲୋପ ପାଇବାକୁ ଯାଉଛି । ସରକାରଙ୍କ ସବୁ ପ୍ରକାର ନିୟମକୁ ଗୋମାଫିଆମାନେ ଫୁ କରି ଦେଇଛନ୍ତି ।ଅମାନୁଷିକ ଭାବେ ଯନ୍ତ୍ରଣା ଦାୟକ ଭାବେ ଗୋରୁ ଗୁଡ଼ିକୁ କଣ୍ଟେନର,ପିକ ଅପ୍ ଭେନ,ବୋଲେରୋ ସାହାଯ୍ୟରେ ବାହାର ରାଜ୍ୟକୁ ଓ ଦେଶକୁ ଚାଲାଣ କରାଯାଉଛି । ଗୋମାତା ପ୍ରତି ଅକଥନୀୟ ଅତ୍ଯାଚାରକୁ ପ୍ରଶାସନ ଆଖି ବୁଜି ଦେଇଛି ।

ଟୋଲଗେଟରେ କେମିତି ବେଆଇନ ଗୋରୁ ଗାଡି ଏବଂ ଜାତୀୟ ରାଜପଥ ଓ ରାଜ୍ୟ ପଥ,ଗ୍ରାମୀଣ ରାସ୍ତାରେ କିଭଳି ବେଆଇନ ଭାବେ ଗୋଚାଲାଣ ହେଉଛି ! ଏଭଳି ଲୋମହର୍ଷଣକାରୀ ଛାତିଥରା ଏବଂ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଦୁଆରଶୁଣି ଘାଟିରେ । ବହୁ ସଂଖ୍ଯାରେ ଗୋବୋଝେଇ କଣ୍ଟେନର ଆଜି ସକାଳ ସମୟରେ ଦୁଆରଶୁଣୀ ଘାଟୀରେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଗୋବୋଝେଇ( ୭୦/୮୦ ରୁ ଉର୍ଦ୍ଧ୍ବ ଗୋ ସଂପଦ)ଦଶ ଚକିଆ କଣ୍ଟେନର ( WB11D3724)ରେ ବିଶୋଇ ପଟୁ ଯାଉଥିବା ସମୟରେ ଦୁର୍ଘଟଣା ହେବାଫଳରେ ବହୁ ସଂଖ୍ୟାରେ ୪୦ ରୁ ଉର୍ଦ୍ଧ୍ବ ଗୋରୁଗୁଡିକର ମୃତ୍ୟୁ ହୋଇ ଯାଇଥିବାବେଳେ ଅଳ୍ପ କିଛି ଆହତ ଗୋରୁ ବଂଚିଥିବା ନଜରକୁ ଆସିଛି।

ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି କରିଥିଲେ ।ଟ୍ରକର ଡ୍ରାଇଭର,ହେଲଫର‌ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି । ପୋଲିସ ତଦନ୍ତ ଜାରି ରହିଛି ।ଦୁଇ ଦିନ ତଳେ ବେଆଇନ ଗୋଚାଲାଣ,ବେଆଇନ ଗୋମାଂସ ଚୋରା ଚାଲାଣ ନେଇ ୨୨୦ ନମ୍ବର ଜାତୀୟ ରାଜପଥ ଉତ୍ୟକ୍ତ ଲୋକେ ଵହଳଦାରେ ରାସ୍ତା ଅବରୋଧ କରିଥିଲେ ।ସବୁ ସତ୍ବେ ପୁଣି କିଭଳି ଗୋଚାଲାଣ ହେଉଛି , ଏମାନଙ୍କ ପଛରେ କିଏ ଅଛି ଯାହାଫଳରେ ଏମାନେ ଇନ୍ଦ୍ର‌ଚନ୍ଦ୍ର ମାନୁ ନାହାନ୍ତି! ବେଧଡକ ଭାବରେ ଗୋଚାଲାଣ କରୁଛନ୍ତି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ସୋଇଛି । ତେଣୁ ଗୋଚାଲାଣ ଉପରେ ପୋଲିସ ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version