• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ

Proprietor Abhimanyu Maharana by Proprietor Abhimanyu Maharana
November 1, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ
Share on FacebookShare on TwitterWhatsapp

୩୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ମିଶନ ଶକ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପୂର୍ବାହ୍ନ ୧୧ ଘଟିକା ୩୦ ମିନିଟ ସମୟରେ ଦୁର୍ନୀତି ନିବାରଣ ସପ୍ତାହ ଉପଲକ୍ଷେ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଶପଥ ପାଠ କାର୍ଯ୍ୟକ୍ରମ ପରେ ଏକ ସଚେତନତା ଶୋଭାଯତ୍ରାକୁ ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଆନୁଷ୍ଠାନିକ ଭାବେ ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନେ ହାତରେ ପ୍ଲାସ୍ କାର୍ଡ ଧରି ସ୍ଲୋଗାନ ଦେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଠାରୁ ବାହାରି ସହର ପରିକ୍ରମା କରିଥିଲେ l

ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାସ ସମସ୍ତଙ୍କୁ ଶପଥ ପାଠ କରାଇ ଦୁର୍ନିତି ନିବାରଣ ଦିଗରେ ସରକାରଙ୍କ ଦ୍ୱରା କରାଯାଇଥିବା ସମସ୍ତ ବ୍ୟବସ୍ଥକୁ କଡାକଡି ପାଳନ କରିବା ଉପରେ ଗୁରୁତ୍ଵ ଦେଇଥିଲେ। ଏହି ଦିଗରେ ସମସ୍ତ ନାଗରିକ ଓ ଜନସାଧରଣ ମାନଙ୍କୁ ସଚେତନତା ହେବା ଜରୁରୀ ଏଣୁ ଆମ ସମସ୍ତଙ୍କ ମିଳିତ ଉଦ୍ୟମରେ କିପରି ଦେଶ ରୁ ଦୁର୍ନୀତିର ମୁଳୋତ୍ପାଟନ ହୋଇପାରିବ ଓ ପ୍ରତ୍ୟେକ ନାଗରିକ ସର୍ବଦା ସତର୍କତା ସହିତ ସର୍ବାଧିକ ସାଧୁତା ଓ ସତ୍ୟନିଷ୍ଠ ରେ ପ୍ରତିବନ୍ଧିତ ରହି କାର୍ଯ୍ୟ କରିପାରିବେ ସେ ସମ୍ପର୍କରେ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ଜନସାଧାରଣ ମାନଙ୍କୁ ସଚେତନ କରାଇଥିଲେ ।

ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ, ଉପ-ଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନୀଳମାଧବ ମାଝୀ ସମେତ ସମସ୍ତ ଜ଼ିଲ୍ଲା ସ୍ତରୀୟ ଅଧିକାରୀ ଓ ମିଶନ ଶକ୍ତି ବିଭାଗର ଜ଼ିଲ୍ଲା ଓ ବ୍ଲକ ସ୍ତରୀୟ କର୍ମକର୍ତା ଉପସ୍ଥିତ ଥିଲେ ଶ୍ରୀ ଟିମନ ବରା ଜ଼ିଲ୍ଲା ପ୍ରକଳ୍ପ ସଂଯୋଜକ, ମିଶନ ଶକ୍ତିଙ୍କ ପ୍ରତ୍ୟେକ ତତ୍ୱାବଧାନରେ କାର୍ଯ୍ୟକ୍ରମ ସମାହିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

April 26, 2026
ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

April 26, 2026
ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version