• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇପିଏସ ସ୍ତରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଦଳବଳ କରାଯାଇଛି

Proprietor Abhimanyu Maharana by Proprietor Abhimanyu Maharana
November 1, 2023
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ଆଇପିଏସ ସ୍ତରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଦଳବଳ କରାଯାଇଛି
Share on FacebookShare on TwitterWhatsapp

୩୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ବର :-> ଆଇପିଏସ ସ୍ତରରେ ଅଦଳବଦଳ, ଉମାଶଙ୍କର ଦାଶ ହେଲେ ଡିଆଇଜି ଏସ୍‌ଆଇଡବ୍ଲ୍ୟ, ଭାରତୀୟ ପୁଲିସ ସେବା(ଆଇପିଏସ୍‌) ସ୍ତରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଦଳବଳ କରାଯାଇଛି । ଆଜି ଏନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୮ ବ୍ୟାଚ୍‌ର ଆଇପିଏସ୍ ଅରୁଣ କୁମାର ରାୟଙ୍କୁ କଟକସ୍ଥିତ ସରକାରୀ ପ୍ରେସ୍ ନିର୍ଦେଶକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ।

ସେହିପରି ୧୯୮୯ ବ୍ୟାଚ୍‌ର ପୁଲିସ ଅଧିକାରୀ ଅମୃତ ମୋହନ ପ୍ରସାଦଙ୍କୁ ଏଚ୍‌ଆରପିସି ଡିଜିରୁ ବଦଳି କରାଯାଇ ଜେଲ ବିଭାଗ ଡିଜି ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ସରକାରୀ ପ୍ରେସ୍ ନିର୍ଦ୍ଦେଶକ ଭାବେ କାର‌୍ୟ୍ୟରତ ଲଳିତ ଦାସଙ୍କୁ ଏଚ୍‌ଆର୍‌ପିସି ଏଡିଜି ଭାବେ ବଦଳି କରାଯାଇଛି ।

୨୦୦୮ ବ୍ୟାଚ୍‌ର ଆଇପିଏସ୍ ତଥା ଭୁବନେଶ୍ବର-କଟକ କମିସନରେଟ୍ ପୁଲିସର ଏସିପି ଉମାଶଙ୍କର ଦାଶଙ୍କୁ ଡିଆଇଜି ଏସ୍‌ଆଇଡବ୍ଲ୍ୟ ଭାବେ ଅବସ୍ଥାପିତ କରାଯାଇଥିବାବେଳେ ତାଙ୍କ ସ୍ଥାନରେ ବ୍ରିଜେଶ କୁମାର ରାୟଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି ।

ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଅରୁଣ ରାୟ ହେଲେ ସରକାରୀ ପ୍ରେସ ନିର୍ଦେଶକ । ଅମୃତ ମୋହନ ପ୍ରସାଦ ହେଲେ ଜେଲ ବିଭାଗ ଡିଜି। ଲଳିତ ଦାସ ହେଲେ ଏଚଆରପିସି ଏଡିଜି। ଉମାଶଙ୍କର ଦାସ ହେଲେ ଡିଆଇଜି ଏସଆଇଡବ୍ଲ୍ୟୁ । ବ୍ରିଜେଶ କୁମାର ରାୟ ହେଲେ ଅତିରିକ୍ତ ପୁଲିସ କମିଶନର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version